ବିଜୟୀ ବସନ୍ତ

ବିଜୟରୁ କ୍ୟାରିୟର ଆରମ୍ଭ ଓ ଶେଷ । ଜଣେ ଖେଳାଳି ପ୍ରଥମ ଓ ଶେଷ ଉଇକେଟ । ୨୩ ଥର ୫ ଉଇକେଟ ସଫଳତା । ୧୫…

ବେପରୁଆ ଢଙ୍ଗରେ ଗାଡ଼ି ଚଲାଇବା ପୂର୍ବରୁ ଥରେ ଦେଖନ୍ତୁ ଏହି ଭିଡିଓ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଦେଖିବାକୁ ମିଳୁଛି। ଏଥିରୁ କିଛି ଭିଡିଓ ଚିନ୍ତାଜନକ ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି।…

ପିଡି ଦାୟିତ୍ୱ ନେଲେ ନୀଳମାଧବ

ଛତ୍ରପୁର,୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ଭାବେ ନୀଳମାଧବ ଭୋଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ବ୍ରହ୍ମପୁର ମହାନଗର ନିଗମର…

ଦେଶରେ ଆଜି ୯୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯ ନୂଆ କରୋନା…

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଧମକ

ମୁମ୍ବାଇ,୩।୨: ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ରହିଛି। ଏନଆଇଏ ଏକ ଧମକପୂର୍ଣ୍ଣ ଇମେଲ ପାଇବା ପରେ ଦେଶର ବିଭିନ୍ନ ସହରକୁ ସତର୍କ କରାଯାଇଛି। ଏନଆଇଏ ମଧ୍ୟ…

ଇମ୍ରାନଙ୍କୁ ମନେ ପକାଇଲେ ଶେହବାଜ

ଇସଲାମାବାଦ,୩ା୨: ପାକିସ୍ତାନର ପେଶଓ୍ବାର ମସଜିଦରେ ଆତ୍ମଘାତୀ ଆକ୍ରମଣ ପରେ ପଡ଼ୋଶୀ ଦେଶରେ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ…

ଆଦାନୀ ଗ୍ରୁପ୍‌ ସହ ଜଡିତ କମ୍ପାନୀରୁ ଇସ୍ତଫା ଦେଲେ ବୋରିସ ଜନସନଙ୍କ ଭାଇ

ଲଣ୍ଡନ,୩।୨: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସାନଭାଇ ଲର୍ଡ ଜୋ ଜନସନ ଆଦାନୀ ଏଣ୍ଟରପ୍ରାଇଜେସ ସହ ଜଡିତ ଏକ କମ୍ପାନୀର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି।…

‘କୋରାପୁଟର ମାଟି, ପାଣି, ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ’

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସେଠାରେ ପହଞ୍ଚିବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌…

ଆଦାନୀଙ୍କୁ ନେଇ ପୁଣି ସଂସଦରେ ହୋହାଲ୍ଲା: ୨ଟା ଯାଏ ଗୃହ ମୁଲତବୀ

ନୂଆଦିଲ୍ଲୀ,୩।୨: ବଜେଟ ଅଧିବେଶନର ଚତୃର୍ଥ ଦିନରେ ମଧ୍ୟ ସଂସଦରେ ବିରୋଧୀ ହଟ୍ଟଗୋଳ କରିଛନ୍ତି। ଶୁକ୍ରବାର ଅଧିବେଶନ ଆରମ୍ଭ ହେବା ପରଠାରୁ ବିରୋଧୀ ଗୃହରେ ହୋହାଲ୍ଲା କରିଥିଲେ। ଫଳରେ…

୬୫ କେଜି କୁଟୁରା ମାଂସ ଜବତ, ଜଣେ ଗିରଫ

ଓଡ଼ଗାଁ,୩ା୨(ସ୍ବ.ପ୍ର.): ଓଡ଼ଗାଁ ବନାଞ୍ଚଳ ଅଧିନସ୍ଥ ରଙ୍ଗଣୀପାଟଣା ଛକରୁ ବନ ବିଭାଗ ୬୫ କେଜି ଜଙ୍ଗଲୀ ମାଂସ ସହିତ ଏକ ଗାଡ଼ି ଜବତ ହୋଇଛି। ଏହା ସହିତ କୋମଣ୍ଡ…