ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…
ପାଟଣା,୧୪ା୩(ସ୍ବ.ପ୍ର.): ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟ ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଓ କଳା ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ…
ଖଇରା,୧୪।୩(ଡି.ଏନ.ଏ.):ବାଲେଶ୍ୱରରୁ କେନ୍ଦୁଝରକୁ ସଂଯୋଗ କରୁଥିବା ପଦୁନା-ତାଳକୁରୁଆ, ଦୋମୁହାଁଣି ଆର୍ଡି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଗତ ୧ବର୍ଷ ଧରି ବିଭିନ୍ନ ଗ୍ରାମର ଅଧିବାସୀ ଜିଲାପାଳ,…
ଜୟପୁର,୧୪।୩:କରଣୀ ସେନାର ପ୍ରତିଷ୍ଠାତା ଲୋକେନ୍ଦ୍ର ସିଂ କଲଭିଙ୍କ ହୃଦଘାତରେ ଦେହାନ୍ତ ହୋଇଛି। ଜୟପୁର ସ୍ଥିତ ଏସଏମଏସ ହସ୍ପିଟାଲର ଡାକ୍ତରମାନେ ଏହା ନିଶ୍ଚିତ କରିଛନ୍ତି। ତାଙ୍କର ମୃତଦେହ ଶେଷ…
ରାଜନଗର, ୧୪/୩(ଡି.ଏନ.ଏ.):କଇଁଛ ଅନ୍ତୁଡିଶାଳା ଗହୀରମଥାରେ ଏବେ ମା’ ଅଲିଭ୍ରିଡ୍ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଛି। ଲକ୍ଷାଧିକ ମା’ କଇଁଛ ଗହୀରମଥାର ବିଭିନ୍ନ ଦ୍ୱୀପ ଓ ବିସ୍ତୀର୍ଣ୍ଣ ବେଳାଭୂମିରେ…
ଢେଙ୍କାନାଳ ଅଫିସ,୧୪ା୩:ସ୍ବାର୍ଥ ହାସଲ ପରେ ପର କରିଦେଇଛି ମାଲିକ। ଛାଡ଼ିଦେଇ ପଳାଇଛି ନିଜ ପାଳିତ ଓଟକୁ। ହେଲେ ମାଲିକଙ୍କ ସ୍ବାର୍ଥସର୍ବସ୍ବ ମନୋଭାବକୁ ବୁଝିପାରୁନି ଏହି ପାଳିତ ପ୍ରାଣୀ।…
ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜିି, ୧୪ା୩(ଡି.ଏନ୍.ଏ.):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ମୁସ୍କାନ ଇଣ୍ଟରନ୍ୟାଶନାଲ ସ୍କୁଲରେ ଓଡିଶାର ପ୍ରଥମ ଗ୍ରାମୀଣ ସ୍ପେସ୍ ଏଡୁକେଶନ୍ ଲ୍ୟାବ ଖୋଲାଯିବ। ଏନେଇ ସୋମବାର ବ୍ୟୋମିକା ସ୍ପେସ୍…
ଭୁବନେଶ୍ୱର,୧୪ା୩(ବ୍ୟୁରୋ):ସୋମବାର ବିଧାନସଭା ପ୍ରଶ୍ନକାଳରେ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ଅର୍ଥମନ୍ତ୍ରୀଙ୍କ ଉତ୍ତରରେ ପ୍ରଶ୍ନକର୍ତ୍ତାଙ୍କ ସମେତ ବିଧାନସଭାର ଅନ୍ୟ ସଦସ୍ୟମାନେ ବୋର ହୋଇ ଯାଇଥିଲେ। କଂଗ୍ରେସ ବିଧାୟକ…
ଭୁବନେଶ୍ୱର,୧୪ା୩(ବ୍ୟୁରୋ):ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ ସୁଦ୍ଧା ମୁଣ୍ଡପିଛା ଋଣଭାର ୨୨,୦୪୨ ଟଙ୍କା ରହିଥିବା ବେଳେ ମୁଣ୍ଡପିଛା ଆୟ ରହିଛି ୧ ଲକ୍ଷ ୨୮ ହଜାର ୮୭୩ ଟଙ୍କା।…
ଭୁବନେଶ୍ୱର,୧୪ା୩(ବ୍ୟୁରୋ):ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ରହସ୍ୟ ହୋଇ ରହିଛି। ସେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ ହତ୍ୟା କରାଯାଇଛି ତାହା ଏବେ…