ପାଣି ଚିନ୍ତା: ୭ ଦିନ ମଧ୍ୟରେ ବୈଠକ ଡାକିବାକୁ ନିର୍ଦ୍ଦେଶ

ଜଳେଶ୍ୱର,୧୨ା୩(ଡି.ଏନ.ଏ.): ଜଳେଶ୍ୱର ପଞ୍ଚାୟତ ସମିତିର ୩ୟ ବୈଠକ ଶୁକ୍ରବାର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ମାନସ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…

ମୋଦି-ଆଲବାନିସ୍‌ ଆଲୋଚନା: ଉଠିଲା ମନ୍ଦିର ଆକ୍ରମଣ ପ୍ରସଙ୍ଗ

ନୂଆଦିଲ୍ଲୀ, ୧୧ା୩: ଭାରତ ଗସ୍ତରେ ଥିବା ଅଷ୍ଟେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଏହି…

ଜଳକ୍ଳିଷ୍ଟ ଅଞ୍ଚଳରେ ଜଳ ଯୋଗାଣ ନିର୍ଦ୍ଦେଶ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): ଗ୍ରୀଷ୍ମ ପ୍ରବାହର ମୁକାବିଲା ନିମନ୍ତେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକ୍‌ରେ ଗ୍ରୀଷ୍ମ ପ୍ରବାହର…

ପୋତିଦେଲେ ଡ୍ରେନ୍‌, ଉପୁଜିପାରେ ଜଳବନ୍ଦୀ ସମସ୍ୟା

ଭୁବନେଶ୍ୱର,୧୧।୩ (ବ୍ୟୁରୋ): ଭାରତରେ ଜି-୨୦ ସମ୍ମିଳନୀ ଅବସରରେ ବିଦେଶୀ ପ୍ରତିନିଧି ଦଳ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ବରମୁଣ୍ଡାରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆଗେଇ…

ପୁଣି ଝୁଲି ରହିଲା ନିର୍ବାଚନ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘର ନିର୍ବାଚନକୁ ନେଇ ବିବାଦ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୨୦୨୨ ଅଗଷ୍ଟ ୯ରୁ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ପୁରି…

ଧ୍ରୁବ ହେଲିକପ୍ଟର ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୧ ।୩: ଦୁଇ ଦିନ ପୂର୍ବରୁ ମୁମ୍ବାଇ ସମୁଦ୍ର କୂଳରେ ଦୁର୍ଘଟଣା ହେବା ପରେ ଭାରତୀୟ ସେନା ଧ୍ରୁବ ହେଲିକପ୍ଟରର ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ।…

ପ୍ରତିଶ୍ରୁତି ଦେଇ ଭୁଲିଗଲା ବିଏମ୍‌ସି

ଭୁବନେଶ୍ୱର, ୧୧।୩ (ବ୍ୟୁରୋ): ପ୍ରତି ଓ୍ବାର୍ଡରେ ଆମିଷ ମାର୍କେଟ ନିର୍ମାଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରତିଶ୍ରୁତି ଦେଇଥିଲା। ୨ବର୍ଷ ମଧ୍ୟରେ ନିର୍ମାଣ କରାଯିବାକୁ ଲକ୍ଷ୍ୟ…

ଦର୍ଶକଙ୍କ ମନ ମୋହିଲା ସୌରିନ, ଶୁଭାଶିଷଙ୍କ ସଙ୍ଗୀତ

ଖଇରା, ୧୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁଣ୍ଢିରାଠାରେ ଗୁରୁବାର ସନ୍ଧ୍ୟାରେ ବାରପଡ଼ା ସୁଣ୍ଢିରା ଦୋଳ ମହୋତ୍ସବ ନୃତ୍ୟଗୀତର ତାଳେ ତାଳେ ଉଦ୍‌ଘାଟିତ ହୋଇଯାଇଛି ା…

ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ ଉଠାଇଲେ ଗ୍ରାମବାସୀ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ ଅନୁଦାନରେ ଗ୍ରାମ୍ୟ ଉନ୍ନୟନ ବିଭାଜନ-୧ ପକ୍ଷରୁ ଟିକରପଡ଼ାଠାରୁ କୁଡ଼ିଆଘର ପର୍ଯ୍ୟନ୍ତ ଦୀର୍ଘ ୯ କିଲୋମିଟର ରାସ୍ତା କାମ ନିର୍ମାଣ ଚାଲିଛି।…

ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ

ବୈଶିଙ୍ଗା,୧୧ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ରଘୁପୁର ପଞ୍ଚାୟତର ଖୁଣ୍ଟାପୁର ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ମରାମତି କାର୍ଯ୍ୟ ତୁରନ୍ତ କରା ନ…