୧୨ ବର୍ଷ ପରେ ଆରବ ଲିଗକୁ ଫେରିଲା ସିରିଆ…

କାଇରୋ,୭।୫ : ସିରିଆକୁ ୧୨ ବର୍ଷ ପରେ ଆରବ ଲିଗକୁ ଫେରାଇ ଆଣିବା ପାଇଁ ରବିବାର କାଇରୋରେ ଆରବ ସରକାରଙ୍କ ପ୍ରତିନିଧୀମାନେ ଭୋଟିଂ କରିଛନ୍ତି। ଇଜିପ୍ଟର ରାଜଧାନୀରେ…

୨ଜଣଙ୍କୁ ଉଠାଇନେଲା ପୋଲିସ: ପ୍ରତିବାଦରେ ବଜାର ବନ୍ଦ

ଟିକିରି,୭ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍‌ ରହଣୀ ଦାବି ନେଇ ଆନ୍ଦୋଳନ ତେଜୁଛି। ରବିବାରଠାରୁ ଟିକିରି ରେଲଓ୍ବେ ଷ୍ଟେଶନରେ…

ଏଲଓସିରେ ମୁତୟନ ହେବେ ଟେରିଟୋରିଆଲ ଆର୍ମି ମହିଳା ଅଧିକାରୀ: ପ୍ରତିରକ୍ଷା ମନ୍ତ୍ରଣାଳୟ ମଞ୍ଜୁରୀ…

ନୂଆଦିଲ୍ଲୀ,୭।୫ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟେରିଟୋରିଆଲ ଆର୍ମିର ମହିଳା ଅଧିକାରୀଙ୍କୁ ଟେରିଟୋରିଆଲ ଆର୍ମି(ଟିଏ)ର ଇଞ୍ଜିନିୟର ରେଜିମେଣ୍ଟ ସହିତ ଭାରତ ପାକିସ୍ତାନର ଏଲଓସି ଗ୍ରୁପ ହେଡକ୍ୱାର୍ଟରରେ…

ସୁଦାନରୁ ଫେରିଥିବା ହକ୍କି-ପିକ୍କି ଜନଜାତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକର ଶିବାମୋଗାରେ ହକ୍କି-ପିକ୍କି ଜନଜାତିର ସଦସ୍ୟଙ୍କୁ ଭେଟିଛନ୍ତି। ଏହି ଲୋକମାନଙ୍କୁ ‘ଅପରେଶନ କାବେରୀ’ ଅଧୀନରେ ସୁରକ୍ଷିତ ଭାବେ ସୁଦାନରୁ ଅଣାଯାଇଥିଲା।…

ଜେରେମିଙ୍କୁ ମିଳିଲା ରୌପ୍ୟ

ଜିଞ୍ଜୁ(କୋରିଆ),୭ା୫: କୋରିଆର ଜିଞ୍ଜୁରେ ହୋଇଥିବା ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଭାରତର ଜେରେମି ଲାଲରିନ୍ନୁଙ୍ଗାଙ୍କୁ ରୌପ୍ୟ ପଦକ ମିଳିଛି। ସେ ସ୍ନାଚ୍‌ରେ ରୌପ୍ୟ ପଦକ ହାସଲ କରିଥିଲେ ସୁଦ୍ଧା…

ଛୁଟି ନ ନେଇ ୨୭ ବର୍ଷ କରିଥିଲେ କାମ , ଅବସରବେଳେ କମ୍ପାନୀ ଦେଲା ଏତିକି କୋଟି

ଚାକିରି ପ୍ରତି ଆପଣ ଅନେକ ଲୋକଙ୍କର ଉତ୍ସର୍ଗୀକୃତ ନିଶ୍ଚୟ ଦେଖିଥିବେ, କିନ୍ତୁ ଆମେ କହିବାକୁ ଯାଉଥିବା ବ୍ୟକ୍ତିଙ୍କ ବିଷୟରେ ଯାହାକୁ ଏଭଳି କ୍ୱଚିତ୍‌ ଦେଖିଥିବେ। ବାସ୍ତବରେ, ଆମେ…

ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।…

ଚାଇନାଠାରୁ ଗାଇଡେଡ ମିଜାଇଲ ବିଧ୍ୱଂସକ କିଣିବ ସୌଦି: ଆମେରିକାର ବଢ଼ିଲା ଚିନ୍ତା…

ବେଜିଂ,୭।୫ : ମଧ୍ୟ ପୂର୍ବର ସବୁଠାରୁ ଧନୀ ଦେଶ ସୌଦି ଆରବ ନିଜ ବନ୍ଧୁ ଚାଇନା ଠାରୁ ୧୨ ଟାଇପ ୦୫୨-ଡି ଗାଇଡେଡ ମିଜାଇଲ ବିଧ୍ୱଂସକ କିଣିବାକୁ…

ଯାତ୍ରୀବାହୀ ପିକ୍‌ଅନ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍‌: ୮ ମୃତ, ୧୫ ଆହତ

ଲକ୍ଷ୍ନୌ,୭।୫: ଉତ୍ତରପ୍ରଦେଶର ମୋରାଦାବାଦର ଦଳପଟପୁର-କାଶୀପୁର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ପିକ୍‌ଅନ ଭ୍ୟାନକୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଏକ…

ଓଡ଼ିଶାରେ ଶାସନ ବ୍ୟବସ୍ଥା ନାହିଁ: ଧର୍ମେନ୍ଦ୍ର

ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ…