ମଦମୃତ୍ୟୁ ମାମଲା: ସହାୟତା ଘୋଷଣା କଲେ ନୀତୀଶ

ପାଟନା, ୧୭।୪: ବିହାରରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୨୬ରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ଲୋକଙ୍କୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଯୋଗାଇ…

କେନ୍ଦୁପତ୍ର କ୍ରୟ ମାମଲା: ଏକାଠି ହେଲେ ତୋଳାଳି, କର୍ମଚାରୀ

କୋକସରା,୧୭।୪(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ବନାଞ୍ଚଳ ବିଜମରା କେନ୍ଦୁପତ୍ର ଫରେଷ୍ଟ ସେକ୍ସନରେ ରହିଥିବା ୧୪ଟି କେନ୍ଦୁପତ୍ର ଫଡ଼ି ବିରିମୁହାଣ, ଆମପାଣି, ରଏନଗୁଡା ବିଜମରା, ଧୋବେନଚଞ୍ଚରା,…

ସରକାରଙ୍କୁ ହଟାଇବାକୁ ଷଡଯନ୍ତ୍ର କରୁଛନ୍ତି: ଶାହାଙ୍କୁ ମମତାଙ୍କ ପାଲଟା ଉତ୍ତର

କୋଲକାତା,୧୭।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିକଟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ଶାହା କହିଥିଲେ, ୨୦୨୪ ଲୋକ ସଭା ନିର୍ବାଚନରେ ଯଦି…

ସୁପ୍ରିମକୋର୍ଟରେ ପହଞ୍ଚିଲା ଅତିିକ,ଅଶ୍ରଫ୍‌ ହତ୍ୟା ମାମଲା

ନୂଆ ଦିଲ୍ଲୀ,୧୭।୪: ପୋଲିସ ହେପାଜତରେ ହତ୍ୟା କରାଯାଇଥିବା ମାଫିଆ ଅତିିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ଙ୍କ ହତ୍ୟା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛି। ହତ୍ୟା ଘଟଣାର…

ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥଙ୍କ କନଭେ୍‌ ଦୁର୍ଘଟଣାଗ୍ରସ୍ତ

ପାଟନା,୧୭।୪: ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କ କନଭେ୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏହି ଦୁର୍ଘଟଣା ହାଜିପୁରର ଭଗବାନପୁରର ରତନପୁରା ଗ୍ରାମ ନିକଟରେ ଘଟିଛି। ଏହି…

ଅତିକ୍‌, ଅଶ୍ରଫ୍‌ ହତ୍ୟା ପଛରେ ସ୍କ୍ରିପ୍ଟ ଲେଖା ହୋଇଛି: ତେଜସ୍ବୀ

ନୂଆଦିଲ୍ଲୀ/ପାଟନା,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ହୋଇଥିବା ହତ୍ୟା ଘଟଣାକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

ଏପ୍ରିଲ ୨୯ ଯାଏ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ପୁଣି ବୃଦ୍ଧି କରାଯାଇଛି। ସିବିଆଇ…

ହସ୍ପିଟାଲରେ ଆଜାମ୍‌ ଖାନ୍‌

ନୂଆଦିଲ୍ଲୀ,୧୭।୪: ସମାଜବାଦୀ ପାର୍ଟି(ଏସ୍‌ପି)ର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ମନ୍ତ୍ରୀ ଆଜମ୍‌ ଖାନ୍‌ଙ୍କୁ ସୋମବାର ଦିଲ୍ଲୀସ୍ଥିତ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ…

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବସ୍‌

କଟକ ଅଫିସ,୧୭।୪: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବସ୍‌। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଲିଙ୍କରୋଡ଼ ଠାରେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ…

ବିମାନରେ ହାଇ ହିଲ୍‌ ପିନ୍ଧିବା ମନା, ରାଜ୍‌ କହିଲେ କର୍ମଚାରୀ

ଆରାମଦାୟକ ଯାତ୍ରା ପାଇଁ ଆମେ ଟ୍ରେନ୍‌ କିମ୍ବା ବିମାନରେ ଯାତ୍ରା କରିଥାଉ। ଏହି ସମୟରେ ଚପଲ ପିନ୍ଧିଥାଉ। ଅନେକ ମହିଳା ମଧ୍ୟ ହାଇ ହିଲ୍‌ ପିନ୍ଧି ଯାତ୍ରା…