ପାତ୍ରପଡ଼ାରୁ ଖୋର୍ଦ୍ଧାକୁ ଲମ୍ବିଲା ଗାଡ଼ି ଧାଡ଼ି

ଭୁବନେଶ୍ୱର,୨୮।୨(ବ୍ୟୁରୋ):ଟ୍ରାଫିକ ଜାମ୍‌ ସହରୀ ଜନଜୀବନକୁ ଦହଗଞ୍ଜ କରୁଛି। ରାଜଧାନୀ ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀ, କଟକ ଆଦି ବଡ଼ ବଡ଼ ସହରରେ ଏହି ସମସ୍ୟା ଉତ୍କଟ ହେବାରେ…

୪୭୦ ବିମାନକୁ ପ୍ରାୟ ୭୦ ବିଲିୟନ ଦେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮।୨ : ଟାଟା ଗ୍ରୁପ ଦ୍ୱାରା ପରିଚାଳିତ ଏୟାର ଇଣ୍ଡିଆ ନିକଟରେ ବିଦେଶୀ କମ୍ପାନୀଠାରୁ ୪୭୦ ବିମାନ କିଣିବ ବୋଲି ଅର୍ଡର ଦେଇଥିବା ଜଣାପଡିଛି। ଘରୋଇ ବିମାନ…

ବିବାହ ବନ୍ଧନରେ ଅଭିନେତ୍ରୀ ଲିପ୍‌ସା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଓଡ଼ିଆ ଓ ହିନ୍ଦୀ ସିନେମା ଜଗତର ଅନ୍ୟତମ ଚର୍ଚ୍ଚିତ ଅଭିନେତ୍ରୀ ଲିପ୍‌ସା ମିଶ୍ର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ମେହେନ୍ଦି ଏବଂ ହଳଦୀ କାର୍ଯ୍ୟକ୍ରମ…

ମୋହରିର ସମେତ ଆଉ ୨ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ):ରାଜଧାନୀରେ ଜମି ଠକେଇର ଆଉଏକ ବଡ଼ ରାକେଟ ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ବିଏମ୍‌ସି ଓ ସବ୍‌ରେଜିଷ୍ଟ୍ରାର୍‌ ଅଫିସ୍‌ରେ ହିଁ ପ୍ରସ୍ତୁତ ହେଉଛି ଏହି ଠକେଇର…

କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ

କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତ୍ୟପାଠ…

୭ ଦିନରେ ୧୦.୪୩ ଲକ୍ଷ କୋଟି ହରାଇଛନ୍ତି ନିବେଶକ

ନୂଆଦିଲ୍ଲୀ,୨୮।୨: କ୍ରମାଗତ ୭ ଦିନ ଲାଗି ଭାରତୀୟ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଫଳରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୦.୪୩ ଲକ୍ଷ କୋଟି ଟଙ୍କା…

ବାହାରେ ଅଳିଆ ପକାଇବାରୁ ସିଜ୍‌ ହେଲା ଟ୍ରାକ୍ଟର

ଭୁବନେଶ୍ୱର, ୨୮।୨ (ବ୍ୟୁରୋ):ଯେତେ ସଚେତନ କଲେ ବି ସୁଧୁରୁ ନାହାନ୍ତି ଲୋକେ। ଘରୁ ବାହାରୁଥିବା ଓଦା ଓ ଶୁଖିଲା ବର୍ଜ୍ୟକୁ ପୃଥକ୍‌ ପୃଥକ କରି ବିଏମ୍‌ସି ସଫେଇ…

ବିଳମ୍ବରେ ମହାଦୀପ ଉଠିବା ପ୍ରସଙ୍ଗ: ପକ୍ଷ ରଖିଲେ ସେବାୟତ

ପୁରୁଣା ଭୁବନେଶ୍ୱର,୨୮ା୨(ଡି.ଏନ୍‌.ଏ.):ଚଳିତବର୍ଷ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରାରେ ରାତି ୧୦ଟାରେ ମହାଦୀପ ଉଠିବା ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ୩ଘଣ୍ଟା ୮ମିନିଟ…

ଏମ୍‌ବିବିଏସ୍‌ ପିଜି ସିଟ୍‌ ୨୫୦କୁ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮ା୨:ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି)ର ଏକ ୭ ଜଣିଆ ଟିମ୍‌ ସୋମବାର ପହଞ୍ଚି ପିଜି ସିଟ୍‌ ବୃଦ୍ଧି ନେଇ…

କଶ୍ମୀରରେ ଆତଙ୍କବାଦ ସୃଷ୍ଟି କରୁଥିବା ଖାଲିଦ ରଜାଙ୍କୁ ପାକିସ୍ତାନରେ ଗୁଳି

ଇସଲାମାବାଦ,୨୮ ।୨: ଜମ୍ମୁ-କଶ୍ମୀରରେ ଅଲ-ବଦ୍ର ନାମକ ଆତଙ୍କବାଦୀ ସଙ୍ଗଠନର ପୂର୍ବତନ କମାଣ୍ଡର ଖାଲିଦ ରଜାଙ୍କର ପାକିସ୍ତାନର କରାଚିରେ ମୃତ୍ୟୁ ହୋଇଛି । ପାକିସ୍ତାନି ମିଡିଆର ସୂଚନା ଅନୁଯାୟୀ,…