ଟିପିସିଓଡିଏଲ୍‌ ପକ୍ଷରୁ ଲାଇନମ୍ୟାନ୍‌ ଦିବସ

ଭୁବନେଶ୍ୱର,୧୧ା୩: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ଲାଇନମ୍ୟାନ୍‌ ଦିବସ ପାଳିତ ହୋଇଯାଇଛି। ବିଶେଷକରି ଲାଇନମ୍ୟାନ୍‌ମାନଙ୍କ ଗୁରୁତ୍ୱ ଏବଂ ସେମାନଙ୍କ କଠିନ ପରିଶ୍ରମକୁ…

ଧାର୍ଯ୍ୟଲକ୍ଷ୍ୟ ପୂରଣରେ ବ୍ୟାଙ୍କଗୁଡ଼ିକର ଉତ୍ତମ ପ୍ରଦର୍ଶନ

ଭୁବନେଶ୍ୱର,୧୧ା୩: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁ କ୍ଷେତ୍ରକୁ ଋଣ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ମ୍ୟୁଜିୟମ ଅଫ୍‌ ଜଷ୍ଟିସ୍‌

କଟକ ଅଫିସ,୧୧ା୩: କଟକ ବାରବାଟୀ ଦୁର୍ଗ ପରିସରସ୍ଥ ମ୍ୟୁଜିୟମ୍‌ ଅଫ୍‌ ଜଷ୍ଟିସ୍‌କୁ ସର୍ବସାଧାରଣଙ୍କ ଲାଗି ଶୁକ୍ରବାରଠାରୁ ଖୋଲାଯାଇଛି। ଏହି ନ୍ୟାୟିକ ସଂଗ୍ରହାଳୟ ସପ୍ତାହରେ ସୋମବାର ବ୍ୟତୀତ ଅନ୍ୟ…

ବିରୋଧୀଙ୍କ ସ୍ବର ଚାପିଦେବାକୁ ଚେଷ୍ଟା ଚଳାଇଛି ବିଜେଡି: ଜୁଏଲ

ଭୁବନେଶ୍ବର, ୧୧ା୩(ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଯୁବମୋର୍ଚ୍ଚା ଆରମ୍ଭ କରିଥିବା ସଂଗ୍ରାମ ପ୍ରତି ରାଜ୍ୟବାସୀଙ୍କ ପୂର୍ଣ୍ଣ ସମର୍ଥନ ରହିଛି। ବିରୋଧୀଙ୍କୁ ଦମନ କରିବାର ଶାସକ ବିଜେଡିର…

ବୋମାଇ କର୍ନାଟକ ଭାଜପା ପ୍ରଚାର କମିଟି ଅଧ୍ୟକ୍ଷ

ନୂଆଦିଲ୍ଲୀ, ୧୧ା୩(ପି.ଟି.): ଚଳିତ ବର୍ଷ ଶେଷ ଭାଗରେ କର୍ନାଟକ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କୁ ଭାଜପା ପ୍ରଚାର କମିଟି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି।…

କୋରାପୁଟ ସହରରେ କୋଟିଆ ଷ୍ଟ୍ରବେରି

କୋରାପୁଟ,୧୧ା୩(ସ୍ବ.ପ୍ର.): ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ ଉତ୍ପାଦିତ କୋଟିଆ ଷ୍ଟ୍ରବେରି ଏବେ କୋରାପୁଟ ସହରରେ ବିକ୍ରି ହେଉଥିବା ଦେଖିବାକୁ ମିଳିଛି । ଶୁକ୍ରବାର ସହରର କଳାନିକେତନ ଛକ ନିକଟରେ…

ନାଗାଲାଣ୍ଡ ବିଧାନସଭା ବିରୋଧୀ ଶୂନ୍ୟ

ଗୁଆହାଟୀ, ୧୧ା୩: ନାଗାଲାଣ୍ଡ ବିଧାନସଭା ଦ୍ୱିତୀୟ ଥର ପାଇଁ ବିରୋଧୀ ଦଳ ଶୂନ୍ୟ ହୋଇଛି। ଶରଦ ପାଓ୍ବାରଙ୍କ ଏନ୍‌ସିପି ସମେତ ରାଜ୍ୟର ସମସ୍ତ ରାଜନୈତିକ ଦଳ ମୁଖ୍ୟମନ୍ତ୍ରୀ…

ଡାକଘରେ ୨୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ

ରାୟଗଡ଼ା,୧୧ା୩(ସ୍ବ.ପ୍ର.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ କୁମ୍ଭାରଢ଼ାମୁଣିସ୍ଥିତ ଡାକଘରେ ୨୫ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱର ଠକେଇ ହୋଇଥିବା ଜିଲାପାଳଙ୍କ ନିକଟରେ ଜମା ଖାତାଧାରୀମାନେ ଅଭିଯୋଗ କରିଛନ୍ତି। ଜିଲାପାଳଙ୍କ…

ଜୈବିକ ପଦ୍ଧତିରେ ଆଦିବାସୀଙ୍କ ଫୁଲକୋବି ଚାଷ

ସୁନ୍ଦରଗଡ଼, ୧୧।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲାର ଆଦିବାସୀ ବର୍ଗର ଚାଷୀମାନଙ୍କ ଜୀବିକାକୁ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ପ୍ରକାରର ପନିପରିବା ଚାଷକୁ ପ୍ରୋତ୍ସାହନ ଦିଆଯାଉଛି। ସେଥିମଧ୍ୟରେ ଫୁଲ କୋବି…

ଆମେରିକା ଜାହାଜରେ ଅଜଣା ରୋଗ: ୩୦୦ ଆକ୍ରାନ୍ତ

ଓ୍ବାଶିଂଟନ, ୧୧ା୩: ଆମେରିକାର ରୁବି ପ୍ରିନ୍ସେସ୍‌ କ୍ରୁଜ୍‌ ଜାହାଜରେ ଅଜଣା ରୋଗରେ ୩୦୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଓ ଜାହାଜ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଫେବୃୟାରୀ ୨୬ରୁ ମାର୍ଚ୍ଚ…