ବକ୍ସାଇଟ୍‌ ଉତ୍ତୋଳନରେ ଓଡ଼ିଶାର ଅବଦାନ ୭୩%

ନୂଆଦିଲ୍ଲୀ, ୭।୫: ୨୦୨୧-୨୨ ଆର୍ଥତ୍କ ବର୍ଷରେ ଭାରତରେ ବକ୍ସାଇଟ୍‌ ଉତ୍ପାଦନ ୧୦.୩୭ ପ୍ରତିଶତ ବୃ୍‌ଦ୍ଧି ପାଇ ୨୨.୪୯ ନିୟୁତ ଟନ୍‌ରେ ପହଞ୍ଚତ୍ଛି। ସେଥିରେ ଓଡ଼ିଶାର ଅବଦାନ ୭୩.୧୩…

ଗଛ ବି ବଦଳାଇ ଦେବ ଭାଗ୍ୟ

ଘରେ ଶାନ୍ତି ଓ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥାନ୍ତି। ହେଲେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି…

ଭାଜପା ଡବଲ ଇଞ୍ଜିନ ନୁହେଁ , ଟ୍ରବଲ ଇଞ୍ଜିନ ସରକାର: କଂଗ୍ରେସ

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପା ବିରୋଧରେ ଜୋରଦାର ବିଜ୍ଞାପନ ଅଭିଯାନ ଜାରି ରଖିଛି। ଶନିବାର ନିର୍ବାଚନ ଆୟୋଗଙ୍କ ଠାରୁ କଂଗ୍ରେସ ନୋଟିସ ପାଇଥିଲେ ମଧ୍ୟ…

ହସ ବଇଦ

ନବରସ ମଧ୍ୟରୁ ହାସ୍ୟ ରସ ଅନ୍ୟତମ l ତେଣୁ ନିରସ ବିରସ ମନକୁ ହସ ରସରେ ସରସ କରିବାପାଇଁ, ହାସ୍ୟ ଲେଖକ ଓ କଳାକାରମାନଙ୍କର ଗୁରୁତ୍ୱ ସବୁବେଳେ…

ରୁଷିଆ ଉପରେ ୧୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ

କିଭ୍‌,୭ା୫: ୟୁକ୍ରେନ କ୍ରିମିଆ ଉପଦ୍ୱୀପ ଉପରେ ରାତିସାରା ୧୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଥିଲା। ସେବାଷ୍ଟୋପୋଲ ବନ୍ଦରରେ ଲଞ୍ଚ ହୋଇଥିବା ୩ଟି ଡ୍ରୋନ୍‌ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ।…

‘ଉଦ୍ଧବ ଠାକରେ ସାପକୁ କ୍ଷୀର ପିଆଇଲେ’, ଭାଜପା ନେତା କହିଲେଏନସିପିରେ ସାମିଲ ହେବେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୭।୫: ଭାଜପା ବିଧାୟକ ନିତେଶ ରାଣାଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ସେ ଦାବି କରିଛନ୍ତି କି ୧୦ ଜୁନ ପୂର୍ବରୁ ସଞ୍ଜୟ ରାଉତ ଏନସିପିରେ…

ମଣିପୁରରେ ରାଷ୍ଟ୍ରପତି ଶାସନ ଲଗାଇବାକୁ ଶଶୀ ଥରୁର୍‌ଙ୍କ ଦାବି

ଇମ୍ଫାଲ, ୭।୫: ମଣିପୁରରେ ହିଂସା ଜାରି ରହିଥିବାବେଳେ କଂଗ୍ରେସ ନେତା ଶଶୀ ଥରୁର୍‌ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଦାବି କରିଛନ୍ତି। ଥରୁର୍‌ କହିଛନ୍ତି, ମଣିପୁର…

କିଙ୍ଗ ଚାର୍ଲସ ତୃତୀୟଙ୍କ କରୋନେଶନ କନସର୍ଟରେ ସାମିଲ ହେବେ ନାହିଁ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୭।୫: ବ୍ରିଟେନର ରାଜା କିଙ୍ଗସ ଚାର୍ଲସ ତୃତୀୟଙ୍କ ରାଜ୍ୟାଭିଷେକ ଶେଷ ହୋଇଛି। ତାଙ୍କ ରାଜ୍ୟାଭିଷେକ ସମାରୋହରେ ପ୍ରାୟ ୨,୨୦୦ ଅତିଥି ସାମିଲ ହୋଇଥିଲେ। ହେଲେ ଏହି ଆୟୋଜନର…

କଙ୍ଗୋ ବନ୍ୟାରେ ୧୭୫ରୁ ଅଧିକ ମୃତ, ଅନେକେ ନିଖୋଜ, ସ୍କୁଲ-ହସ୍ପିଟାଲ ସବୁ ବନ୍ଦ

ବ୍ରଜାଭିଲେ,୭।୫: ଆଫ୍ରିକା ଦେଶ କଙ୍ଗୋରେ ପ୍ରକୃତି ଦାଉ ସାଧିଛି। ସୂଚନାଯୋଗ୍ୟ, ଗତ ପ୍ରାୟ ୨ ଦିନ ହେବ ଲଗାଣ ବର୍ଷା ଓ ଭୂସ୍ଖଳନ ଫଳରେ ଏଠାରେ ବନ୍ୟା…

ଟେକ୍ସାସ ଶପିଂ ମଲରେ ଗୁଳିକାଣ୍ଡ, ଅତିକମରେ ୯ ମୃତ

ଓ୍ବାଶିଂଟନ,୭।୫: ଆମେରିକାରେ ଲଗାତାର ଭାବେ ଗୁଳିକାଣ୍ଡ ଘଟଣା ବଢିବାରେ ଲାଗିଛି। ସଦ୍ୟତମ ଘଟଣା ଘଟିଛି ଟେକ୍ସାସରେ। ମିଡିଆ ରିପୋର୍ଟ ଅନୁଯାୟୀ, ଟେକ୍ସାସର ଏକ ଶପିଂ ମଲରେ ଗୁଳିକାଣ୍ଡ…