ପୌର ଅଧ୍ୟକ୍ଷାଙ୍କ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଚୋରି

ଆନନ୍ଦପୁର,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦର କିଛି ଗୁରୁତ୍ୱପୁର୍ଣ୍ଣ ଉନ୍ନୟନ କାର୍ଯ୍ୟର ଫାଇଲ୍‌ ଅଧ୍ୟକ୍ଷାଙ୍କ ଟେବୁଲରୁ ଚୋରି ହୋଇଯାଇଛି। ଏନେଇ ପୌର ଅଧିକାରୀ ଅଶୋକ କୁମାର…

ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା

ଭୁବନେଶ୍ୱର,୩।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା ଲାଗିଛି। ଅଭିଯୁକ୍ତ ଗୋପାଳ ଦାସଙ୍କ ମାନସିକ ସ୍ଥିତିର ପୁନଃଯାଞ୍ଚ ପାଇଁ କ୍ରାଇମବ୍ରାଞ୍ଚ…

ପଳାତକ ମାଲ୍ୟାଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା

ନୂଆଦିଲ୍ଲୀ,୩।୩: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କର ଆବେଦନକୁ ଖାରଜ କରିଦେଇଛନ୍ତି। ୨୦୧୮ରେ ଦାଖଲ ହୋଇଥିବା ଏହି ଆବେଦନରେ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମହିଳାଙ୍କଠାରୁ…

କରୁଥିଲେ ଆଇରନ୍‌ ପିଲେଟ୍ ଚୋରା ଚାଲାଣ: ଧରାପଡିିଲେ ୩ ଅଭିଯୁକ୍ତ

ବଡ଼ବିଲ,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ବଲାଣି-ବଡ଼ବିଲ ମୁଖ୍ୟ ରାସ୍ତାଦେଇ ଆଇରନ୍‌ ପିଲେଟ୍ ଚୋରା ଚାଲାଣ ବେଳେ ବଡ଼ବିଲ ପୋଲିସ ଧରିବାରେ ସଫଳ ହୋଇଛି। ପୋଲିସ…

ପୁଣିଥରେ ସୋନାକ୍ଷୀଙ୍କ ସହ ରୋମାନ୍ସ କରିବେ ଅକ୍ଷୟ

ମୁମ୍ବାଇ: ବଲିଉଡ ମୁଭିର ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ମୁଭି ‘ସେଲଫି’ ନିକଟରେ ରିଲିଜ୍ ହୋଇଥିଲା । ହେଲେ ଏହି ମୁଭିକୁ ଦର୍ଶକେ ଏତେ ପସନ୍ଦ କରି…

ଅମିତ ଶାହାଙ୍କ କଟାକ୍ଷ, ଦୂରବୀକ୍ଷଣରୁ ବି ଦେଖାଯିବନି କଂଗ୍ରେସ

ବାଙ୍ଗାଲୋର,୩।୩: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କର୍ନାଟକର ବିଦରଠାରେ ଏକ ସାଧାରଣ ସଭା କରିବା ବେଳେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ତ୍ରିପୁରା, ନାଗାଲାଣ୍ଡ ଏବଂ ମେଘାଳୟରେ…

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ପିଣ୍ଟୁ

ପୁରୀ ଅଫିସ,୩।୩: ପଞ୍ଚଭୂତରେ ବିଲୀନ ହେଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ଭାଇ ଅଭିରାମଙ୍କ ପୁଅ ସାଇ …

କଫ୍‌ ସିରପ୍‌ ମୃତ୍ୟୁ ମାମଲା: ଫାର୍ମା କମ୍ପାନୀର ୩ଅଧିକାରୀ ଗିରଫ

ନୋଏଡା,୩।୩: ଉଜ୍‌ବେକିସ୍ତାନରେ କଫ୍‌ ସିରପ୍‌ ପିଇ ହୋଇଥିବା ମୃତ୍ୟୁ ଘଟଣାରେ ନୋଏଡା ସ୍ଥିତ ଏକ ଫାର୍ମା କମ୍ପାନୀର ୩ ଅଧିକାରୀଙ୍କୁ ପୋଲିସ ଗିରଫ କରିଛି। ଉଜବେକିସ୍ତାନ ଡିସେମ୍ବରରେ…

ପାଟଣା, ତୁରୁମୁଙ୍ଗା ଥାନାରେ ଏତଲା ଦେଲା ଭାଜପା

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ପକ୍ଷରୁ ଭୁବନେଶ୍ୱରରେ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ଆକ୍ରମଣ ପ୍ରତିବାଦରେ ଶୁକ୍ରବାର ପାଟଣା ଓ ତୁରୁମୁଙ୍ଗା ଥାନାରେ ଏତଲା ଦିଆଯାଇଛି।…