ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୫ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଦିନକ ପରେ ଶୁକ୍ରବାର ଲୋକ…

କାଳବୈଶାଖୀ କ୍ଷୟକ୍ଷତି ଆକଳନ କଲେ ଅଧିକାରୀ

ବୈଶିଙ୍ଗା,୨୫ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଗତ ତିନିଦିନ ତଳେ ତାଣ୍ଡବ ରଚିଥିଲା। ଏଥିରେ ବୈଶିଙ୍ଗା ଥାନା ଅନ୍ତର୍ଗତ ପାଟଳିପୁରା ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀ ଅବବାହିକା ଓ…

ଟ୍ରକ୍‌ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଭୁବନ, ୨୫ା୩(ଡି.ଏନ୍‌.ଏ.): ସରିଥିଲା ମାଟ୍ରିକ୍‌ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ…

ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ

ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି ହାତୀପଲ…

ପ୍ରଧାନ ଶିକ୍ଷକଙ୍କ ମାଡ଼ରେ ଛାତ୍ରୀଙ୍କ ହାତ ଭାଙ୍ଗିଲା

ବେଲପଡ଼ା,୨୫ା୩(ଡି.ଏନ୍‌.ଏ.): ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରାଯାଇଥିବା ସତ୍ତ୍ୱେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମରାଯିବା ଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡ଼ା…

ପ୍ରଣବଙ୍କୁ ଭେଟିଲେ କାଉନ୍‌ସିଲର

ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ବିବାଦ ଓ ପୌରାଞ୍ଚଳର ବିକାଶଧାରାକୁ ସ୍ବାଭାବିକ କରିବା ଲକ୍ଷ୍ୟରେ ଶୁକ୍ରବାର କାଉନ୍‌ସିଲରମାନେ ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ…

ଟ୍ରେନ୍‌ ଧକ୍କାରେ ଯାଇଛି ୧୮୬ ଜଣଙ୍କ ଜୀବନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଟ୍ରେନ ଧକ୍କା, ଟ୍ରେନ୍‌ରୁ ଖସି ଓ ଆତ୍ମହତ୍ୟାଜନିତ ମୃତ୍ୟୁ ମାମଲା ବଢ଼ିବାରେ ଲାଗିଛି। ଟ୍ରେନ୍‌ ଲାଇନ୍‌ରେ ଲୋକଙ୍କ ଜୀବନ ଯିବା ଘଟଣା ଉପରେ…

ଯକ୍ଷ୍ମା ନିୟନ୍ତ୍ରଣରେ ମୟୂରଭଞ୍ଜ ରାଜ୍ୟରେ ଶ୍ରେଷ୍ଠ

ବାରିପଦା ଅଫିସ,୨୫ା୩: ବିଶ୍ବ ଯକ୍ଷ୍ମା ଦିବସରେ ମୟୂରଭଞ୍ଜ ଜିଲାକୁ ଶ୍ରେଷ୍ଠ ଯକ୍ଷ୍ମା ରୋଗ ମୁକ୍ତ ଜିଲା ଭାବେ ରାଜ୍ୟସ୍ତରରେ ପୁରସ୍କୃତ କରାଯାଇଛି। ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ…

ମାର୍କ ଜୁକରବର୍ଗଙ୍କ ଘରକୁ ଆସିଲେ ନୂଆ ଅତିଥି, ଫେସବୁକରେ ଫଟୋ ଶେୟାର କରି କହିଲେ ଶିଶୁର ନାମ

ୱାଶିଂଟନ,୨୫ ।୩: ଫେସବୁକର ଫାଉଣ୍ଡର ମାର୍କ ଜୁକରବର୍ଗଙ୍କ ଘରକୁ ଆଉ ଜଣେ ନୂଆ ଅତିଥି ଆସିଛନ୍ତି । ତାଙ୍କ ପତ୍ନୀ ପ୍ରିଶିଲା ଚାଂନ ଏକ ଶିଶୁ କନ୍ୟାକୁ…

ଟୁଇଟରରେ ୨,୫୦୦ ସମସ୍ୟା ସମାଧାନ

ଭଦ୍ରକ ଅଫିସ,୨୫।୩: ଛାତ୍ର ଜୀବନରୁ ଅସହାୟ ଲୋକଙ୍କ ସମସ୍ୟା ସମ୍ପର୍କରେ ଟୁଇଟ୍‌ କରି ସରକାରଙ୍କ ପାଖରେ ପହଞ୍ଚାଇବା ଓ ସେମାନଙ୍କୁ ସାହାଯ୍ୟ କରିବା ତାଙ୍କର ଏକପ୍ରକାର ସେବା…