ମାଲବାହୀ ଗାଡ଼ିରେ ଯାଉଛନ୍ତି ଶ୍ରମିକ

ଯାଜପୁରରୋଡ, ୧୫।୪(ଡି.ଏନ.ଏ.): ଦିନକୁ ଦିନ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ଜନଗହଳିପୂର୍ଣ୍ଣ ହୋଇଚାଲିଛି। ଆବଶ୍ୟକତାଠାରୁ ଏଠାରେ ଅଧିକ ଲୋକ ବସବାସ କରୁଥିବାବେଳେ ଏହି ଲୋକଙ୍କ ବିଭିନ୍ନ ଆବଶ୍ୟକତା…

ଅଗ୍ନିକାଣ୍ଡରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୫ା୪(ଡି.ଏନ୍‌.ଏ.): ଭଞ୍ଜନଗର ତହସିଲ ଅନ୍ତର୍ଗତ ବାରୁଡ଼ାରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଜଳିଯାଇଛି। କ୍ଷତିଗ୍ରସ୍ତ ପରିବାରଗୁଡିକ ହେଲେ ରାଜୁ ନାଇକ, ସୁରେଶ ନାଇକ,…

କୋଇଲାର କଳା ଧୂଆଁ ଯୋଗୁ ପ୍ରଦୂଷଣ

କୋରେଇ,୧୫।୪(ଡି.ଏନ.ଏ.):କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା କୋରେଇ ବ୍ଲକ ଅଧୀନସ୍ଥ ପଥରପଦା ପଞ୍ଚାୟତର ଖସାଗଡ଼ିଆ ମୌଜାରେ ଥିବା ଜୟ ଜଗନ୍ନାଥ କୋକ ଇଣ୍ଡଷ୍ଟ୍ରି କଳାଧୂଆଁ ସାଜି ଲୋକଙ୍କ ପାଇଁ ଖଳନାୟକ…

କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହେଲା ଅସଦଙ୍କ ଅନ୍ତିମ ସଂସ୍କାର

ପ୍ରୟାଗରାଜ,୧୫।୪: ଏନକାଉଣ୍ଟରେ ମୃତ୍ୟୁ ହୋଇଥିବା ମାଫିଆ ଡନ ଅତିକ ଅହମଦଙ୍କ ପୁଅ ଅସଦ ଅହମଦଙ୍କର ପ୍ରୟାଗରାଜରେ ଅନ୍ତିମ ସଂସ୍କାର କରାଯାଇଛି। ଅସଦଙ୍କୁ ପ୍ରୟାଗରାଜର କସାରି-ମସାରି କବରସ୍ଥାନରେ ସୁପୁର୍ଦ-ଏ-ଖାକ…

ବେଆଇନ ଭାବେ ବିକ୍ରି ହେଉଛି ପେଟ୍ରୋଲ, ଡିଜେଲ

ବାଲିମେଳା,୧୫ା୪(ଡି.ଏନ୍‌.ଏ.) ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳ ସମେତ ବାଲିମେଳା ସହରର ଅଧିକାଂଶ ପାନଦୋକାନ, ତେଜରାତି ଦୋକାନରେ ବିନା ଲାଇସେନ୍ସରେ ପ୍ରତ୍ୟହ ଶହ ଶହ ଲିଟର…

ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ ହୋଇଛି।…

ଆସନ୍ତାବର୍ଷ ବଡ଼ ଆକାରରେ ହେବ ଡବ୍ଲ୍ୟୁପିଏ୍‌ଲ

ମୁମ୍ବାଇ, ୧୫ା୪:ଆସନ୍ତାବର୍ଷ ହୋମ୍‌-ଆଓ୍ବେ ଫର୍ମାଟ ସହ ବଡ଼ ଆକାରରେ ହେବ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)। ସମ୍ଭବତଃ ଏହା ଫେବୃୟାରୀରେ ଖେଳାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

କରୋନ: ଗୋଟିଏ ଦିନରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ, ଆକ୍ଟିଭ କେଶ ୫୩ ହଜାର ଟପିଲା

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଏହାକୁ ନେଇ ଏବେ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତାରେ ପଡି ଗଲେଣି। ଗତ ୨୪ ଘଣ୍ଟାରେ ୧୦…

ସକାଳ ହେଲେ ସଙ୍କଟ

ବଇଣ୍ଡା, ୧୫ା୪ (ଡି.ଏନ.ଏ.) ରାତି ପାହିବାଠାରୁ ରାତି ହେବା ଯାଏ ପାଣି ବିନା ଜୀବନଚର୍ଯ୍ୟା ଅଚଳ। ହେଲେ ଏହି ବାସ୍ତବତାକୁ ବୁଝିପାରୁନି କିଶୋରନଗର ବ୍ଲକ ପ୍ରଶାସନ। କାରଣ…

କେନ୍ଦ୍ରୀୟ ଯୋଜନା ବୁଝାଇଲେ ଗିରିରାଜ

ଆଠମଲ୍ଲିକ, ୧୫।୪ (ଡି.ଏନ.ଏ.): କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।…