କୋହଲିଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ କଟିଲା

ବେଙ୍ଗାଲୁରୁ,୧୯।୪(ପି.ଟି.): ଆଇପିଏଲ୍‌ ଫ୍ରାଞ୍ଚାଇଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଖେଳାଳି ବିରାଟ କୋହଲିଙ୍କ ୧୦ ପ୍ରତିଶତ ମ୍ୟାଚ୍‌ ଫି’ କଟାଯାଇଛି। ଆଚରଣବିଧି ଉଲ୍ଲଂଘନ କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି।…

କର୍ନାଟକ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କଲା ଭାଜପା, ମୋଦିଙ୍କ ସମେତ ୪୦ ଜଣଙ୍କ ନାମ ସାମିଲ

ବେଙ୍ଗାଲୁରୁ,୧୯।୪: କର୍ନାଟକ ବିଧାନସଭାର ସମୟ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି। ଏହି…

ଖରାରେ ଜାତୀୟ ରାଜପଥରେ କାମ କରୁଛନ୍ତି ଶ୍ରମିକ

ଚଣ୍ଡିଖୋଲ,୧୯।୪(ଡି.ଏନ.ଏ.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ ନ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି…

ଭେଙ୍କଟରାମ ବୈଷୟିକ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଏକାଡେମୀର ନୂଆ ବୈଷୟିକ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଭି. ଭେଙ୍କଟରାମ। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର କ୍ରିକେଟ ଆଡ୍‌ଭାଇଜରି…

ପିଶାଚ ଭଳି ଦେଖାଯିବାକୁ ସୁନାର ମୁନିଆ ଦାନ୍ତ

ସାକ୍ରାମେଣ୍ଟୋ: ଇଂଲିଶ ଫିଲ୍ମରେ ଦେଖିବାକୁ ମିଳୁଥିବା ପିଶାଚର କନ୍‌ସେପ୍ଟ ବହୁ ପୁରୁଣା। ଯେଉଁଥିରେ କି ପିଶାଚ ବହୁ ବର୍ଷ ବଞ୍ଚିବାକୁ ଅନ୍ୟଙ୍କୁ ମାରି ତାଙ୍କ ରକ୍ତ ପିଇଥାନ୍ତି।…

ମାୟାବତୀଙ୍କ ବଡ ନିଷ୍ପତ୍ତି

ଲକ୍ଷ୍ନୌ,୧୯।୪: ଉତ୍ତର ପ୍ରଦେଶରେ ନଗର ନିଗମ ନିର୍ବାଚନକୁ ନେଇ ରାଜନୀତି ହୋଇଛି ସରଗରମ। ପ୍ରତି ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀଙ୍କ ନାମ ଫାଇନାଲ କରିବା ସହ ପ୍ରଚାର…

କଂଗ୍ରେସର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ବର, ୧୯।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମଙ୍ଗଳବାର କଂଗ୍ରେସ ତା’ର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ୪୦…

ବିଡିଓଙ୍କୁ ନିଲମ୍ବନ ସହ ଗିରଫ ଦାବି

ଜଗତ୍‌ସିଂହପୁର ଅଫିସ, ୧୮ା୪: ଜଗତ୍‌ସିଂହପୁର ବିଡିଓ ସାଗର ନନ୍ଦଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ସଭାମୂଳ ଟିଟିଗଁାର ଦେବେନ୍ଦ୍ର ଦାସ…

ସମଲିଙ୍ଗୀ ବିବାହରେ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳଙ୍କୁ କରାଯାଉ ପକ୍ଷକାର: ସୁପ୍ରିମକୋର୍ଟରେ କେନ୍ଦ୍ରର ଦାବି…

ନୂଆଦିଲ୍ଲୀ,୧୯।୪ : ଦେଶରେ ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ପାଇଁ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚଲ୍‌ର ଶୁଣାଣି କରାଯାଉଛି। ଏହି ସମୟରେ କେନ୍ଦ୍ର…

ଗାଁରେ ‘ଭୂତ ପୂଜା’

କୋଲକାତା: ଦେଶର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥାଏ। ତେବେ ପଶ୍ଚିମବଙ୍ଗରେ ଏପରି ଏକ ପରମ୍ପରା ପାଳନ କରାଯାଏ, ଯାହାକି ଲୋକଙ୍କୁ ଆଶ୍ଚର୍ଯ୍ୟ କରିବ।…