‘ମମ ଶବ୍ଦବିଶ୍ୱମ୍‌’ ଲୋକାର୍ପିତ

ଭୁବନେଶ୍ୱର,୫।୪(ବ୍ୟୁରୋ): ଶବ୍ଦ ହେଉଛି ବ୍ରହ୍ମ। ଶବ୍ଦବ୍ରହ୍ମର ଉପାସନା ହେଉଛି ଶୀର୍ଷସ୍ତରୀୟ ସାଧନା। ଯେଉଁମାନେ ଏହି ସାଧନାରେ ସିଦ୍ଧହସ୍ତ, ସେମାନେ ଯୋଗଜନ୍ମା ଓ ଆମ ସମସ୍ତଙ୍କର ନମସ୍ୟ ବୋଲି…

ସମର୍ଥ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରଜରାଜନଗର,୫।୪ (ଡି.ଏନ.ଏ.): ଝାରସୁଗୁଡା ଜିଲା ତଥା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିବା ନାବାଳକ ସମର୍ଥ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅମିତ ଶର୍ମା ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ…

ତାଇଓ୍ବାନ୍‌ରେ ଚାଇନାର ୫ ଯୁଦ୍ଧବିମାନ, ୪ ଜାହାଜ

ତାଇପେଇ,୫ା୪: ତାଇଓ୍ବାନ୍‌କୁ ବଳପୂର୍ବକ ଦଖଲ ଉଦ୍ୟମ ଜାରି ରଖିଥିବା ଚାଇନା ଏହି ସ୍ବାଧୀନ ଦ୍ୱୀପରାଷ୍ଟ୍ରକୁ ୫ଟି ଯୁଦ୍ଧବିମାନ ଓ ୫ ନୌସେନା ଜାହାଜ ପଠାଇଛି। ରବିବାର ପୂର୍ବାହ୍ନ…

ସ୍ବାମୀଙ୍କୁ କିରୋସିନ ଢାଳି ଜାଳିଦେଲେ ଦ୍ୱିତୀୟ ସ୍ତ୍ରୀ

ଭଞ୍ଜନଗର,୫।୪(ଡି.ଏନ୍‌.ଏ): ବୟସର ଅପରାହ୍ଣରେ ବୃଦ୍ଧ ଦମ୍ପତି ମିଳିମିଶି ରହିଥା’ନ୍ତି। କିନ୍ତୁ ବେଳେବେଳେ ପାରିବାରିକ କଳହ ଅସହ୍ୟ ହୋଇପଡ଼ିଥାଏ, ଯାହାର କରୁଣ ପରିଣତି ଭୋଗିଛନ୍ତି ଗଞ୍ଜାମ ଜିଲା ଭଞ୍ଜନଗର…

ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସର ମେକ୍ସିକୋରୁ ଗିରଫ

ନୂଆଦିଲ୍ଲୀ, ୫ା୪ : ଦିଲ୍ଲୀର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ୍‌ ଗ୍ୟାଙ୍ଗ୍‌ଷ୍ଟର ଦୀପକ ବକ୍ସରଙ୍କୁ ମେକ୍ସିକୋରେ ଗିରଫ କରାଯାଇଛି ଓ ଆସନ୍ତା ସପ୍ତାହରେ ଭାରତ ଅଣାଯିବ। ଫେଡେରାଲ ବ୍ୟୁରୋ…

ଆମ୍ବୁଲାନ୍ସକୁ ଅବରୋଧ କଲା ଭାଜପା ନେତାଙ୍କ କାର୍‌

ଲକ୍ଷ୍ନୌ, ୫ା୪: ଉତ୍ତରପ୍ରଦେଶର ସୀତାପୁର ଜିଲାରେ ଭାଜପା ନେତା ଉମେଶ ମିଶ୍ରାଙ୍କ କାର୍‌ ରାସ୍ତା ଅବରୋଧ କରିବାରୁ ଆମ୍ବୁଲାନ୍ସ ହସ୍ପିଟାଲ ଯାଇ ନ ପାରି ରୋଗୀଙ୍କ ମୃତ୍ୟୁ…

ମେଘାନ୍‌ଙ୍କୁ ଓମେନ୍‌ ଅଫ୍‌ ଭିଜନ୍‌ ଆଓ୍ବାର୍ଡ

ଲଣ୍ଡନ,୫ା୪: ବ୍ରିଟେନ୍‌ର ଡଚେସ୍‌ ଅଫ୍‌ ସସେକ୍ସ ମେଘାନ୍‌ ମାର୍କେଲଙ୍କୁ ଚଳିତବର୍ଷ ଗ୍ଲୋରିଆ ଷ୍ଟେନେମର ଓମେନ୍‌ ଅଫ୍‌ ଭିଜନ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ଆସନ୍ତା ମେ’ ୧୬ରେ ଏମ୍‌ଏସ୍‌…

ଅତୀତର ଭୁଲ୍‌ ଦୋହରାଅନି

ଓ୍ବାଶିଂଟନ/ବେଜିଂ,୫ା୪: ଆମେରିକା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସ ସ୍ପିକର କେଭିନ୍‌ ମ୍ୟାକ୍‌କାର୍ଥି ଚଳିତ ସପ୍ତାହରେ କାଲିଫର୍ନିଆରେ ତାଇଓ୍ବାନ୍‌ ରାଷ୍ଟ୍ରପତି ସାଇ ଇଙ୍ଗ୍‌-ଓ୍ବେନ୍‌ଙ୍କୁ ଭେଟିବେ। ଏନେଇ ହାଉସ୍‌ ସ୍ପିକରଙ୍କ ଅଫିସ୍‌…

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ ଅଯୋଗ୍ୟ…

କୋର୍ଟରେ ଟ୍ରମ୍ପ୍‌ଙ୍କ ଆତ୍ମସମର୍ପଣ

ନ୍ୟୁୟର୍କ/ଓ୍ବାଶିଂଟନ୍‌,୫ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ୨୦୨୪ ପାଇଁ ରିପବ୍ଲିକାନ୍‌ ନୋମିନେଶନ୍‌ ଦୌଡ଼ରେ ସବା ଆଗରେ ଥିବା ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ପର୍ନ ଆକ୍ଟେସ୍‌ ଷ୍ଟର୍ମି ଡାନିଏଲ୍ସଙ୍କୁ…