‘ଅନାବଶ୍ୟକ କଥା କହୁଛନ୍ତି ଇମ୍ରାନ’

ଇସଲାମାବାଦ,୨୯ା୧: ପୂର୍ବତନ ରାଷ୍ଟ୍ରପତି ଆସିଫ୍‌ ଅଲି ଜରଦାରୀଙ୍କ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଥିବାରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ଙ୍କୁ…

୩ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ ଅଫିସ,୨୯।୧: ଶ୍ରୀକ୍ଷେତ୍ରରେ ଚାଲିଥିବା ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ଅପରାଜିତାଙ୍କ ଗସ୍ତଙ୍କୁ ନେଇ ଚର୍ଚ୍ଚା

କେନ୍ଦ୍ରାପଡ଼ା ଅଫିସ,୨୯।୧: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶନିବାର କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ସହରର ତିନିମୁହାଣୀଠାରୁ ଇଚ୍ଛାପୁରସ୍ଥିତ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପର୍ଯ୍ୟନ୍ତ ସେ ପଦଯାତ୍ରା କରିଥିଲେ…

ଆଜି ଦ୍ୱିତୀୟ ଟି୨୦: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ମ୍ୟାଚ୍‌…

ଲକ୍ଷ୍ନୌ,୨୯ା୧: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ଟି୨୦ ମ୍ୟାଚ ପରାଜିତ ହେବା ପରେ ଦ୍ୱିତୀୟ ଟି୨୦ରେ ଭାରତ ପାଇଁ କର ବା ମର ସ୍ଥିତି ସୃଷ୍ଟି…

‘୬୦ ଦିନ ଭିତରେ ୱେବ୍‌ସାଇଟ୍‌ ଅପ୍‌ଡେଟ୍‌ କର’

ଜଗତ୍‌ସିଂହପୁର ଅଫିସ, ୨୯।୧: କୌଣସି ନାଗରିକଙ୍କୁ ସୂଚନା ଅଧିକାରରୁ ବଞ୍ଚତ୍ତ କରାଯାଇପାରିବ ନାହିଁ । ତେଣୁ ନିର୍ଦ୍ଦେଶ ପାଇବାର ୬୦ ଦିନ ଭିତରେ ଅଫିସିଆଲ ୱେବ୍‌ସାଇଟ୍‌ ଅପ୍‌ଡେଟ୍‌…

ମିଥାଲି ଗୁଜରାଟ ଜାଏଣ୍ଟ୍ସ ମେଣ୍ଟର

ଅହମଦାବାଦ, ୨୯ା୧: ଭାରତର ପୂର୍ବତନ ଅଧିନାୟିକା ମିଥାଲି ରାଜ୍‌ ଓମ୍ସେନ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଗୁଜରାଟ ଜାଏଣ୍ଟ୍ସର ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଡବ୍ଲ୍ୟୁପିଏଲ୍‌ର ଉଦ୍‌ଘାଟନୀ ସଂସ୍କରଣ…

ଭାରତ-ଇଂଲଣ୍ଡ ଫାଇନାଲ ଆଜି

ପୋଶ୍ଚେଫଷ୍ଟ୍ରୁମ୍‌, ୨୯ା୧: ଚଳିତ ୧୯ ବର୍ଷରୁ କମ୍‌ ମହିଳା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଟାଇଟଲ…

ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଘରେ ଘରେ ପହଞ୍ଚାଅ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୪ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ୨ସୂତ୍ରୀ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଏବଂ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ…

କେନ୍ଦ୍ର, ରାଜ୍ୟରେ ଜନବିରୋଧୀ ସରକାର ଚାଲିଛି: ଶରତ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୨ ଅକ୍ଟୋବର ୩୧ରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ଶେଷ ହୋଇଛି। ସାରା ଓଡ଼ିଶାର ପାଖାପାଖି ୨୦୦୦ କି.ମି.ରୁ ଅଧିକ ଅତିକ୍ରାନ୍ତ…

ରାଜ୍ୟ ସ୍ବାର୍ଥ ପ୍ରସଙ୍ଗକୁ ଜୋରଦାର କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଆସନ୍ତା ୩୧ ତାରିଖରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ରାଜ୍ୟର ସ୍ବାର୍ଥ ସମ୍ବଳିତ…