ଜବରଦଖଲକାରୀଙ୍କୁ ପୌର ପ୍ରଶାସନର ନୋଟିସ

କେନ୍ଦୁଝର,୧୯।୪(ସ୍ବ.ପ୍ର.) କେନ୍ଦୁଝର ପୌରାଞ୍ଚଳରେ ଗତ କିଛି ଦିନ ଧରି ପୌରପ୍ରଶାସନ ପକ୍ଷରୁ ସରକାରୀ ଜମି ଜବରଦଖଲ ଚିହ୍ନଟ ନେଇ ନିଆଯାଇଥିବା ପଦକ୍ଷେପ ପରେ ମଙ୍ଗଳବାର ଜବରଦଖଲକାରୀଙ୍କୁ ନୋଟିସ…

ଦଣ୍ଡରେ ଅଶ୍ଳୀଳ ଗୀତ, ନାଚ ବନ୍ଦ ନିଷ୍ପତ୍ତି

ଫୁଲବାଣୀ ଅଫିସ,୧୯।୪: କନ୍ଧମାଳ ଜିଲାରେ ଦଣ୍ଡ ପରମ୍ପରାର ଏକ ସ୍ବତନ୍ତ୍ର ପରିଚୟ ରହିଛି ା ଚଳିତ ବର୍ଷ ଦଣ୍ଡ ପାଳନ ବେଳେ ଅନେକ ସ୍ଥାନରେ ଅଶ୍ଳୀଳ ଗୀତ,…

ଫେରାର ୨ ଭାଇଙ୍କ କୋର୍ଟରେ ଆତ୍ମସମର୍ପଣ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଅଞ୍ଚଳରେ ଜେଲଫେରନ୍ତା ସରୋଜ ତ୍ରିପାଠୀଙ୍କୁ ଗୋଡ଼ାଇ ହାଣିବା ଘଟଣାରେ ଫେରାର ମୁଖ୍ୟ ଅଭିଯୁକ୍ତ ତଥା ଦୁଇଭାଇ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।…

ପ୍ରସ୍ତାବରେ ଅଟକିଛି ଋଷିକୁଲ୍ୟା ଉନ୍ନୟନ କର୍ତ୍ତୃପକ୍ଷ ଗଠନ

ଛତ୍ରପୁର,୧୯।୪(ଡି.ଏନ.ଏ) ଗଞ୍ଜାମ ଜିଲାର ଭାତ ହାଣ୍ଡି ରୂପେ ଋଷିକୁଲ୍ୟା ନଦୀ ପରିଚିତ। ଏଣୁ ଋଷିକୁଲ୍ୟା ବଞ୍ଚତ୍ଲେ ହିଁ ଜିଲାର ସମସ୍ତ କେନାଲ ଓ ନାଳ ବଞ୍ଚତ୍ପାରିବ। ଋଷିକୁଲ୍ୟା…

ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ଗୁରୁବାର, ୧୦ ବର୍ଷ ପରେ ହାଇବ୍ରିଡ୍‌ ପରାଗ, ଭାରତରେ ପାଳନ ହେବନି ସୂତକ…

ନୂଆଦିଲ୍ଲୀ,୧୯।୪ : ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ୨୦ ଏପ୍ରିଲ ଗୁରୁବାର ହେବ। ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ ଏହି ଚନ୍ଦ୍ରଗ୍ରହଣ ବୈଶାଖ ମାସର ଅମାବାସ୍ୟା ଦିନ ହେବ।…

ରାଜଧାନୀରେ ଯୁବତୀଙ୍କ ହାଇଡ୍ରାମା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ଜଣେ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯୁବତୀ ଜଣକ ହଠାତ୍‌ ଖଣ୍ଡଗିରି ଥାନାରେ ପହଞ୍ଚତ୍ ଆତ୍ମହତ୍ୟା ଧମକ ଦେଇଥିଲେ। ୧୦ଟି ନିଦ ବଟିକା…

ସୁଦାନରେ ସେନା-ବିଦ୍ରୋହୀ ୨୪ ଘଣ୍ଟାର ସଂଘର୍ଷ ବିରାମରେ ସହମତ

ଖାରତୁମ,୧୯।୪: ସୁଦାନର ସେନା ମଙ୍ଗଳବାର ସନ୍ଧ୍ୟାରୁ ୨୪ ଘଣ୍ଟାର ସଂଘର୍ଷ ବିରାମକୁ ନେଇ ସହମତି ପ୍ରକାଶ କରିଛନ୍ତି। କିଛି ଘଣ୍ଟା ପୂର୍ବରୁ ବିଦ୍ରୋହୀ ଅର୍ଦ୍ଧସାମରିକ ବଳ କହିଛି…

ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯।୪: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତ ବୁଲୁ ବେହେରା…

ନିଶାବେପାରୀ ବିଜୟ ମାଣିଆଙ୍କୁ ବର୍ଷେ ଜେଲଦଣ୍ଡ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଦୋଷୀ ସାବ୍ୟସ୍ତ ନିଶାବେପାରୀ ବିଜୟ ମାଣିଆ ଭୁବନେଶ୍ୱର କୋର୍ଟ ପରିସରରୁ ଖସି ପଳାଇବା ମାମଲାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ନିଶା କାରବାର ମାମଲାରେ ଝାରପଡ଼ା ଜେଲରେ…

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ୧୯।୪ (ଡି.ଏନ୍‌.ଏ.): ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି।…