୫ରେ ବାସୁଦେବପୁର ବ୍ଲକ ଅଫିସ ଘେରିବେ ଗାଁସାଥୀ

ଭଦ୍ରକ ଅଫିସ,୨୮।୩- ଗାଁସାଥୀ (ମେଟ୍‌) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର ଭଦ୍ରକ ଜିଲା ଶାଖା ପକ୍ଷରୁ ସ୍ଥାନୀୟ ସୀତାରାମ କଲ୍ୟାଣ ମଣ୍ଡପଠାରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ଅକ୍ଟୋବର ସୁଦ୍ଧା ସରିବ କାର୍ଯ୍ୟ

ଧାମନଗର,୨୮।୩ (ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ସାମିଲ ହେଇଥିବା ଭଦ୍ରକ ଜିଲାର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ

ରୂପସା, ୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗୁତୁଡ଼ିହା ଗ୍ରାମର ଏକ ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।…

ବରଗଡ଼ରେ ଚାଞ୍ଚଲ୍ୟ: ହତ୍ୟାପରେ ଅଜଣା ଯୁବକଙ୍କୁ ପୋଡ଼ିଦେଲେ

ବରଗଡ଼ ଅଫିସ,/ଭେଡେନ, ୨୮।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ରୂଷୁଡା ଫାଣ୍ଡି ଅନ୍ତର୍ଗତ ଦେଶଭଟଲି ମେଗା ଗ୍ରୀଡ୍‌ ନିକଟ ରାସ୍ତାରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଜଣେ ଅଜଣା…

ଗଣତନ୍ତ୍ର ସମ୍ମିଳନୀରୁ ବାହାରିଲା ପାକିସ୍ତାନ…

ଓ୍ବାଶିଂଟନ,୨୮।୩ : ଚାଇନାର ନିକଟତମ ସହଯୋଗୀ ପାକିସ୍ତାନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଦୃଢ଼ କରିବା ପାଇଁ ଦ୍ୱିପାକ୍ଷିକ ଭାବେ ଆମେରିକା ସହ ଜଡିତ ହେବା ପରିବର୍ତ୍ତେ ମଙ୍ଗଳବାର ୱାଶିଂଟନରେ…

ୟୁକ୍ରେନ୍‌ରୁ ଫେରିଥିବା ମେଡିକାଲ ଛାତ୍ରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୮।୩: ୟୁକ୍ରେନରୁ ଭାରତ ଫେରିଥିବା ଡାକ୍ତରୀ ଛାତ୍ରମାନଙ୍କୁ ଭାରତରେ ଏମ୍‌ବିବିଏସ୍‌ ଡିଗ୍ରୀ ହାସଲ କରିବାର ସୀମିତ ସୁଯୋଗ ଦିଆଯିବ। କେନ୍ଦ୍ର ସରକାରଙ୍କ ଏକ ଉତ୍ତର ପରେ ସୁପ୍ରିମକୋର୍ଟ…

ଇରାନ-ସୌଦି ଶାନ୍ତି ପାଇଁ ପ୍ରସ୍ତୁତ: ଜିନପିଙ୍ଗ…

ବେଜିଂ,୨୮।୩ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ମଙ୍ଗଳବାର କହିଛନ୍ତି ଯେ ଆମେ ଆଶା କରୁଛୁ ଯେ ଉଭୟ ଇରାନ ଏବଂ ସୌଦି ଆରବ ସେମାନଙ୍କ ସମ୍ପର୍କକୁ…

ଖସିଲା ମାଟି ଅତଡ଼ା: ୨ ମୃତ, ୨ ଗୁରୁତର

କୋରାପୁଟ,୨୮।୩(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ଥାନା ଅନ୍ତର୍ଗତ ହିକିମପୁଟ ଗ୍ରାମନିକଟସ୍ଥ ଲେଞ୍ଜିପୁଟ ନାଳରେ ମଙ୍ଗଳବାର ମାଟି ଅତଡ଼ା ଖସିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ…

ପୁଣି ସାବରମତି ଜେଲ୍‌ ଫେରିଯିବେ ଅତିକ

ପ୍ରୟାଗରାଜ,୨୮।୩: ୪୪ ବର୍ଷ ଧରି ଅପରାଧ ଜଗତରେ ଆତଙ୍କ ଚଳାଇଥିବା ଅତିକ ଅହମ୍ମଦଙ୍କୁ ପ୍ରଥମ ଥର ପାଇଁ ଦଣ୍ଡିତ କରାଯାଇଛି। ୨୦୦୬ ଉମେଶ ପାଲ ଅପହରଣ ମାମଲାରେ…

୧୮ଫାର୍ମା କମ୍ପାନୀ ଉପରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୮।୩: ନକଲି ଏବଂ ନିମ୍ନ ମାନର ଔଷଧ ଉତ୍ପାଦନ ପାଇଁ ଭାରତ ସରକାର ୧୮ଟି ଫାର୍ମା କମ୍ପାନୀର ଲାଇସେନ୍ସ ରଦ୍ଦ କରାଯାଇଛି। ଏଥିସହ ଉକ୍ତ କମ୍ପାନୀଗୁଡ଼ିକୁ ଉତ୍ପାଦନ…