ସ୍ତ୍ରୀଙ୍କଠାରୁ ତଥ୍ୟ ନେଇ ସ୍ବାମୀଙ୍କୁ ଠକିଲେ ସାଇବର ଠକ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ସ୍ତ୍ରୀଙ୍କଠାରୁ ତଥ୍ୟ ନେଇ ସ୍ବାମୀଙ୍କୁ ଠକିଲେ ସାଇବର ଠକ। ନିଜକୁ କେତେବେଳେ ବ୍ୟାଙ୍କ ମ୍ୟାନେଜର ତ ପୁଣି ଆଉ କେତେବେଳେ ଏଲ୍‌ଆଇସି ଅଧିକାରୀ କହି ଅନ୍‌ଲାଇନ…

କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି

ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଜିଲା ବିଜେଡି ପକ୍ଷରୁ ଧାରଣା ଦିଆଯାଇ କେନ୍ଦ୍ର ସରକାରଙ୍କ ଗରିବ ବିରୋଧୀ ନୀତିକୁ କଡ଼ା ସମାଲୋଚନା କରାଯାଇଥିଲା।…

ଧାନକିଣା ନୀତି, ଚାଉଳ କାଟ୍‌ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ବିଜେଡି

ବରଗଡ଼ ଅଫିସ,୧୬ା୨: ଧାନକିଣା ନୀତି ଓ ଚାଉଳ କାଟ୍‌ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ଗୁରୁବାର ବରଗଡ଼ ଗାନ୍ଧୀଛକରେ ବିଜେଡି ନେତା, କର୍ମୀ…

ବରିଷ୍ଠ ଅଧିକାରୀ ଝିଅଙ୍କ ଚପଲ ପାଇଁ ଆର୍‌ପିଏଫ୍‌ ଘାଇଲା

ସମ୍ବଲପୁର,୧୬ା୨(ବ୍ୟୁରୋ): ସମ୍ବଲପୁର ରେଳମଣ୍ଡଳ ଅଧୀନ ଆର୍‌ପିଏଫ୍‌ରେ ଜାନୁୟାରୀ ୫ରେ ଚପଲ ଚୋରି ନେଇ ଅଭିଯୋଗ ହୋଇଥିଲା। ଏକମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହାକୁ ଖୋଜିବାରେ ଆର୍‌ପିଏଫ୍‌ ପୋଲିସ…

କଲଭର୍ଟ ଉପରକୁ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଡ୍ରାଇଭର

ବିଶୋଇ,୧୬ା୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥସ୍ଥିତ ସ୍ଥାନୀୟ ଚଟାଣି ଛକ ନିକଟରେ ଏକ ଆଇରନ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ…

ନିର୍ବାଚନ ଜିତିବା ପାଇଁ ଇସ୍ରାଏଲର ସହାୟତା ନିଅନ୍ତି ମୋଦି: କଗ୍ରେସ

ନୂଆଦିଲ୍ଳୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ ଗୁରୁତର ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ମୋଦି ଗଣତନ୍ତ୍ର ସହ ଖେଳୁଛନ୍ତି, ସେ ନିର୍ବାଚନରେ ଜିତିବା ପାଇଁ ଇସ୍ରାଏଲର ସହାୟତା…

ବମ୍ପର ରୋଜଗାର ପରେ ଶସ୍ତା ହେଲା ‘ପଠାନ’ ଟିକେଟ୍‌

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାନଙ୍କ ଫିଲ୍ମ ‘ପଠାନ’ କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ଏହାର କ୍ରେଜ୍‌ ରହିଛି। ତେବେ ଶାହରୁଖଙ୍କ ‘ପଠାନ’ ବର୍ତ୍ତମାନ ପର୍ଯ୍ୟନ୍ତ ସାରା…

ରିଲିଜ୍‌ ପୂର୍ବରୁ କୋଟି କୋଟି ଟଙ୍କା ଆୟ କରିସାରିଲାଣି ‘ଶେହଜାଦା’

ମୁମ୍ବାଇ: କାର୍ତ୍ତିକ ଆର୍ୟନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଶେହଜାଦା’ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ତେବେ ଫିଲ୍ମ ପାଇଁ ଟିକେଟ ପ୍ରି-ବୁକିଂ ମଧ୍ୟ ଏହି…

ହାଇଟେକ୍‌ କୋଟ ତିଆରି କଲେ ଛାତ୍ର, ପିନ୍ଧି ଅଦୃଶ୍ୟ ହୋଇଯିବେ !…

ବେଜିଂ,୧୬।୨ : ଅନିଲ କପୁରଙ୍କ ଫିଲ୍ମ ମିଷ୍ଟର ଇଣ୍ଡିଆରେ ଏକ ଘଣ୍ଟା ପିନ୍ଧି ସେ ଅଦୃଶ୍ୟ ହୋଇଯାଉଥିଲେ। ବାସ୍ତବ ଜୀବନରେ ଚାଇନାର ଛାତ୍ରମାନେ ଏପରି ଏକ ଉଦ୍ଭାବନ…

ଲୋକାଲ ଟ୍ରେନ୍‌ ଚକାରେ ଲାଗିଲା ନିଆଁ, ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଲେ ଲୋକେ…

ମୁମ୍ବାଇ,୧୬।୨ : ମହାରାଷ୍ଟ୍ରର ଥାନେ ଜିଲାର ଆସନଙ୍ଗାଓ ଷ୍ଟେଶନ ନିକଟରେ ଏକ ଲୋକାଲ ଟ୍ରେନର ଚକାରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ପରେ ଟ୍ରେନରେ ଥିବା…