୨ ମାସର ଶିଶୁକୁ ତତଲା ଲୁହାରଡ୍‌ ଚେଙ୍କ ଦେଲେ କ୍ୱାକ୍‌

ପୋରବନ୍ଦର,୧୨।୨: ଗୁଜରାଟର ପୋରବନ୍ଦର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୨ ମାସର ଶିଶୁକନ୍ୟାର କାଶ ଭଲ କରିବାକୁ ଯାଇ ଜଣେ କ୍ୱାକ୍‌ ତାଙ୍କୁ ତତଲା ଲୁହାରଡ୍‌…

ମହିଳା ଟି୨୦ ବିଶ୍ୱକପ: ପାକିସ୍ତାନକୁ ୭ ଉଇକେଟରେ ହରାଇଲା ଭାରତ

କେପ୍‌ ଟାଉନ, ୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୭ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୪…

ହାଇୱା ଧକ୍କାରେ ଚାଲିଗଲା ଖବରଦାତାଙ୍କ ଜୀବନ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଜୁଡ଼ିଆ ଘାଟି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ରବିବାର ଏକ ହାଇୱା ଧକ୍କାରେ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୧୨।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ସାନପୋଡାଗୁଡ଼ା ପଞ୍ଚାୟତ ଅଧୀନ କଲୋନୀପଡ଼ାର ଦାଦନ ଶ୍ରମିକ କୃତିକ ମାଝି (୩୫)ଙ୍କ ଶନିବାର ବିଜୟୱାଡାରେ ମୃତ୍ୟୁ ଘଟିଥିବା…

ତୁର୍କୀ, ସିରିଆ ଭୂକମ୍ପ ମୃତ୍ୟୁସଂଖ୍ୟା ୫୦,୦୦୦ ଟପିବା ଆଶଙ୍କା : ଜାତିସଂଘ

ନ୍ୟୁୟର୍କ,୧୨।୨: ତୁର୍କୀ ଓ ସିରିଆ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ଥମିବାର ନାଁ ନେଉନାହିଁ। ରବିବାର ମୃତ୍ୟୁ ସଂଖ୍ୟା ୩୩,୦୦୦ ଛୁଇଁଛି। ମୃତ୍ୟୁସଂଖ୍ୟା ୫୦ ହଜାର ଟପିବା ନେଇ…

ବାଂଲାଦେଶର ଆଗାମୀ ରାଷ୍ଟ୍ରପତି ହେବେ ମହମ୍ମଦ ସହାବୁଦ୍ଦିନ ଚୁପ୍ପୁ

ଢାକା,୧୨।୨: ବାଂଲାଦେଶର ୨୨ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ମହମ୍ମଦ ସହାବୁଦ୍ଦିନ ଚୁପ୍ପୁ। ପାର୍ଲାମେଣ୍ଟରେ ନିରଙ୍କୁଶ ସଂଖ୍ୟାଗରିଷ୍ଠ ଥିବା ଶାସକ ଦଳ ଆଓ୍ବାମି ଲିଗ୍‌ ଚୁପ୍ପୁଙ୍କୁ ଦେଶର ଏହି…

ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଗୁରୁତର

ଆଠଗଡ଼,୧୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ଜେନାପଦା ମଝି ସାହିରେ ରବିବାର ସନ୍ଧ୍ୟାରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି। ସେମାନେ…

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୨।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ…

ଥରିଲା ଆସାମ

ଗୁଆହାଟୀ,୧୨।୨: ଆସାମର ନାଗାଓଁ ଜିଲାରେ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୦ ରହିଛି।ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।…

ଭାରତକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା ପାକିସ୍ତାନ

କେପ୍‌ଟାଉନ୍‌,୧୨।୨: ଆଇସିସି ମହିଳା ଟି-୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟରେ ଭାରତ ସମ୍ମୁଖରେ ପାକିସ୍ତାନ ୧୫୦ ରନ ଲକ୍ଷ୍ୟ ରଖିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…