ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ…

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ। ଡିସେମ୍ବର…

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ମହମ୍ମଦ…

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର ସରକାର…

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି।…

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ ଦୃଢ଼…

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ ହାସଲ…

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ "Quiet Quitting" ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ ଦାୟିତ୍ୱ…

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ ଭାବେ…

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଆଲୋଚନା…