‘ହିଣ୍ଡେନ୍‌ବର୍ଗ ଅଭିଯୋଗ ଭାରତ ଉପରେ ଆକ୍ରମଣ’

ନୂଆଦିଲ୍ଲୀ,୩୦ା୧: ସବୁଠୁ ଧନୀ ଭାରତୀୟ ଗୌତମ ଆଦାନୀଙ୍କ ଗ୍ରୁପ୍‌ ରବିବାର ଆମେରିକୀୟ ଶର୍ଟ ସେଲର୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚର ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଛି। ଆଦାନୀ ଗ୍ରୁପ୍‌…

ଭିତରକନିକା ବୁଲିଲେ ସୁପ୍ରିମକୋର୍ଟ ପୂର୍ବତନ ପ୍ରଧାନ ବିଚାରପତି

ରାଜନଗର, ୩୦ା୧(ଡି.ଏନ.ଏ.):ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ ରବିବାର ଦିନିକିଆ ଭିତରକନିକା ବୁଲି ଫେରି ଯାଇଛନ୍ତି। କଡ଼ା ସୁରକ୍ଷା ବଳୟ ଭିତରେ ଭୁବନେଶ୍ୱରରେ ପହଞ୍ଚତ୍ବା…

ଓଡ଼ିଶାର ମିଲେଟ୍‌-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଓଡ଼ିଶାର ମିଲେଟ୍‌-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରି କହିଲେ, ଆପଣଙ୍କୁ ଗୋଟିଏ କଥା…

‘କୃଷ୍ଣ, ହନୁମାନ ସବୁଠୁ ମହାନ୍‌ କୂଟନୀତିଜ୍ଞ’

ନୂଆଦିଲ୍ଲୀ,୩୦ା୧: ଭଗବାନ୍‌ କୃଷ୍ଣ ଓ ହନୁମାନ ବିଶ୍ୱର ସବୁଠୁ ବଡ଼ କୂଟନୀତିଜ୍ଞ ଥିଲେ। କୂଟନୀତି ଦୃଷ୍ଟିରୁ ମହାଭାରତ ଓ ରାମାୟଣର ଗୁରୁତ୍ୱ ସର୍ବାଧିକ ବୋଲି ବହିର୍ବ୍ୟାପାର ମନ୍ତ୍ରୀ…

ଶିକ୍ଷା ସଚେତନତା ପାଇଁ ମିନି ମାରାଥନ୍‌

ଭୁବନେଶ୍ୱର,୩୦।୧(ବ୍ୟୁରୋ):କିଟ୍‌ ଓ କିସ୍‌ ପକ୍ଷରୁ ରବିବାର ଏକ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ଏହିି ମାରାଥନ୍‌ ରାଜଧାନୀ ସମେତ ଓଡ଼ିଶାର ୩୦ ଜିଲା ସଦର ମହକୁମାକୁ ମିଶାଇ…

ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ: ଲୋକଙ୍କ ନିକଟକୁ ଯାଅ,ସରକାରୀ ଯୋଜନା ବିଷୟରେ ବୁଝାଅ

ନୂଆଦିଲ୍ଲୀ,୩୦।୧: ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ…

ମହିଳା କ୍ରିକେଟର୍‌ଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଣ୍ଡର-୧୯ ମହିଳା ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଅଭିନନ୍ଦନର ସୁଅ ଛୁଟିଛି। ଅଣ୍ଡର-୧୯ ମହିଳା ଦଳ ରବିବାର ଇଂଲଣ୍ଡ ବିପକ୍ଷରେ ଚମତ୍କାର ୭…

ଉପନିର୍ବାଚନରେ ୩୩ ଆସନରେ ଲଢିବ ଇମ୍ରାନଙ୍କ ପାର୍ଟି

ଇସଲାମାବାଦ,୩୦ ।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦଳ ମାର୍ଚ୍ଚରେ ହେବାକୁ ଥିବା ଉପନିର୍ବାଚନରେ ସମସ୍ତ ୩୩ ସଂସଦୀୟ ଆସନରେ ନିଜର ପ୍ରାର୍ଥୀ ଦେବ ।…

ଆମେରିକାକୁ ବିନାଶର ପଥରେ ରଖିଛନ୍ତି ବାଇଡେନ୍‌: ଟ୍ରମ୍ପ

ଓ୍ବାଶିଂଟନ୍‌,୩୦।୧: ୨୦୨୪ରେ ଆମେରିକାରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ନିର୍ବାଚନ ଦଳ ପ୍ରଚାର ଆରମ୍ଭ କରିଛନ୍ତି। ଏହି କ୍ରମରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ…

ମାର୍ଚ୍ଚରେ ଭାରତ ଆସିପାରନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ, ରାଇସିନା ଡାଏଲଗରେ ନେବେ ଭାଗ

ୱାଶିଂଟନ,୩୦ ।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏଣ୍ଟନି ବ୍ଲିଂକନ ମାର୍ଚ୍ଚରେ ଭାରତ ଆସିପାରନ୍ତି । ବ୍ଲିଂକନ ଏହି ସମୟରେ ରାଇସିନା ଡାଏଲଗରେ ଭାଗ ନେବାର ସମ୍ଭାବନା ରହିଛି…