ଏବେ କଲମ୍ବିଆରେ ଚାଇନା ଗୁପ୍ତଚରୀ ବେଲୁନ…

ବୋଗୋଟା,୬।୨ : ଚାଇନା ଏହାର ବେଆଇନ କାର୍ଯ୍ୟରୁ ନିବୃତ୍ତ ହେବାର ନାମ ନେଉନାହିଁ। ଆମେରିକାର ବାୟୁମଣ୍ଡଳରେ ଚାଇନାର ଗୁପ୍ତଚରୀ ବେଲୁନ ଦେଖାଦେବା ପରେ ବର୍ତ୍ତମାନ କଲମ୍ବିଆର ବାୟୁମଣ୍ଡଳରେ…

ରିସ୍କ୍‌ ନେବାକୁ ଚାହୁଁ ନାହାନ୍ତି ଶାହାବାଜ: ୯୦୦ ଶହ କୋଟି ରାଜକୋଷ କ୍ଷତି ଯୋଗୁ ଆଇଏମଏଫ ସହାୟତାରେ ବାଧା…

ଇସଲାମାବାଦ,୬।୨ : ଦେଶର ଆର୍ଥିକ ନିଅଣ୍ଟ ୯୦୦ ଶହ କୋଟି ଟଙ୍କା ଯୋଗୁ ପାକିସ୍ତାନ ସଙ୍କଟରେ ରହିଛି। ସେ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)…

ତୃତୀୟଥର ଗ୍ରାମୀ ପୁରସ୍କାର ଜିତିଲେ ଭାରତର ରିକି କେଜ୍‌

ବହୁ ପ୍ରତୀକ୍ଷିତ ସଂଗୀତ ପୁରସ୍କାର ‘ଗ୍ରାମୀ’ରେ ପୁଣି ଥରେ ଭାରତର ବିଜୟ ପତାକା ଉଡିଛି। ବେଙ୍ଗାଲୁରୁର ସଂଗୀତକାର ରିକି କେଜ ତୃତୀୟଥର ଗ୍ରାମୀ ପୁରସ୍କାର ପାଇଛନ୍ତି। ତାଙ୍କ…

ପୁଣି ପ୍ରେମରେ ପଡିଲେ ଇମ୍ରାନ

ବଲିଉଡ ଅଭିନେତା ଇମ୍ରାନ ଖାନ ତାଙ୍କର ପ୍ରଥମ ଫିଲ୍ମ ‘ଜାନେ ତୁ ୟା ଜାନେ ନା’ ସହିତ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ଏହାପରେ ଇମ୍ରାନ ଅନେକ…

ଖାଦ୍ୟ ପ୍ରିୟ ଥିଲେ ଲତା ଦିଦି

ମୁମ୍ବାଇ: ‘ମେରି ଆୱାଜ ହି ପେହେଚାନ ହୈ ମେରି..’ ବାସ୍ ଏଇ ଗୋଟିଏ ଧାଡି ହିଁ ତାଙ୍କର ପରିଚୟ । ଭାରତ ରତ୍ନ, ସୁର ସାମ୍ରାଜ୍ଞୀ ଲତା…

ପୁଣି ମଧ୍ୟସ୍ଥତା ଉଦ୍ୟମ…

ଜେରୁଜେଲମ୍‌,୬।୨ : ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ନାଫ୍ଟାଲି ବେନେଟ ପୁଣି ଥରେ ରୁଷିଆ-ୟୁକ୍ରେନ ଯୁଦ୍ଧରେ ମଧ୍ୟସ୍ଥତା କରିବାର ଉଦ୍ୟମ କରିଛନ୍ତି। ଏହି ମର୍ମରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର…

ନିରକ୍ଷର ୩୦ ପିଲା ପାଠ ପଢ଼ିବେ

ନୟାଗଡ଼ ଅଫିସ,୬ା୨:ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ ବାଣ୍ଠପୁର ପଞ୍ଚାୟତ ନାଣ୍ଡିଗିରି ଗଁାର ୩୦ ଅପାଠୁଆ ପିଲା ପାଠ ପଢ଼ିବାକୁ ଯାଉଛନ୍ତି। ନୟାଗଡ଼ ବ୍ଳକ ପାଣିପୋଇଲାସ୍ଥିତ ମଦର ଆବାସିକ…

ଗଣତନ୍ତ୍ର ସମର୍ଥକ ୪୭ ନେତାଙ୍କ ବିରୋଧରେ ମାମଲା…

ହଂକଂ,୬।୨ : ହଂକଂରେ ଗଣତନ୍ତ୍ର ସମର୍ଥକ ୪୭ ଜଣ ନେତାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାର ବିଚାର ଆରାମ୍ଭଜ ହେବ। ଏହି ସମସ୍ତ ନେତା ଜାତୀୟ ସୁରକ୍ଷା…

ଆମେରିକାର କଲରାଡୋରେ ଫୁଟିଲା ଗୁଳି ୧ ମୃତ, ୪ ଆହତ

କଲରାଡୋ,୬ ।୨: ଆମେରିକାରେ ଲଗାତାର ଗୁଳିକାଣ୍ଡ ଘଟଣା ଏବେ ସମସ୍ତଙ୍କୁ ଯେମିତି ଚିନ୍ତାରେ ପକାଇ ଦେଇଛି । କଲରାଡୋର ଫାଲକନ ଅଞ୍ଚଳରେ ରବିବାର ଅର୍ଥାତ୍ ୫ ଫେବୃୟାରୀରେ…

ପରିଚୟ ହରାଉଛି ଐତିହାସିକ ହାତିଆଶୁଣୀ

କାଏମା,୬ା୨(ଡି.ଏନ.ଏ.):ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତ ମଧ୍ୟଭାଗରେ ଐତିହାସିକ ବୌଦ୍ଧ କୀର୍ତ୍ତି ସମ୍ପନ୍ନ କାଏମା ପାହାଡ଼ ଅବସ୍ଥିତ। ଏହାର ପାଦ ଦେଶରେ ବୌଦ୍ଧ କୀର୍ତ୍ତିରାଜି…