ମା’ହେବାକୁ ଯାଉଛନ୍ତି ଆଦିଲଙ୍କ ଗର୍ଲଫ୍ରେଣ୍ଡ ତନୁ!

ମୁମ୍ବାଇ: ଡ୍ରାମାକୁଇନ୍‌ ରାଖୀ ସାୱନ୍ତ ତାଙ୍କ ସ୍ବାମୀ ଆଦିଲ ଖାନ ଦୁରାନୀଙ୍କ ସହ ବିବାଦକୁ ଚର୍ଚ୍ଚାରେ ଅଛନ୍ତି। ନିକଟରେ ରାଖି ଆଦିଲଙ୍କ ବିରେଧରେ ଅଭିଯୋଗ କରିଥିଲେ, ଯେଉଁଥିପାଇଁ…

ରାଜରାସ୍ତାକୁ ଓହ୍ଲାଇବେ ଜୁନିୟର ଶିକ୍ଷକ

ଜଳେଶ୍ୱର, ୧୩ା୨(ଡି.ଏନ୍‌.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ…

୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ,୧୩।୨(ସ୍ବ.ପ୍ର): କୋରାପୁଟ ଜିଲାର ମାଛକୁଣ୍ଡ ପୋଲିସ ଦ୍ୱାରା ପାଟ୍ରୋଲିଂ ଚାଲିଥିବାବେଳେ ବଡ ଡୁରାଲ ଗ୍ରାମ ନିକଟରୁ ୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ ହୋଇଛି। ପୂର୍ବ…

ସରିଲା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ: ମାର୍ଚ୍ଚ ୧୩ରୁ ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୩।୨: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ସୋମବାର ଶେଷ ହେବା ସହ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାସେ ପର୍ଯ୍ୟନ୍ତ ମୁଲତବୀ ଘୋଷଣା…

ବନ୍ଦ ଘରୁ ମିଳିଲା ମା’ଙ୍କ ସହ ଦୁଇ ପୁତ୍ରଙ୍କ ମୃତଦେହ

କେନ୍ଦୁଝର/ଚମ୍ପୁଆ (ସ୍ବ.ପ୍ର.): ଚମ୍ପୁଆ ଥାନା ଅନ୍ତର୍ଗତ ଦୁରୁକୁଳିଆ ଗ୍ରାମରେ ଏକ ଘରୁ ପୋଲିସ ଜଣେ ମହିଳା ଏବଂ ତାଙ୍କ ୨ ପୁଅଙ୍କ ମୃତଦେହ ଜବତ କରିଛି। ମୃତ…

ବାକି ପଇସାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ବସ୍ତା, ୧୩।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ସାମାନ୍ୟ ବାକି ପଇସାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ବାବୁଲ ସୁପ୍ରିୟୋ ହସ୍ପିଟାଲରେ ଭର୍ତ୍ତି

କୋଲକାତା,୧୩।୨: ପଶ୍ଚିମବଙ୍ଗ ପର୍ଯ୍ୟଟନ ମନ୍ତ୍ରୀ ତଥା ଗାୟକ ବାବୁଲ ସୁପ୍ରିୟୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ଅପରାହ୍ନରେ ବାବୁଲ ସୁପ୍ରିୟୋଙ୍କୁ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ…

ସରିଲା କ୍ୟାବିନେଟ ବୈଠକ: ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୧୩।୨(ବ୍ୟୁରୋ): ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା…

ଡକାୟତି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଗିରଫ, ସହଯୋଗୀଙ୍କୁ ଖୋଜୁଛି ପୋଲିସ

ବାଲିଗୁଡା,୧୩।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗଡା ପୋଲିସକୁ ବଡ଼ ସଫଳତା ମିଳିଛ। ଏକ ଡକାୟତି ଘଟଣାର ଚାରିଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଅଜୟ ଦିଗାଳକୁ ଗିରଫ କରିଛି…

ଅଟେଇ ଜଙ୍ଗଲରେ ନିଆଁ

ଆନନ୍ଦପୁର,୧୩।୨(ସ୍ବ.ପ୍ର.): ଆନନ୍ଦପୁର ସୀମାନ୍ତ ଘଟଗାଁ ଅଟେଇ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟିଛି। ଜଙ୍ଗଲରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତ ମଧ୍ୟ ଅଗ୍ନିକାଣ୍ଡରେ…