ସହରର ଆଉ ୩୩ ସ୍ଥାନର ରୂପ ବଦଳିବ

ଭୁବନେଶ୍ୱର,୧।୨ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ନବବଧୂ ପରି ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱର। ସହରର ସ୍ବଚ୍ଛତା ସହିତ ସୌନ୍ଦର୍ଯ୍ୟକରଣ ଉପରେ ବିଏମ୍‌ସି ବିଶେଷ ଭାବେ ଗୁରୁତ୍ୱାରୋପ…

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧।୨: ଦେଶର ପ୍ରମୁଖ ତଥା ପ୍ରିମିୟର କ୍ୟାମେରା ବ୍ରାଣ୍ଡ୍‌ ସୋନିର ନୂତନ ଉତ୍ପାଦ ‘ଏଫ୍‌ଆର୍‌-୭’ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସିନେମା ଲାଇନରେ ସଦ୍ୟତମ ସଂଯୋଜନା…

ଜିଓ ଟ୍ରୁ-୫ଜି ବଲାଙ୍ଗୀର, ନାଲ୍‌କୋରେ ଶୁଭାରମ୍ଭ

ଭୁବନେଶ୍ୱର,୧।୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ବଲାଙ୍ଗୀର (ବଲାଙ୍ଗୀର ଟାଉନ) ଓ ଅନୁଗୋଳ (ନାଲ୍‌କୋ ଟାଉନ) ଜିଲାରେ ଟ୍ରୁ-୫ଜି ସେବାର…

ରାଜସ୍ବ ଆଦାୟ ଲକ୍ଷ୍ୟଠାରୁ ଦୂରରେ ବିଏମ୍‌ସି

ଭୁବନେଶ୍ୱର, ୧।୨ (ବ୍ୟୁରୋ): ରାଜସ୍ବ ଆଦାୟ ଲକ୍ଷ୍ୟରେ ଏଥର ପଛରେ ପଡ଼ି ପାରେ ବିଏମ୍‌ସି। ଚଳିତ ଆର୍ଥିକ ବର୍ଷ ୨୦୨୨-୨୩ରେ ବିଏମ୍‌ସି ମୋଟ ୨୭୭.୭୪ କୋଟି ରାଜସ୍ବ ଆଦାୟ…

ଡାଟା ଶକ୍ତିର ବ୍ୟବହାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧।୨: ଆମାଜନ୍‌ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌)ର ଆଉ ଏକ ନୂତନ ରିସର୍ଚ୍ଚ ରିପୋର୍ଟର ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଡାଟା ଶକ୍ତିର ବ୍ୟବହାର କରୁଥିବା…

ଜାନୁୟାରୀରେ ୧.୫୬ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହାର ପ୍ରତିଫଳନ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ…

୭ ଦିନ ରିମାଣ୍ଡ ପାଇଁ ଆବେଦନ

ଝାରସୁଗୁଡ଼ା ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ ପୋଲିସ ଗିରଫ କରି ସୋମବାର ରାତିରେ ଝାରସୁଗୁଡ଼ା…

ନବ ଦାସଙ୍କୁ ହତ୍ୟା ପରେ: ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର,୧।୨(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନାହିଁ। ଘଟଣାର ୩ ଦିନ ପରେ ମଧ୍ୟ କାହିଁକି ଜଣେ ପୋଲିସ କର୍ମଚାରୀ…

ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ

କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍‌ପି ରମେଶ…

ଓବିସି, ଏସ୍‌ଇବିସି ଜନଗଣନା ରାଜ୍ୟ ସରକାର କରୁନାହାନ୍ତି: ଭାଜପା

ଭୁବନେଶ୍ବର,୧।୨(ବ୍ୟୁରୋ): ଓଡ଼ିଶାରେ ଶାସକ ବିଜେଡି ଓବିସି ଓ ଏସ୍‌ଇବିସି ବର୍ଗର ସାମାଜିକ, ଆର୍ଥତ୍କ, ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉତ୍‌ଥାନ ଚାହୁଁନାହିଁ। ରାଜ୍ୟ ଜନସଂଖ୍ୟାର ସର୍ବାଧିକ ୫୪…