ସୁରକ୍ଷା ଖୋଜୁଛି ଐତିହ୍ୟ, ସଂସ୍କୃତି

ରାଜଧାନୀ ପୃଷ୍ଠାରେ ଘଟିଯାଉଛି କେତେ ଘଟଣା, ଲିପିବଦ୍ଧ ହେଉଛି କେତେ କାହାଣୀ। ମୁଁ, ତୁମେ ଭଳି ଲକ୍ଷ ଲକ୍ଷ ଲୋକଙ୍କ ସହ ଏହି ଐତିହ୍ୟ ସହର ଭୁବନେଶ୍ୱରର…

ରାଷ୍ଟ୍ରପତିଙ୍କୁ ‘ନୀଳଚକ୍ର ସମ୍ମାନ’

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚଳିତ ବର୍ଷର ‘ନୀଳଚକ୍ର ସମ୍ମାନ’ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନ ସଦସ୍ୟ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପିଜି ନାମଲେଖା ଲାଗି ୧୯ ଯାଏ ଆବେଦନ

ଭୁବନେଶ୍ୱର,୧୩।୪(ବ୍ୟୁରୋ): କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି। ଆବେଦନ ପ୍ରକ୍ରିୟା ଆସନ୍ତା ୧୯ ତାରିଖରେ ଶେଷ ହେବ ।…

ଜଗବନ୍ଧୁଙ୍କ ଜାମିନ ଆବେଦନ, ଜବାବ ଦାଖଲ ପାଇଁ ସମୟ ନେଲା ଇଡି

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ବୁଧବାର…

ମଡେଲ ୟୁଜି ସିଲାବସ ଲାଗୁ କରିବାକୁ ଯୋଜନା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଜାତୀୟ ଶିକ୍ଷାନୀତିକୁ ଦୃଷ୍ଟିରେ ରଖି ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ +୩ ପାଠ୍ୟକ୍ରମ (କଳା, ବିଜ୍ଞାନ ଓ ବାଣିଜ୍ୟ) ବିଭାଗରେ ୧୦ଟି ନୂଆ ଇଲେକ୍ଟିଭ ଓ…

ବାଉନ୍‌ସର ଗ୍ୟାଙ୍ଗ୍‌ ମୁଖ୍ୟ ରାଘବଙ୍କ ଘର ଭାଙ୍ଗିଲା ପୋଲିସ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ଏକ ବିବାଦୀୟ ଜମିକୁ ଅକ୍ତିଆର କରିବାକୁ ଯାଇ ରାତିଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌ ଘଟଣାରେ…

ଅବସରପ୍ରାପ୍ତ ପିଅନଙ୍କୁ ୩ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ଜାଲ ଦସ୍ତାବିଜ୍‌ ଜରିଆରେ ଚାକିରି ମାମଲାର ଦୀର୍ଘ ୧୧ବର୍ଷ ପରେ ବୁଧବାର ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଏହି…

ପୁରୀରେ ପହଞ୍ଚତ୍ଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧୩ା୪: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପବିତ୍ର ଅକ୍ଷୟ ତୃତୀୟାଠାରୁ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ…

ଶାମୁକା ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

ପୁରୀ ଅଫିସ, ୧୩ା୪: ଜଣାଶୁଣା ବରିଷ୍ଠ ଶାମୁକା ଶିଳ୍ପୀ ତଥା ସଂସ୍କୃତିପ୍ରେମୀ ଗୁରୁ ରଘୁନାଥ ମହାପାତ୍ରଙ୍କର ପୁରୀ ଅମଲା କ୍ଲବସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି।…

ରାଜ୍ୟରେ ତାତି ୪୩ ଡିଗ୍ରୀ ଟପିଲା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଗତ କିଛିଦିନ ହେବ ଓଡ଼ିଶା ହଟ୍‌ସ୍ପଟ୍‌ ପାଲଟିଛି। ପାରଦ ଉପରମୁହଁା ରହିଛି। ଦୈନିକ ୧ରୁ୨ ଡିଗ୍ରୀ ବଢ଼ିବାରେ ଲାଗିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ।…