ଅନ୍‌ଲାଇନ ବେଟିଂ ବିଜ୍ଞାପନରେ ମ୍ୟାକ୍‌କୁଲମ

ଲଣ୍ଡନ, ୧୫ା୪: ଇଂଲଣ୍ଡ ମୁଖ୍ୟ କୋଚ୍‌ ବ୍ରେଣ୍ଡନ ମ୍ୟାକ୍‌କୁଲମଙ୍କୁ ଅନ୍‌ଲାଇନ ବେଟିଂ ବିଜ୍ଞାପନରେ ଦେଖିବାକୁ ମିଳିବା ପରେ ସେ ଅଡୁଆରେ ପଡ଼ିଛନ୍ତି। ସେ ଦୁର୍ନୀତି ନିରୋଧୀ ନିୟମର…

‘ସମର ତରଙ୍ଗ’ ଦିଲ୍ଲୀ ନେବାକୁ ଉଦ୍ୟମ ହେବ

ଢେଙ୍କାନାଳ ଅଫିସ, ୧୫ା୪- ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳା ପରିଷଦ ପକ୍ଷରୁ ଶୁକ୍ରବାର ସମର କବି ବ୍ରଜନାଥ ବଡ଼ଜେନାଙ୍କ ଜୟନ୍ତୀ ଅବସରରେ ଗୀତିନାଟ୍ୟ ସମର ତରଙ୍ଗ ସ୍ଥାନୀୟ…

ଗୁମ୍ଫାରେ ୫୦ ବର୍ଷୀୟାଙ୍କ ୫୦୦ ଦିନ

ମାଡ୍ରିଡ୍‌: ଆଦିମାନବ ଗୁମ୍ଫାରେ ରହୁଥିଲା। ଜଙ୍ଗଲରେ ଶିକାର କରି ଓ ଗଛରୁ ଫଳ ସଂଗ୍ରହ କରି ଖାଉଥିଲା। କ୍ରମବିକାଶ ଫଳରେ ଆଦିମ ମଣିଷ ଘର ତିଆରି କଲା।…

ଖଡ଼ି, ଇକଡ଼ ବାଡ଼ିରେ ୩୦ଫୁଟ୍‌ ଉଚ୍ଚରେ ନିଆଁ

ଭୋଗରାଇ, ୧୫।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁଳିଦା ପଞ୍ଚାୟତ କୁଳିଦା, ମଧୁପୁର, ଚାନ୍ଦକୁସୁମି, ମହାଦିଆ ଆଦି ଗ୍ରାମର ଜମିରେ ପାନଚାଷ ପାଇଁ ବ୍ୟବହୃତ ହେଉଥିବା…

ପ୍ରଥମେ ଉପରଦାନ୍ତ ଉଠିଲେ କୁକୁର ସହ ବାହାଘର

ସୋର, ୧୪ା୫(ଡି.ଏନ.ଏ.):  ପରମ୍ପରା ନାମରେ ଏବେବି ଲୋକଙ୍କ ମନରେ ବସା ବାନ୍ଧିଛି ଅନ୍ଧବିଶ୍ୱାସ। ବିବାହ ବେଳେ ମଙ୍ଗଳଦୋଷ ଥିଲେ ପୁଅ କିମ୍ବା ଝିଅର ରିଷ୍ଟ ଖଣ୍ଡନ ଲାଗି…

୨୦ବର୍ଷ ହେଲା ପୁଅର ଫେରିବା ବାଟକୁ ଅପେକ୍ଷା

ସିମୁଳିଆ, ୧୫ା୪(ଡି.ଏନ.ଏ.): ଦିନେ କିମ୍ବା ଦୁଇଦିନ ନୁହେଁ, ୨୦ବର୍ଷ ହେଲା ପୁଅର କିଛି ପତ୍ତା ନାହିଁ। ବିଭିନ୍ନ ମନ୍ଦିର, ସାଧକ, ଜ୍ୟୋତିଷଙ୍କ ନିକଟକୁ ବୁଝାବୁଝି ପାଇଁ ଯାଇ…

ଶ୍ରଦ୍ଧାଳୁଙ୍କ ଗହଳି, ହେଲାନି ଦିବାପହଡ଼

ଘଟଗାଁ,୧୪ା୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘଟଗାଁ  ମା’ତାରିଣୀଙ୍କ ପୀଠରେ ଚଇତି ପର୍ବର ଷଷ୍ଠ ଦିବସ ଅବସରରେ ବିଶେଷକରି ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣାସଂକ୍ରାନ୍ତିରେ ପୀଠ ଭକ୍ତମୟ ହୋଇଉଠିଥିଲା।…

ରେଳ ଚଳାଚଳ ଅଢ଼େଇ ଘଣ୍ଟା ବ୍ୟାହତ

କଟକ ଅଫିସ,୧୫।୪: ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୯୧)ରେ ଶୁକ୍ରବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ପ୍ରାୟ ଅଢ଼େଇ ଘଣ୍ଟା ଧରି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କଟକ…

ଜାଲ୍‌ ସାର୍ଟିଫିକେଟ ମାମଲା ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସତର୍କ ଦୃଷ୍ଟି ରଖିଛନ୍ତି । ବଲାଙ୍ଗୀର ପୋଷ୍ଟାଲ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ ଘଟଣା ସାମ୍ନାକୁ ଆସିବା ପରଠାରୁ ସରକାର ଏ ନେଇ ସକ୍ରିୟ ଅଛନ୍ତି ବୋଲି ସ୍କୁଲ…

କୋଲାବ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ୩ ଜଣଙ୍କ ମୃତଦେହ ଜବତ

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର ରାଜପୁଟ ପଞ୍ଚାୟତର କୋଲାବ ଜଳଭଣ୍ଡାରେ ଗୁରୁବାର ଅପରାହ୍ନରେ ଏକ ଦେଶୀଡଙ୍ଗା ବୁଡ଼ି ଘଟଣାରେ ନିଖୋଜ ଥିବା ୪ ଜଣଙ୍କ ମଧ୍ୟରୁ…