ସିଭିଲ ସର୍ଭିସ ଡେ’ର ଉଦ୍‌ଯାପନୀ ଦିବସରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: ୧୬ ତମ ସିଭିଲ ସର୍ଭିସ ଡେ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସର ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁଖ୍ୟ ଅତିଥି ଭାବରେ ଯୋଗ…

ରାଜରାସ୍ତାରେ ଗର୍ଜିଲେ ଅମଲା

ଢେଙ୍କାନାଳ ଅଫିସ,୨୧ା୪: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଲେବୁଲ…

ମହୁଲ ଗୋଟାଳିଙ୍କୁ ମିଳୁନି ଉପଯୁକ୍ତ ମୂଲ୍ୟ

ରାୟଗଡ଼ା,୨୧ା୪(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ଗରିବ ଆଦିବାସୀମାନେ ଋତୁକାଳୀନ ପୁଲ ଓ ଫଳକୁ ବିକ୍ରି କରି ନିଜ ପରିବାରର ଗୁଜରାଣ ମେଣ୍ଟାନ୍ତି। ସେମାନେ ଦିନତମାମ କଷ୍ଟ କରି ଏସବୁ…

କର୍ନାଟକ ନିର୍ବାଚନ: ଦେବନହଲ୍ଲୀରେ ଆଜି ରୋଡ ଶୋ’ କରିବେ ଶାହା

ବେଙ୍ଗାଲୁରୁ,୨୧।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଅମିତ ଶାହା ଶୁକ୍ରବାର ଦୁଇ ଦିନିଆ କର୍ନାଟକ ଗସ୍ତରେ ଯିବେ। ଏହି…

ଭାରତୀୟ ରେସ୍ତୋରାଁରେ ଫୋନ କରି ଗ୍ରାହକଙ୍କ ସହ କଥା ହେଲେ, ସେମାନଙ୍କ ପାଇଁ ଟେବୁଲ ବି ବୁକିଂ କଲେ ପ୍ରିନ୍ସ ଓ୍ବିଲିୟମ୍ସ

ବର୍ମିଂହାମ,୨୧।୪: ବ୍ରିଟେନର ପ୍ରିନ୍ସ ଓ୍ବିଲିୟମ୍ସ ଗୁରୁବାର ରାଜକୀୟ ଯାତ୍ରା ସମୟରେ ସେ ଜଣେ ଅଜଣା ଗ୍ରାହକଙ୍କ ସହ ଫୋନରେ କଥା ହୋଇଛନ୍ତି। ଭାକୟା ବର୍ମିହାମର ଏକ ଭାରତୀୟ…

ଅଜଣା ରୋଗ ପରେ କାଳବୈଶାଖୀ ଚିନ୍ତା

ବରଗଡ ଅଫିସ୍‌,୨୧।୪: ବରଗଡ଼ ଜିଲାରେ ଆଉ ୧୫ଦିନ ପରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ମେ ୬ତାରିଖରୁ ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି(ଆରଏମସି)…

ଶହୀଦ ଯବାନ ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଛନ୍ତି। ଏହି ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ…

ଜିଲା ମୁଖ୍ୟ ଚିକିତ୍ସାଳୟ ପାଖରେ ନାହିଁ ଶୌଚାଳୟ

ଦେବଗଡ,୨୧।୪: (ଡି ଏନ ଏ) ଦେବଗଡ ପୌରପାଳିକାର ଜନସଂଖ୍ୟା ବଢିବାରେ ଲାଗିଛି। ସହରର ପରିମଳ ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଇ ବିଭନ୍ନ ସ୍ଥାନରେ ଶୌଚାଳୟ ଏବଂ ଗୋଷ୍ଠୀ…

ଆଜି କୋର୍ଟରେ ହାଜର ହେବେ ଅତିକ୍‌ଙ୍କ ପୁଅ ଉମର

ଲକ୍ଷ୍ନୌ,୨୧।୪: ଗ୍ୟାଙ୍ଗଷ୍ଟର ଅତିକ୍‌ ଅହମ୍ମଦଙ୍କ ପୁଅ ଉମରଙ୍କୁ ଶୁକ୍ରବାର ସିବିଆଇ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ଉମର ବର୍ତ୍ତମାନ ଲକ୍ଷ୍ନୌ ଜେଲରେ ଅଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଗଛ ଭାଙ୍ଗିଲା, ବିଦ୍ୟୁତ୍‌ ସେବା ପ୍ରଭାବିତ

କୁଆଁରମୁଣ୍ଡା,୨୧।୪: (ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ହଠାତ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ବିଦ୍ୟୁତ୍‌ ସେବା…