ଦିଲ୍ଲୀରୁ ଫେରି ଶୁଦ୍ଧି ହେଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୪।୨: ଦିଲ୍ଲୀରେ ୭୪ତମ ଜାତୀୟ ସାଧାରଣତନ୍ତ୍ର ଦିବସରେ ନୂଆପଡ଼ା ଜିଲାର ଆଦିବାସୀ ଭୁଞ୍ଜିଆ ଦମ୍ପତି ଭୁଜବଲ ମାଝି ଓ କୁଞ୍ଜବାଇ ମାଝି ରାଜଅତିଥି ଭାବେ ଯୋଗଦେଇ…

ତିର୍ତ୍ତୋଲ ବିଧାୟକଙ୍କ ନାମରେ ମାମଲା ରୁଜୁ

ଜଗତ୍‌ସିଂହପୁର ଅଫିସ, ୪ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ପ୍ରତାରଣା ଅଭିଯୋଗ ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଥାନାରେ ମାମଲା (ନଂ. ୯୫/୨୩) ରୁଜୁ କରାଯାଇଛି।…

ଆମେରିକା ଉପରେ ଚାଇନାର ବେଲୁନ ଦେଖି ବଢିଲା ଟେନସନ, ବ୍ଲିଙ୍କନଙ୍କ ବେଜିଂ ଯାତ୍ରା ସ୍ଥଗିତ

ୱାଶିଂଟନ,୪ ।୨: ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପେଣ୍ଟାଗନ’ କହିଛି ଦେଶରେ ଏକ ଚାଇନା ଗୁଇନ୍ଦା ବେଲୁନ ଦେଖାଯାଇଛି । ୩ଟି ବସ ଆକାରର ଏହି ବେଲୁନ ବୈଦେଶିକ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଭୁବନେଶ୍ବର, ୪ା୨(ବ୍ୟୁରୋ): କେନ୍ଦ୍ର ସରକାର ଚଳିତ ଆର୍ଥତ୍କ ବର୍ଷ ୨୦୨୩-୨୪ର ବଜେଟ୍‌ ପାର୍ଲାମେଣ୍ଟରେ ଆଗତ କରିଛନ୍ତି। ଏହି ବଜେଟ୍‌କୁ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଖକୁ ପହଞ୍ଚାଇବା ଉଦ୍ଦେଶ୍ୟରେ…

ମନ୍ତ୍ରୀଙ୍କ ଗସ୍ତରେ ବନ୍ଧୁକ ହଟାଗଲା

କେନ୍ଦ୍ରାପଡ଼ା ଅଫିସ, ୪ା୨: ପୋଲିସକୁ ମନ୍ତ୍ରୀମାନେ ଏବେ ଭୟ କଲେଣି। ପୋଲିସ ଗୁଳିରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଜୀବନ ଯିବା ପରେ ଏହାର ପ୍ରଭାବ ଦେଖିବାକୁ…

ଏହି ଦିନ ଓଟିଟିକୁ ଆସିବ ‘ସଲାମ ଭେଙ୍କି’

ମୁମ୍ବାଇ: ଚମତ୍କାର ଅଭିନୟ ସହିତ ବଲିଉଡରେ ଏକ ପରିଚୟ ସୃଷ୍ଟି କରିଥିବା କାଜୋଲ ଫେବୃୟାରୀ ୧୦ରେ ଓଟିଟିରେ ହଇଚଇ ସୃଷ୍ଟି କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବାସ୍ତବରେ,…

ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି।…

ପୋଲିସ ଉପରେ ଭରସା ନାହିଁ: ଜୟନାରାୟଣ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ପୋଲିସ ଗୁଳିରେ ମୃତ୍ୟୁ ହେବା ପରେ ବିଧାୟକ ଓ ମନ୍ତ୍ରୀମାନେ ସତର୍କ ହୋଇ ପଡ଼ିଛନ୍ତି। ପୋଲିସ ଉପରେ ସେମାନଙ୍କର ଭରସା…

ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ମୋର ଧର୍ମ: ସୁନକ

ଲଣ୍ଡନ,୪ ।୨: ମୂଳ ଭାରତୀୟ ବାସିନ୍ଦା ତଥା ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଗତ ବର୍ଷ ରାଜନୈତିକ ଉତ୍ଥାନ ପତନ ମଧ୍ୟରେ ୧୦ କାଉଣ୍ଟିଂ ଷ୍ଟ୍ରିଟରେ ଶୀର୍ଷ…

ପାଟନା ବଦଳରେ ରାଜସ୍ଥାନ ପହଞ୍ଚାଇଲା ବିମାନ, ତଦନ୍ତ ନିର୍ଦ୍ଦେଶ ଦେଲା ଡିଜିସିଏ

ନୂଆଦିଲ୍ଲୀ,୪।୨: ଇଣ୍ଡିଗୋ ଏୟାରଲାଇନ୍ସ ଜଣେ ଯାତ୍ରୀଙ୍କୁ ବିହାର ବଦଳରେ ରାଜସ୍ଥାନରେ ପହଞ୍ଚାଇଦେଇଛି। ଏହି ପ୍ରସଙ୍ଗରେ ଶୁକ୍ରବାର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ତଦନ୍ତ ପାଇଁ ନିର୍ଦ୍ଦେଶ…