ମହାରାଷ୍ଟ୍ରରେ ବଢୁଛି କୋଭିଡ୍‌ ସଂକ୍ରମଣ

ମୁମ୍ବାଇ, ୨୮ା୩: ମହାରାଷ୍ଟ୍ରରେ କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ମୁମ୍ବାଇର କେତେକ ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର କୋଭିଡ୍‌ ଓ୍ବାର୍ଡ ଖୋଲାଯାଇଛି। ଏପରିକି ହସ୍ପିଟାଲରେ ମାସ୍କ ବ୍ୟବହାର ଏବଂ କୋଭିଡ୍‌…

ଛାତରେ ଫଳୁଛି ସେଓ, ଅଙ୍ଗୁର

ନବରଙ୍ଗପୁର,୨୮।୩(ବି.ପ୍ର.):ନବରଙ୍ଗପୁର ଚାମୁରିଆଗୁଡ଼ାସ୍ଥିତ ଜଗନ୍ନାଥ ରଥ ଜଣେ ଭେଷଜକ। ରୋଗୀଙ୍କୁ ସେବା ଯୋଗାଇବା ସହ ପ୍ରକୃତିକୁ ମଧ୍ୟ ସେତିକୁ ଭଲ ପାଆନ୍ତି। ନିଜ ଘରେ ବିଭିନ୍ନ ବୃକ୍ଷ ଲତା…

ଶ୍ରୀରାମ ନବମୀରେ ମହାଯଜ୍ଞ: ଆଖଣ୍ଡଳମଣିରୁ ଗଲା ଆଜ୍ଞାମାଳ

ଆରଡି,୨୮।୩(ଡି.ଏନ୍‌.ଏ.): ଆସନ୍ତା ଗୁରୁବାର ପବିତ୍ର ଶ୍ରୀରାମ ନବମୀ । ଏହି ଅବସରରେ ଭଦ୍ରକରେ ମହାଯଜ୍ଞ ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ବାବା ଆଖଣ୍ଡଳମଣିଙ୍କ ପୀଠରୁ ଆଜ୍ଞାମାଳ ବାହାରି…

ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ପ୍ରତିକ୍ରିୟା ରଖିଲେ ରାହୁଲ

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ତାଙ୍କ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ବର୍ତ୍ତମାନ ରାହୁଲ ଗାନ୍ଧୀ ଏହାକୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି।…

ଶୁଣାଣି ପାଇଁ ଆଉ କିଛି ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୩: ଉତ୍ତରପ୍ରଦେଶରେ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଅତିକ ଅହମ୍ମଦଙ୍କ ଆବେଦନର ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଗୁଜୁରାଟ ଜେଲରୁ ଉତ୍ତରପ୍ରଦେଶକୁ…

୧୧ଟି ଭାଷାରେ ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ପ୍ରକାଶ କଲା ଏଏପି

ନୂଆଦିଲ୍ଲୀ,୨୮।୩: ଆମ ଆଦମୀ ପାର୍ଟି(ଏଏପି) ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ୧୧ଟି ଭାଷାରେ ପ୍ରକାଶ କରିଛି। ତେବେ ୩୦ ମାର୍ଚ୍ଚ ସୁଦ୍ଧା ‘ମୋଦି ହଟାଓ ଦେଶ…

ବନ୍ଧୁଙ୍କ ପାଇଁ ମଶାଣି ପାଲଟିଛି ଘର

ମାଥିଲି,୨୮ା୩ (ଡି.ଏନ.ଏ.):ମଶାଣି ନାଁ ଶୁଣିଲେ ସାଧାରଣତଃ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ଜଣେ ମୃତ୍ୟୁବରଣ କରିବା ପରେ ସେଠାକୁ କୋକେଇରେ ଯାଏ। ମାତ୍ର ମାଥିଲି ବ୍ଲକରେ…

ଓସ୍କାର ପାଇବା ପାଇଁ ନିର୍ମାତା ଖର୍ଚ୍ଚ କରିଛନ୍ତି ୮୦ କୋଟି? ରାଜାମୌଲିଙ୍କ ପୁଅ କାର୍ତ୍ତିକେୟ ଦେଲେ ଜବାବ

ମୁମ୍ବାଇ: ଚଳଚ୍ଚିତ୍ର ନିର୍ମାତା ଏସ୍‌ଏସ୍‌ ରାଜାମୌଲିଙ୍କ ସୁପରହିଟ୍‌ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଗୀତ‘ନାଟୁ ନାଟୁ ’ଓସ୍କାର ଜିତି ଇତିହାସ ସୃଷ୍ଟି କରିଛି। ଆନ୍ତର୍ଜାତୀୟ ସ୍ତରରେ ‘ଆର୍‌ଆର୍‌ଆର୍‌’ର ବିଜୟକୁ ସମଗ୍ର…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା: ମିଶନ ଶକ୍ତି ସଚିବ କଲେ ଦର୍ଶନ

ପୁରୁଷୋତ୍ତମପୁର,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ…

ସୁବର୍ଣ୍ଣପୁରରେ ରାହଗିରି ପାଇଁ ପ୍ରସ୍ତୁତି

ସୋନପୁର,୨୮।୩(ନି.ପ୍ର.): ଅପ୍ରେଲ ୧ ତାରିଖ ଓଡିଶା ଦିବସ ଓ ୩୦ତମ ସୁବର୍ଣ୍ଣପୁର ଜିଲା ପ୍ରତିଷ୍ଠା ଦିବସ। ଏହି ଦିବସକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ସୁବର୍ଣ୍ଣପୁରର…