ପ୍ରହସନ ପାଲଟିଛି ମାଣ୍ଡିଆ ମଣ୍ଡି

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.)୨।୩: ସରକାର ମିଲଟ ମିଶନ ଯୋଜନାରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦେଉଛନ୍ତି । ମାଣ୍ଡିଆ ଚାଷକୁ ବୃଦ୍ଧି କରିବା ପାଇଁ ସରକାର ଉନ୍ନତ ମାନର ବିହନ…

ବିଭୁ ହୋତା ପାଇଲେ କିଶୋରୀଚରଣ ପୁରସ୍କାର

କଟକ ଅଫିସ, ୨ା୩: କଥାକାର କିଶୋରୀଚରଣ ଦାସଙ୍କ ୯୯ତମ ଜୟନ୍ତୀ ଉତ୍ସବ କଟକ ଶ୍ରୀରାମଚନ୍ଦ୍ର ଭବନରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। କିଶୋରୀଚରଣ ସ୍ମୃତି ସଂସଦ ଆନୁକୂଲ୍ୟରେ ଆୟୋଜିତ…

ରେଭେନ୍‌ଶା କ୍ୟାମ୍ପସରେ ଯୁବତୀଯୁବକଙ୍କ ଅସଂଯତ ଭିଡିଓ ଭାଇରାଲ

କଟକ ଅଫିସ,୨ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅସଂଯତ ଅବସ୍ଥାରେ ଯୁବତୀଯୁବକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ…

ଠିକାସଂସ୍ଥା ନାମରେ ଫୌଜଦାରି ମାମଲା ରୁଜୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ତାଳଚେର ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥା କୁନାଳ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ…

ବନ୍ଦ ହେଲା ଖଣ୍ଡୋଲାଇଟ୍‌ ଖଣି

ଚଣ୍ଡିଖୋଲ,୨ା୩(ଡି.ଏନ୍‌.ଏ.): ଖ୍ରୀ.ପୂ. ୨ୟ ଶତାବ୍ଦୀର ପାରାଭାଡ଼ି ବୌଦ୍ଧସ୍ତୁପ ଅଞ୍ଚଳରେ ଓଡ଼ିଶା ମାଇନିଂ କର୍ପୋରେଶନ୍‌(ଓଏମ୍‌ସି) ଖଣ୍ଡୋଲାଇଟ୍‌ ଖଣି ଖନନ କରିବା ଦ୍ୱାରା ଐତିହାସିକ ପାରାଭାଡ଼ି ପାହାଡ଼ ନଷ୍ଟ ହୋଇଗଲା।…

ଶିକ୍ଷାରେ ସୃଜନଶୀଳତାକୁ ଗୁରୁତ୍ୱ

ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଗରିବ ଓ୍ବାର୍କର୍ସ କଲୋନିରୁ ଆମେରିକା ପର୍ଯ୍ୟନ୍ତ ଯାତ୍ରା ବେଶ୍‌ ସ୍ମରଣୀୟ। ଦୁର୍ଗାପୁରରୁ ପାଠପଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଅନେକ ବହୁରାଷ୍ଟ୍ରୀୟ କମ୍ପାନୀରେ…

ମୋଦିଙ୍କ କାର୍ଯ୍ୟ ଶୈଳୀ ନେଇ ୭୨ ପ୍ରତିଶତରୁ ଅଧିକ ଲୋକ ଖୁସି…

ନୂଆଦିଲ୍ଲୀ,୨।୩ : ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ତିନୋଟି ରାଜ୍ୟରେ ବିଧାନସଭା ର୍ନିବାଚନ ଗଣନା ଚାଲିଛି। ଏହି ତିନୋଟି ରାଜ୍ୟର ଫଳାଫଳ ଭାଜପା ପାଇଁ…

ପୁରୁଣା ଭର୍ସନ କମ୍ପ୍ୟୁଟର କିଣିବାକୁ ଟେଣ୍ଡର

ଯାଜପୁର ଅଫିସ,୨ା୩: ଶିକ୍ଷାର ଗୁଣାମତ୍କ ମାନ ବୃଦ୍ଧି କରିବା ସହିତ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଓ ମାନସିକ ଶକ୍ତିର ବିକାଶ ନିମନ୍ତେ ସରକାର କମ୍ପ୍ୟୁଟର ମାଧ୍ୟମରେ ଶିକ୍ଷା ପଦ୍ଧତି…

ସୌର ଶୀତଳ କକ୍ଷ ଘୋଷଣାରେ ସୀମିତ

ରସୁଲପୁର,୨ା୩(ଡି.ଏନ.ଏ.): ୨୦୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ପଞ୍ଚାୟତରେ, ଦୈନିକ ପରିବାହାଟ ନିକଟରେ ଓ ପରିବା ପରିବହନ କେନ୍ଦ୍ର ଆଦି ସ୍ଥାନରେ ସୌରଚାଳିତ…

ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମି: ୭ ଦିନରେ ୬, ୨୩, ୬୩୨ କଇଁଛଙ୍କ ଅଣ୍ଡାଦାନ

ଗଞ୍ଜାମ,୨।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେ ସାମୁଦ୍ରିକ କଇଁଛମାନଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ସାତ ଦିନ ମଧ୍ୟରେ…