ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ

ଭୁବନେଶ୍ବର, ୮ା୪(ବ୍ୟୁରୋ): ପ୍ରତ୍ୟେକ ଜିନିଷକୁ ମୂଲ୍ୟଯୁକ୍ତ କରିବା ହେଉଛି ବର୍ତ୍ତମାନ ସମୟର ଆବଶ୍ୟକତା। ଏହି କ୍ରମରେ ନୂତନ ଭାରତର ଅଭିବୃଦ୍ଧି ନିମନ୍ତେ ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା…

ସାଇବର ଠକେଇର ଶିକାର ସ୍ତ୍ରୀଙ୍କୁ ତଲାକ୍‌ ଦେଲେ ସ୍ବାମୀ

ଡେରାବିଶ,୮ା୪(ସ୍ବ.ପ୍ର.): ସାଇବର ଠକେଇର ଶିକାର ହୋଇଥିବା ଜଣେ ମହିଳାଙ୍କୁ ତଲାକ ଦେଇଛନ୍ତି ସ୍ବାମୀ। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ କୁଶିଆପାଳ ପଞ୍ଚାୟତ ବାବୁରାମପାଟଣା ଗଁାରେ…

ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୮।୪(ସ୍ବ.ପ୍ର.): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ…

ବାଲେଶ୍ୱର ମୁଖ୍ୟ ଗିରଫ, ରିମାଣ୍ଡରେ ଆଣି ଜେରା

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୮।୪: ଆମେରିକାରୁ ପରିଚାଳିତ ମୋବାଇଲ ଆପ୍‌ ‘କ୍ଲାଉଡ୍‌ ଫଟ୍‌’ରେ ଅଳ୍ପ ଟଙ୍କା ନିବେଶ କରି ଲକ୍ଷାଧିକ ଟଙ୍କା ପାଇବା ଆଶାରେ ଦେଶବ୍ୟାପୀ ୮୦ ହଜାରରୁ…

ସତର୍କ ରହିବାକୁ ରାଜ୍ୟକୁ ପରାମର୍ଶ

ନୂଆଦିଲ୍ଲୀ,୮ା୪: ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ହସ୍ପିଟାଲଗୁଡ଼ିକରେ ଆସନ୍ତା ସପ୍ତାହରେ ମକ୍‌ଡ୍ରିଲ୍‌…

ବିବାଦରେ ଆଇଟି ନିୟମାବଳୀ ସଂଶୋଧନ

ନୂଆଦିଲ୍ଲୀ, ୮ା୪ (ପି.ଟି.): ସୂଚନା ପ୍ରଯୁକ୍ତି (ଆଇଟି) ନିୟମାବଳୀରେ କରାଯାଇଥିବା କଠୋର ସଂଶୋଧନ ସରକାରଙ୍କୁ ମିଛ ଖବର ନିର୍ଦ୍ଧାରଣ କରିବା ପାଇଁ ନିରଙ୍କୁଶ କ୍ଷମତା ଦେବ। ଏଭଳି…

ହାଇଦ୍ରାବାଦକୁ ୫ ଉଇକେଟରେ ହରାଇଲା ଲକ୍ଷ୍ନୌ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୦ମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ…

ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ

ମାଲକାନଗିରି,୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ବୋମାକୁ ନିଷ୍କ୍ରିୟ କରିବାକୁ ଯାଇ ଜଣେ ଯବାନ ଗୁରୁତର…

୫୦ ଜଣଙ୍କୁ ଗୁଳିକରି ହତ୍ୟା

ଆବୁଜା,୭ା୪: ଉତ୍ତର-କେନ୍ଦ୍ରୀୟ ନାଇଜେରିଆର ଏକ ଗାଁରେ କେତେକ ବନ୍ଧୁକଧାରୀ ପ୍ରବେଶ କରି ଆଖିବୁଜା ଗୁଳି ଚଳାଇଛନ୍ତି। ଫଳରେ ଘଟଣାସ୍ଥଳରେ ୫୦ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟପକ୍ଷେ ବେନୁ…

ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ  ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ…