ଧାରଣାସ୍ଥଳରେ କୁସ୍ତିଯୋଦ୍ଧାଙ୍କୁ ମିଳିଲା ସୁରକ୍ଷା

ନୂଆଦିଲ୍ଲୀ,୧ା୫: ଭାରତୀୟ କୁସ୍ତି ମହାସଂଘ (ଆଇଡବ୍ଲ୍ୟୁଏଫ୍‌) ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବିରେ ନୂଆଦିଲ୍ଲୀର…

ବ୍ୟାସନଗର ତହସିଲରେ ପୌର ପରିଷଦର ଗାଡ଼ି ପାର୍କିଂ

ଯାଜପୁର ରୋଡ୍‌,୧ା୫(ଡି.ଏନ.ଏ.): ବ୍ୟାସନଗର ତହସିଲ କାର୍ଯ୍ୟାଳୟ ପରିସର ପାଲଟିଛି ପୌର ପରିଷଦର ଗାଡ଼ି ପାର୍କିଂ ସ୍ଥଳ। ଦୀର୍ଘଦିନ ଧରି ବେଆଇନ ଭାବେ ପୌର ପରିଷଦର ବିଭିନ୍ନ ଯାନବାହନ…

ଅନିଶ୍ଚିତତା ମଧ୍ୟରେ ଅଣସଂଗଠିତ ଶ୍ରମିକଙ୍କ ଭାଗ୍ୟ

ପାରାଦୀପ,୧।୫(ସ୍ବ.ପ୍ର.): ଭାରତ ସମେତ ସମଗ୍ର ବିଶ୍ୱରେ ସୋମବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ ହେବ। ଏହିକ୍ରମରେ ଓଡ଼ିଶାର ପ୍ରମୁଖ ବନ୍ଦରଭିତ୍ତିକ ପାରାଦୀପ ଶିଳ୍ପାଞ୍ଚଳରେ ମଧ୍ୟ ଏକାଧିକ ଶ୍ରମିକ…

ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବେନି ବୀମା କମ୍ପାନୀ…

ନୂଆଦିଲ୍ଲୀ,୧।୫ : ବୀମା କମ୍ପାନୀଗୁଡିକର କର୍ମଚାରୀମାନେ ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବାକୁ ସମର୍ଥ ହେବେ ନାହିଁ। ବୀମା ନିୟାମକ ଇରଦାଇ କହିଛନ୍ତି ଯେ ବୀମା…

ମେଡିକାଲରେ ମୃତ ଘୋଷିତ ଶିଶୁ ଘରେ ଜିଇଉଠିଲା

ଢେଙ୍କାନାଳ ଅଫିସ,୧।୫: ଡାକ୍ତରଖାନାରେ ମୃତ ଘୋଷିତ ନବଜାତକ ଘରେ ଜିଇଉଠିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପୌରାଞ୍ଚଳରେ। ବଞ୍ଚତ୍ଥିବା ଶିଶୁକୁ ମୃତ ଘୋଷଣା କରିବା…

ରବିଧାନ ସଂଗ୍ରହ ଠିକ୍‌ ଭାବେ କର

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଆସନ୍ତା ମେ’ ୬ରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡିଗୁଡ଼ିକରୁ…

ଅଭ୍ୟାସଗତ ମଦ୍ୟପ ପୋଲିସକୁ ସେୱଚ୍ଛାକୃତ ଅବସର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଗୁଆହାଟୀ,୧।୫ : ଆସାମ ସରକାର ବର୍ତ୍ତମାନ ମଦ୍ୟପ ପୋଲିସ ପାଇଁ ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ଅଭ୍ୟାସଗତ ମଦ୍ୟପ ପୋଲିସ କର୍ମଚାରୀ ଏବଂ…

ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦାମ ଶସ୍ତା ହେଲା…

ନୂଆଦିଲ୍ଲୀ,୧।୫ : ମେ’ ୧ରେ ଶ୍ରମିକ ଦିବସରେ ସରକାର ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ଫଳରେ ଅନେକ ସହରରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବଦଳି ଯାଇଛି।…

ଚିକିତ୍ସାରେ ଅବହେଳାରୁ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୟାଗଡ଼ ବ୍ଳକ ଜୟପୁର ଗାଁର ମଞ୍ଜୁ ମହାରଣା(୬୦) ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ରବିବାର…

ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି।…