ରାଜନୀତିରୁ ସନ୍ୟାସ ନେବେ ସୋନିଆ, ଦେଲେ ସଙ୍କେତ…

ରାୟପୁର,୨୫।୨ : ଛତିଶଗଡର ନୟା ରାୟପୁରରେ ଚାଲିଥିବା ୮୫ ତମ କଂଗ୍ରେସ ଅଧିବେଶନରେ ସୋନିଆ ଗାନ୍ଧୀ ରାଜନୀତିରୁ ସନ୍ୟାସ ନେବାର ସଙ୍କେତ ଦେଇଛନ୍ତି। ସୋନିଆ ଗାନ୍ଧୀ ମଧ୍ୟ…

କାମ୍ବୋଡିଆରେ ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ଜେନେଭା,୨୫।୨ : ଦକ୍ଷିଣ ପୂର୍ବ କାମ୍ବୋଡିଆର ପ୍ରି ଭେଙ୍ଗ ପ୍ରଦେଶରେ ବାର୍ଡ ଫ୍ଲୁ ସଂକ୍ରମଣରେ ୧୧ ବର୍ଷ ବୟସ୍କା ନାବାଳିକଙ୍କର ମୃତ୍ୟୁ ଘଟିଛି। ଏବେ ତାଙ୍କ ପିତାଙ୍କଠାରେ…

ଖୋଜାଲି ନରସଂହାର ପୀଡିତଙ୍କୁ ଶ୍ରଦ୍ଧାଞ୍ଜଳି: ୬୧୩ଙ୍କୁ କରାଯାଇଥିଲା ହତ୍ୟା…

ନୂଆଦିଲ୍ଲୀ,୨୫।୨ : ଅଜରବୈଜାନ ଦୂତାବାସରେ ଖୋଜାଲି ନରସଂହାର ପୀଡିତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଘଟଣାରେ ୧୯୯୨ ଫେବୃଆରୀ ୨୫-୨ର ଶୀତ ଏବଂ ତୁଷାର ରାତିରେ ଆର୍ମେନିଆ…

ୟୁକ୍ରେନ୍‌ ଊପରେ ଆଣବିକ ଆକ୍ରମଣ ନ କରିବାକୁ ରୁଷିଆକୁ ପରାମର୍ଶ ଦେଇଥିଲେ ଭାରତ-ଚାଇନା: ଆମେରିକା…

ଓ୍ବାଶିଂଟନ,୨୫।୨ : ରୁଷିଆ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି ଯେ, ରୁଷିଆର…

ସକ୍ରିୟ ମାମଲା ୨ ହଜାର ଉପରେ…

ନୂଆଦିଲ୍ଲୀ, ୨୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ଭୂକମ୍ପ ମୃତ୍ୟୁ ସଂଖ୍ୟା ୫୦ ହଜାରକୁ ବୃଦ୍ଧି

ଆଙ୍କାରା, ୨୫।୨: ତୁର୍କୀ- ସିରିଆରେ ଭୂକମ୍ପଜନିତ ମୃତ୍ୟୁ ସଂଖ୍ୟା ଶନିବାର ୫୦ ହଜାରକୁ ବୃଦ୍ଧି ପାଇଛି। ଗତ ୬ ତାରିଖରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପ ପରେ ପୁଣି…

ଦେଶ ପାଇଁ ନୁହେଁ ବରଂ ବନ୍ଧୁମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ

ରାୟପୁର,୨୫।୨: ଛତିଶଗଡ଼ର ନୟା ରାୟପୁରରେ ଚାଲିଥିବା କଂଗ୍ରେସର ୮୫ତମ ପୂର୍ଣ୍ଣ ଅଧିବେଶନରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧୀ। କେନ୍ଦ୍ର ସରକାର ଏବଂ ଆର୍‌ଏସ୍‌ଏସ୍‌ ସମସ୍ତ…

ଚମ୍ପାରନରେ ଶାହାଙ୍କ ରଣହୁଙ୍କାର: ଜଙ୍ଗଲରାଜଙ୍କ ସହ ମିଶିଗଲେ ନୀତୀଶ

ପାଟନା,୨୫।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ବିହାରର ଚମ୍ପାରନରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିହାର ମୁଖ୍ୟମନ୍ତ୍ରୀ…

ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଲୋକାର୍ପଣ କଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୫।୨: ଢେଙ୍କାନାଳ ସହର ବାଜି ଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଭାବେ ଶନିବାର ଲୋକାର୍ପଣ କରାଯାଇଛି…

ଭାଜପାକୁ ୨୦୨୪ରେ ପରାଜୟର ଭୟ, ଏଥିଲାଗି ବାରମ୍ବାର ବିାହାର ଗସ୍ତରେ ଆସୁଛନ୍ତି ଶାହା: ତେଜସ୍ବୀ

ପୂର୍ଣ୍ଣିଆ,୨୫।୨: ବିହାର ରାଜନୀତି ଲାଗି ଶନିବାର ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଗୋଟିଏ ପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ବିହାରରେ ଦୁଇଟି ସଭାକୁ…