ରାଜକନିକା, ୧୫।୪ (ଡି.ଏନ୍.ଏ.): ରାଜକନିକା ବ୍ଲକ ପେଗରପଡ଼ା ପଞ୍ଚାୟତ ବଳିଭଣ୍ଡା ଗଁା ପାଖ ଚାଷ ଜମିକୁ ଲାଗି ଥିବା ବୈତରଣୀ ନଦୀର ଶାଖା ଚଢେଇଖିଆ ନାଳ। ଗ୍ରାମବାସୀ ଏହି…
ଓ୍ବାଶିଂଟନ,୧୫।୪: ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଆୟାରଲ୍ୟାଣ୍ଡ ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କର ସାକ୍ଷାତ୍ ହୋଇଛି ଜଣେ ପାଦ୍ରିଙ୍କ ସହ, ଯେ…
ପ୍ରୀତିପୁର,୧୪ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଫଳପୁର ଆର୍ଡି ରାସ୍ତାଠାରୁ ଅଣ୍ଡାଳୋ ଓ ବଳଭଦ୍ରପୁର ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ଦୂରବସ୍ଥା…
ନୂଆପଡ଼ା ଅଫିସ,୧୫।୪: ଆଦିବାସୀ ଅଧ୍ୟୁଷିତ ନୂଆପଡା ଜିଲାରେ ଲଘୁବନଜାତ ଦ୍ରବ୍ୟର ସର୍ବନିମ୍ନ ମୂଲ୍ୟ ନିର୍ଦ୍ଧାରଣ କରାଯାଉ ନ ଥିବାରୁ ଚାଷୀ ଅଭାବୀ ବିକ୍ରିର ଶିକାର ହେବାକୁ ପଡ଼ୁଛି।…
ସୁନ୍ଦରଗଡ଼, ୧୫।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଜଣେ ଗୁରୁତର ମହିଳାଙ୍କୁ ୨କିମି ଷ୍ଟ୍ରେଚରରେ ବୋହି ଆଣି ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସର କର୍ମଚାରୀ। ଜିଲାର ବାଲିଶଙ୍କର ବ୍ଲକ ତଳସରା…
ବେଜିଂ,୧୫।୪: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା କୌଣସି ପକ୍ଷକୁ ଅସ୍ତ୍ର ବିକ୍ରୟ କରିବ ନାହିଁ। ପଶ୍ଚିମ ଦେଶ ଚିନ୍ତା ପ୍ରକଟ କରିଥିଲା କି ବେଜିଂ ରୁଷିଆକୁ ସେନା ସହାୟତା…
ଛତ୍ରପୁର,୧୫ା୪(ଡି.ଏନ୍.ଏ): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ର ସଫଳ ରୂପାୟନରେ ଗଞ୍ଜାମ ଜିଲା ଜାତୀୟସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଛତ୍ରପୁର ବ୍ଲକ…
ବାଲିଗୁଡ଼ା,୧୫। ୪(ଡି.ଏନ.ଏ.): କନ୍ଧମାଳ ଜିଲାକୁ ଜାତୀୟ ରାଜପଥ ସହ ଯୋଡିବା ପାଇଁ ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ…
ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି…
ମାଥିଲି,୧୫ା୪(ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକର ଘାଟି ଉପରେ ଥିବା ଗ୍ରାମଗୁଡ଼ିକରେ ପହଞ୍ଚତ୍ପାରିନି ଏଯାଏ ମୌଳିକ ସୁବିଧା ସୁଯୋଗ। ଏପର୍ଯ୍ୟନ୍ତ ଗ୍ରାମବାସୀଙ୍କ ପାଇଁ ରାସ୍ତାଘାଟ ସ୍ବପ୍ନ ପାଲଟିଛି।…