ଯଦି କେହି ଭାରତକୁ ହିନ୍ଦୁ ରାଷ୍ଟ୍ର କରିବାକୁ ଚାହୁଁଛି, ତେବେ ସେ ଦେଶକୁ ବରବାଦ କରିବାକୁ ଚାହୁଁଛି: ନୀତୀଶ

ପାଟନା,୧୭।୨: ଭାରତକୁ ହିନ୍ଦୁ ରାଷ୍ଟ୍ର କରିବା ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଦେଶରେ ପ୍ରତ୍ୟେକ ଧର୍ମ…

ଦ୍ୱିତୀୟ ଟେଷ୍ଟ: ୨୬୩ ରନ୍‌ରେ ଅଟକିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୧୭।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ୪ ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଆରମ୍ଭ…

୨୦୨୩ ସୁଦ୍ଧା ଅର୍ଥନୈତିକ କ୍ଷେତ୍ରରେ ସୁଦୃଢ଼ କରିବାକୁ ଲକ୍ଷ୍ୟ: ଏଲନ୍‌ ମସ୍କ

ନୂଆଦିଲ୍ଲୀ,୧୭।୨: ୨୦୨୩ ଶେଷ ସୁଦ୍ଧା ଟୁଇଟରକୁ ଅର୍ଥନୈତିକ କ୍ଷେତ୍ରରେ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଏଲନ୍‌ ମସ୍କ କହିଛନ୍ତି। ଏଥିପାଇଁ କମ୍ପାନୀ ଖର୍ଚ୍ଚକୁ ହ୍ରାସ କରୁଥିବା…

ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ସ୍ଥାପନ ହେବ ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି

ଶ୍ରୀନଗର,୧୭।୨: ଜମ୍ମୁ-କଶ୍ମୀର କୁପୱାଡା ଜିଲାର ତିତୱାଲ ଏବଂ କର୍ନା ସେକ୍ଟରର ଲାଇନ ଅଫ କଣ୍ଟ୍ରୋଲ(ଏଲଓସି) ନିକଟରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଦୁଇଟି ପ୍ରତିମୂର୍ତ୍ତି…

୩ରୁ ୨କାର୍ଯ୍ୟାଳୟକୁ ବନ୍ଦ କଲା ଟୁଇଟର ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ବିଶ୍ୱର ଆଇଟି କମ୍ପାନୀଗୁଡିକ ଦ୍ୱାରା ବଡ଼ ଧରଣର ଛଟେଇ କରାଯାଉଛି। ଭାରତ ଏଥିରୁ ବାଦ୍‌ ପଡ଼ିନାହିଁ। ଏହି କ୍ରମରେ ଟୁଇଟର ଇଣ୍ଡିଆ ଦେଶରେ ଥିବା ମୁମ୍ବାଇ…

ଆମେରିକୀୟ କୋଟିପତି ଜର୍ଜଙ୍କୁ ଟାର୍ଗେଟ କଲେ ଜୟରାମ

ନୂଆଦିଲ୍ଲ,୧୭।୨: ଆମେରିକୀୟ କୋଟିପତି ଜର୍ଜ ସୋରୋସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ମହଙ୍ଗା ପଡିଛି। କଂଗ୍ରେସ ନେତା ଜୟରାମ ରମେଶ ମଧ୍ୟ ଏହି ଘଟଣାରେ…

ଶନିବାର ମହାରାଷ୍ଟ୍ର ଗସ୍ତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୭।୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଫେବୃଆରୀ ୧୮ ଏବଂ ୧୯ରେ ୨ଦିନିଆ ମହାରାଷ୍ଟ୍ର ଗସ୍ତ କରିବେ। ଏହି ସମୟରେ ଶାହା ପୁଣେରେ ଜମ୍ମୁ-କଶ୍ମୀରରେ ଶହୀଦ ହୋଇଥିବା ଯବାନ,…

ଲାଞ୍ଚ ନେଇ ଜେଲ ଗଲେ ଆର୍‌ଆଇ

କୁଚିଣ୍ଡା,୧୭ା୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ତହସିଲ ଅଧୀନ ଗୋଛରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ସତ୍ୟନାରାୟଣ କଉଡି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ହାତରେ…

ରାଶିଫଳ: ଶନିବାର, ଫେବୃୟାରୀ ୧୮ ତାରିଖ – Daily Horoscope

ମେଷ ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଅଶ୍ୱିନୀ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ବିବାଦଜନିତ ଶାରୀରିକ ଅସୁସ୍ଥତା…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ,୧୭।୨(ଡି.ଏନ.ଏ.): ରେହେନଭଟା ଗ୍ରାମ ନିକଟରେ ଟିଟିଲାଗଡକୁ ଯାଉଥିବା ରାସ୍ତାକଡ଼ରେ ଶୁକ୍ରବାର ପୋଲିସ ଏକ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ସେ ହେଲେ ଟିଟିଲାଗଡ଼ ଥାନା ଅନ୍ତର୍ଗତ…