ଟିସିଏନ୍‌ଏସ୍‌ କ୍ଲଥିଂକୁ ଅଧିଗ୍ରହଣ କରିବ ଏବିଏଫ୍‌ଆର୍‌ଏଲ୍‌

ନୂଆଦିଲ୍ଲୀ,୮।୫: ଆଦିତ୍ୟ ବିର୍ଲା ଗ୍ରୁପର ଫେଶନ୍‌ ଓ ପୋଷାକ କମ୍ପାନୀ ଏବିଏଫ୍‌ଆର୍‌ଏଲ୍‌ ପକ୍ଷରୁ ଟିସିଏନ୍‌ଏସ୍‌ କ୍ଲଥିଂକୁ ଅଧିଗ୍ରହଣ କରିବା ଲାଗି ଏକ ବୁଝାମଣାପତ୍ର ସ୍ବାକ୍ଷର ସହ ଚୁକ୍ତିନାମା…

ସାମ୍‌ସଙ୍ଗ୍‌ର କ୍ୟୁଏଲ୍‌ଇଡି ଟିଭିର ଶୁଭାରମ୍ଭ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଟେଲିଭିଜନ ବ୍ରାଣ୍ଡ୍‌ ସାମ୍‌ସଙ୍ଗ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ୨୦୨୩ ନିଓ କ୍ୟୁଏଲ୍‌ଇଡି ଟିଭି ସିରିଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା…

ଡିସିବିଏଲ୍‌ର ନୂତନ ଉତ୍ପାଦ ‘ଡାଲମିଆ ସୁପ୍ରିମ ସିମେଣ୍ଟ’

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ (ଡିସିବିଏଲ) ର ନୂତନ ଉତ୍ପାଦ ‘ଡାଲମିଆ ସୁପ୍ରିମ ସିମେଣ୍ଟ’ର ଶୁଭାରମ୍ଭ ଓ ବଜାର ସମ୍ପର୍କରେ…

ସୋନିର ଓଏଲ୍‌ଇଡି ସିରିଜ୍‌ ଟିଭି ଉନ୍ମୋଚିତ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଇଲେକ୍‌ଟ୍ରୋନିକ୍ସ ବ୍ରାଣ୍ଡ୍‌ ସୋନି ଇଣ୍ଡିଆ ପକ୍ଷରୁ ନିକଟରେ ସୋନିର ଓଏଲ୍‌ଇଡି ସିରିଜ୍‌ ଟିଭିର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷ କରି କଗ୍ନିଟିଭ୍‌ ପ୍ରୋସେସର…

ପାନୀୟ ଜଳ ପାଇଁ ଡହଳବିକଳ ଲୋକେ

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା…

ମେଇତିଙ୍କୁ ଏସ୍‌ଟି ମାନ୍ୟତା ବିରୋଧରେ ସୁପ୍ରିମକୋର୍ଟ ଗଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୮ା୫ (ପି.ଟି.) : ମଣିପୁର ସ୍ଥିତିକୁ ନେଇ ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଛି। ମେଇତି ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ ଲାଗି ହାଇକୋର୍ଟଙ୍କ…

ମଣିପୁର ହିଂସା: ଉଦ୍ଧାର ହେଲେଣି ୨୩ ହଜାର

ଇମ୍ଫାଲ, ୮ା୫ : ମଣିପୁରରେ ଗତ କିଛିଦିନର ହିଂସାକାଣ୍ଡ ଓ ରକ୍ତାକ୍ତ ଜାତିଗତ ସଂଘର୍ଷ ପରେ ରବିବାର ଜୀବନଯାତ୍ରା ସ୍ବାଭାବିକ ସ୍ଥିତିକୁ ଫେରୁଥିବା ଦେଖାଯାଇଛି। ସୈନ୍ୟବାହିନୀ ପକ୍ଷରୁ…

ସ୍ଲୁଇସ୍‌ଗେଟ୍‌ ଆବଶ୍ୟକ: ଚାଲିଛି ସଫେଇ କାର୍ଯ୍ୟ

ନାଉଗାଁ ,୮ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଓଷକଣା ପଞ୍ଚାୟତର ଅଙ୍ଗେଶ୍ୱରପଡ଼ାରୁ ଗୋଳାନଦୀ ବାହାରିଛି। ଏହା ଗାରୋଇସ୍ଥିତ ଦେବୀନଦୀରେ ମିଶିଛି। ଚଳିତ ବର୍ଷ ଜଳସେଚନ ବିଭାଗ ତରଫରୁ ଗୋଳାନଦୀର…

ଛତିଶଗଡ଼ରେ ୨,୦୦୦ କୋଟିର ମଦ ଦୁର୍ନୀତି

ରାୟପୁର, ୮ା୫ : ଛତିଶଗଡ଼ରେ ବେଆଇନ ମଦ ସିଣ୍ଡିକେଟ୍‌ ପଛରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ଜଣେ ଅଧିକାରୀ କିଙ୍ଗ୍‌ପିନ୍‌ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିଯୋଗ…

ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲେ ଫାରୁକ୍‌

ଶ୍ରୀନଗର, ୮ା୫ : ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ବିଳମ୍ବ ହେବା ପଛର କାରଣକୁ ନେଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା…