କେନାଲ ଗାର୍ଡ ଓ୍ବାଲରେ ପିଟି ହୋଇ ବାଇକ ଆରୋହୀ ମୃତ

ହିଞ୍ଜିଳିକାଟୁ ୩୦।୧(ଡି.ଏନ.ଏ.): ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଏବଂ ପୋଚିଲିମା ଗ୍ରାମ ମଧ୍ୟ ରାସ୍ତାରେ କେନାଲ ଗାର୍ଡ ଓ୍ବାଲରେ ପିଟି ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ…

ଅଟୋରୁ ପ୍ରେମ, ବିବାହ ପରେ ନିର୍ଯାତନା

ଛତ୍ରପୁର,୩୦ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗାଁର ଜଣେ ବିବାହିତ ଅଟୋ ଚାଳକଙ୍କୁ ଉକ୍ତ ଗ୍ରାମର ଜଣେ ଯୁବତୀ ବିବାହ କରିବା ପରେ ନିର୍ଯାତନାର…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀ ଜଗନ ମୋହନଙ୍କ ବିମାନ

ଅମରାବତୀ,୩୦।୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ନେଇ ଯାଉଥିବା ଏକ ସ୍ବତନ୍ତ୍ର ବିମାନ ସୋମବାର ଗାନ୍ନାଭରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ଉଡାଣର କିଛି ସମୟରେ…

୨ ମାସ ତଳେ କରିଥିଲେ ବିବାହ: ପିନ୍ଧା ଲୁଗାରେ ଜୀବନ ହାରିଲେ ନବବଧୂ

ବ୍ରହ୍ମପୁର ଅଫିସ,୩୦ା୧: ପିନ୍ଧା ଲୁଗାରେ ଝୁଲିପଡ଼ିଲେ ନବବଧୂ। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଗୁରୁଣ୍ଡି ଗ୍ରାମରେ। ମୃତକ ଜଣଙ୍କ ଗୁରୁଣ୍ଠି ଗ୍ରାମର…

ହକି ଦଳର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା

ନୂଆଦିଲ୍ଳୀ,୩୦ା୧: ଗ୍ରାହାମ ରିଡ୍‌ ଭାରତୀୟ ହକି ଦଳର ମୁଖ୍ୟ କୋଚ ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ହକି ବିଶ୍ୱକପରେ ଆୟୋଜକ ଭାରତୀୟ ଦଳର ଖରାପ ପ୍ରଦର୍ଶନ କାରଣରୁ…

ବିଧାୟକଙ୍କ ଘରେ ଭଙ୍ଗାରୁଜା,ଥାନାରେ ମାମଲା

କେନ୍ଦୁଝର,୩୦।୧(ସ୍ବ.ପ୍ର.): ସଦର ବିଧାୟକ ମୋହନ ଚରଣ ମାଝୀଙ୍କ ମଣ୍ଡୁଆସ୍ଥିତ ବାସଭବନରେ ପଶି ଭାଜପାର ଜଣେ ପୂର୍ବତନ କାର୍ଯ୍ୟକର୍ତ୍ତା ଭଙ୍ଗାରୁଜା କରିଛନ୍ତି। ଏଥିସହ ମାନସ ରଞ୍ଜନ ସାହା ନାମକ…

ଧନୀଙ୍କୁ ବାଦ୍‌ ଦେଇ ଗରିବଙ୍କୁ ସାମିଲ କର

ବଲସକୁମ୍ପା,୩୦ା୧(ଡି.ଏନ୍‌.ଏ.): ଖଜୁରିପଡ଼ା ବ୍ଲକରେ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇନାହିଁ। ଧନୀ ଶ୍ରେଣୀର ଲୋକଙ୍କ ନାମ ଆବାସ ଯୋଜନାରେ ସାମିଲ କରାଯାଇଥିବାରୁ ବ୍ଲକ କଂଗ୍ରେସ…

ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଗାନ୍ଧୀନଗର,୩୦।୧: ଏକ ଦଶନ୍ଧି ପୁରୁଣା ବଳାତ୍କାର ମାମଲାରେ ଗୁଜରାଟର ଏକ କୋର୍ଟ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୋମବାର ଗାନ୍ଧୀନଗର ଆଡିଶନ୍‌ ଜିଲା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ମାମଲା: ଗିରଫ ହେଲେ ଗୋପାଳ ଦାସ

ଝାରସୁଗୁଡା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ସୋମବାର ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଗୋପାଳଙ୍କୁ…

ଚିହ୍ନିଲେ ଦେଖି ମା’ଙ୍କ କୋଳରେ ବସିଥିବା ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀ ଜଣକ କିଏ

ମୁମ୍ବାଇ: ପ୍ରଶଂସକମାନେ ବଲିଉଡ୍‌ ଷ୍ଟାର୍‌ଙ୍କ ଜୀବନ ବିଷୟରେ ଜାଣିବାକୁ ବହୁତ ଆଗ୍ରହୀ ଥାନ୍ତି। ଏହି ଦ୍ୱନ୍ଦ୍ୱ ଦୂର କରିବାକୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ ପ୍ରମୁଖ ଭୂମିକା…