ବିନା ଡାକ୍ତରରେ ଚାଲିଛି ୫ ସ୍ବାସ୍ଥ୍ୟକେନ୍ଦ୍ର

କେନ୍ଦୁଝର,୩୦ା୩(ସ୍ବ.ପ୍ର.): ଖଣିଖାଦାନ ଭରା କେନ୍ଦୁଝର ଜିଲାର ହାଟଡ଼ିହୀ ବ୍ଲକ୍‌ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକ୍‌ରେ ଥିବା ୫ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବିନା ଡାକ୍ତରରେ ଚାଲିଛି। ଏଥିସହ ଶାଳନୀୟା…

କନଷ୍ଟେବଲ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ରାୟ ଉପରେ ନିର୍ଭର କରିବ ନିଯୁକ୍ତି

କଟକ ଅଫିସ,୩୦ା୩: ରାଜ୍ୟରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାଏର ୫ଟି ମାମଲାର ଏକତ୍ର ଶୁଣାଣି ବୁଧବାର ହୋଇଛି। ବିଚାରପତି ଆଦିତ୍ୟ କୁମାର ମହାପାତ୍ରଙ୍କ…

ଆମେରିକାର କୋର୍ଟରେ ୨୬/୧୧ ମୁମ୍ବାଇ ଆକ୍ରମଣ ମୁଖ୍ୟ ଅଭିଯୁକ୍ତ ତହଓ୍ବୁର ରାଣା…

ଓ୍ବାଶିଂଟନ,୩୦।୩ : ୨୦୦୮ରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ପାକିସ୍ତାନୀ-କାନାଡିୟ ବ୍ୟବସାୟୀ ତାହଓ୍ବୁର ରାଣା ୨୦ ମାସରୁ ଅଧିକ ସମୟ ଧରି ଭାରତକୁ ତାଙ୍କ ପ୍ରତ୍ୟର୍ପଣ ଆଦେଶକୁ…

ଆଜି ଶ୍ରୀରାମ ନବମୀ, ରାମମନ୍ଦିର ଚଳଚଞ୍ଚଳ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଆଜି ଅର୍ଥାତ୍‌ ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ଏନେଇ ରାଜଧାନୀ ଭୁବନେଶ୍ୱରର ଶ୍ରୀରାମ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ…

ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ନିର୍ବିରୋଧ ଅଧ୍ୟକ୍ଷ ହେବା ନିଶ୍ଚତ…

ଓ୍ବାଶିଂଟନ,୩୦।୩ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କର ଅଧ୍ୟକ୍ଷ ହେବା ପ୍ରାୟ ନିଶ୍ଚିତ। ବୁଧବାର ଏହି ପଦବୀ ପାଇଁ ନାମାଙ୍କନ ଶେଷ ହୋଇଛି। ଅନ୍ୟ କୌଣସି…

ନକଲି ଟିପିରେ ଖଣିକୁ ବାଲି ଚାଲାଣ

ଯାଜପୁର ଅଫିସ,୩୦।୩: ନକଲି ଟ୍ରାନ୍‌ଜିଟ୍‌ ପାସ୍‌(ଟିପି) ତିଆରି କରି ଯାଜପୁର ଜିଲା କାଳିଆପାଣି ଇମ୍ଫା ଏବଂ ଓଏମ୍‌ସି ଖଣି ଅଞ୍ଚଳକୁ ବାଲି, ପଥର ଆଦି ଲଘୁ ଖଣିଜ…

ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ପିଲାଙ୍କୁ ଗାଳିଗୁଲଜ କଲେ ଖଲିସ୍ତାନ ସମର୍ଥକ

ନ୍ୟୁୟର୍କ,୩୦।୩: ଭାରତ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଖଲିସ୍ତାନ ସମର୍ଥକମାନେ ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କ ପିଲାମାନଙ୍କୁ ଗାଳିଗୁଲଜ କରିବା ସହ ହଇରାଣ କରିବାକୁ ଯୋଜନା…

ଅତ୍ୟାବଶ୍ୟକ ଔଷଧ ତାଲିକାରେ ସାମିଲ ହୋଇପାରେ ମେଦବହୁଳତା ଔଷଧ: ଡବ୍ଲୁଏଚଓରେ ଆବେଦନ…

ଜେନେଭା,୩୦।୩ : ମେଦବହୁଳତାର ମୁକାବିଲା କରିବା ପାଇଁ ଅତ୍ୟାବଶ୍ୟକ ଔଷଧ ତାଲିକାରେ ପ୍ରଥମ ଥର ପାଇଁ ମେଦବହୁଳତା ଔଷଧ ସାମିଲ ହୋଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ର…

ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱ ଶିଖିଲା ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭଶୀଳତା ଜରୁରୀ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୩୦।୩: ୟୁକ୍ରେନ୍‌ ଯୁଦ୍ଧ ପରେ ସମଗ୍ର ବିଶ୍ୱ ବୁଝିଛି, ଦେଶ ଯେତେ ବଡ଼ ଏବଂ ବିକଶିତ ହେଲେ ମଧ୍ୟ ଏହାର କୌଣସି ଫରକ ପଡ଼ିବ ନାହିଁ। ଯଦି…

ଚଣ୍ଡିତାଳରୁ ୧୦୦୦ ବର୍ଷର କୂଅ ଠାବ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଚଣ୍ଡିତାଳ ଗ୍ରାମରୁ ଠାବ ହୋଇଛି ଏକ ପ୍ରାଚୀନ କୂଅ। ଐତିହ୍ୟ ଓ ସଂସ୍କୃତି ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ…