ଫୁଟ୍‌ବଲ କିମ୍ବଦନ୍ତୀ ତୁଳସୀଦାସଙ୍କ ପରଲୋକ

କୋଲକାତା, ୧୭ା୨(ପି.ଟି.):ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ତଥା ଅଲିମ୍ପିଆନ ତୁଳସୀଦାସ ବଳରାମଙ୍କ ୮୭ ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ।…

ଆଖଣ୍ଡଳମଣି ପୀଠରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଆରଡ଼ି,୧୭।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ଉନ୍ନତୀକରଣ ପାଇଁ ୬ବର୍ଷ ତଳେ ୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ତଦନୁଯାୟୀ କାର୍ଯ୍ୟ ମଧ୍ୟ ଚାଲୁ ରହିଥିଲା।…

ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୧୭।୨: ଜମ୍ମୁ କଶ୍ମୀରର କାଟ୍‌ରା ୯୭ କିଲୋମିଟର ପୂର୍ବରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା…

ରାଜ୍ୟ ସମବାୟ ବ୍ୟାଙ୍କ ଏମ୍‌ଡିଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ: ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ପଦରେ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଶତପଥୀଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ମାମଲାରେ ହାଇକୋର୍ଟ…

ଟିପିସିଓଡିଏଲ୍‌ ପକ୍ଷରୁ ଓଟିଏସ୍‌ ସେବା

ଭୁବନେଶ୍ୱର,୧୭।୨:ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକକାଳୀନ ସମାଧାନ ସ୍କିମ୍‌ (ଓଟିଏସ୍‌) ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅତୀତର ବକେୟା ବିଲ୍‌ ପେମେଣ୍ଟ…

ଦୁର୍ନୀତି ପ୍ରମାଣ ଥାଇ କାର୍ଯ୍ୟାନୁଷ୍ଠାନ ନାହିଁ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ସ୍ବଚ୍ଛ ଶାସନ ଓ ଦୁର୍ନୀତିମୁକ୍ତ ପ୍ରଶାସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ ଓ ୫-‘ଟି’କୁ ଗୁରୁତ୍ୱ ଦେଉଥିବାବେଳେ ବନ ବିଭାଗ କିନ୍ତୁ ବେଫିକର।…

ମହିନ୍ଦ୍ରା ପକ୍ଷରୁ ମାଗଣା ଚେକ୍‌ଅପ୍‌ ଶିବିର

ଭୁବନେଶ୍ୱର,୧୭।୨:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ପକ୍ଷରୁ ଏକ ମେଗା ଚେକ୍‌ଅପ୍‌ ଶିବିର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର…

ହୋଣ୍ଡା ଆକ୍ଟିଭା ସ୍ମାର୍ଟ କି’ ମଡେଲର ଅନାବରଣ

କଟକ,୧୭।୨:ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ହୋଣ୍ଡା ମୋଟରସାଇକଲ ଆଣ୍ଡ ସ୍କୁଟର ଇଣ୍ଡିଆ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହୋଣ୍ଡା ଆକ୍ଟିଭା ସ୍ମାର୍ଟ କି-୨୦୨୩କୁ ନିକଟରେ…

ପୋଖରୀପୁଟରେ ଏଚ୍‌ଡିଏଫ୍‌ସିର ନୂତନ ଶାଖା

ଭୁବନେଶ୍ୱର,୧୭।୨:ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଆଉ ଏକ ନୂତନ ଶାଖା ଆନୁଷ୍ଠାନିକ ଭାବେ ଗୁରୁବାର ସ୍ଥାନୀୟ ପୋଖରୀପୁଟ ଅଞ୍ଚଳରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ…

ଜବାବ ଦାଖଲ ପାଇଁ ସମୟ ନେଲେ ସରକାର

କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୬ଟି ସଦସ୍ୟ ପଦ ଖାଲି ପଡିଛି। ଏହାଦ୍ୱାରା ଆୟୋଗ ସମ୍ପୂର୍ଣ୍ଣ ଅଚଳ ସ୍ଥିତିରେ ପହଞ୍ଚତ୍ଛି। ଏ…