କୋଡିଙ୍ଗା,୨୧।୩(ଡି.ଏନ୍.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଚିର୍ମା ପଞ୍ଚାୟତର ଦୁଗ୍ଲାହାଣ୍ଡି ଗ୍ରାମରେ ଭୋର ପ୍ରାୟ ୪.୩୦ରେ କୋଡିଙ୍ଗା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ହୃଦ୍ଘାତରେ ମୃତ୍ୟୁ…
ଯାଜପୁର ଟାଉନ,୨୧ା୩(ଡି.ଏନ.ଏ.): ଯାଜପୁର ସହର ନିକଟସ୍ଥ ବାମଦେବପୁର ଗ୍ରାମର ଜଣେ ମାଟ୍ରିକ ପରୀକ୍ଷାଥର୍ର୍ୀ ପରୀକ୍ଷା ଶେଷ ହେବା ପୂର୍ବରୁ ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବାମଦେବପୁର (ବରହଟା)…
ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର…
ନୂଆଦିଲ୍ଲୀ,୨୧ ।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କହିଥିବା ‘ରିମୋଟ କଣ୍ଟ୍ରୋଲ’ ଟିପ୍ପଣିକୁ ନେଇ…
ନୂଆଦିଲ୍ଲୀ, ୨୧ା୩ : ଲିଭ୍-ଇନ୍ ରିଲେଶନରେ ରହୁଥିବା ଯୋଡ଼ିମାନଙ୍କର ପଞ୍ଜୀକରଣ ଲାଗି ଦାଏର ପିଟିଶନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଏହା ଚଞ୍ଚଳମନା ଚିନ୍ତାଧାରା ବୋଲି ସିଜେଆଇ…
ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ…
ନୂଆଦିଲ୍ଲୀ, ୨୧ା୩:ପର୍ଯ୍ୟାପ୍ତ ତଥ୍ୟ ଯୋଗାଇବାରେ ସୁବିଧା ପାଇଁ ଅନ୍ଲାଇନ ସୂଚନା ଅଧିକାର (ଆର୍ଟିଆଇ) ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟ ସୋମବାର ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…
ନୂଆଦିଲ୍ଲୀ, ୨୧ା୩:ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ଇଣ୍ଟରନ୍ୟାଶନାଲ କ୍ରିମିନାଲ ପୋଲିସ ସଂଗଠନ (ଇଣ୍ଟରପୋଲ୍) ରେଡ୍ କର୍ନର ତାଲିକାରୁ ବାଦ୍ ଦେଇଛି। ୨୦୧୮ ଡିସେମ୍ବରରେ ଇଣ୍ଟରପୋଲ୍ ଚୋକ୍ସିଙ୍କ…
ପାଟନା, ୨୧ା୩: ବିହାରର ମାନେର ଥାନା ଅଧୀନ ବ୍ୟାପୁର ଗ୍ରାମରେ ଥିବା ଏକ ଇଟାଭାଟିରେ ବିସ୍ଫୋରଣ ଘଟି ୪ ମହିଳା ଶ୍ରମିକ ପ୍ରାଣ ହରାଇଛନ୍ତି। ବିସ୍ଫୋରଣ ଏତେ…
ନୂଆଦିଲ୍ଲୀ, ୨୧ା୩ (ସ୍ବ.ପ୍ର.):ଚିଟ୍ଫଣ୍ଡ କମ୍ପାନୀ ସାହାର ଗ୍ରୁପ୍ ଦ୍ୱାରା ଠକାମିର ଶିକାର ହୋଇଥିବା ଜମାକାରୀଙ୍କ ଅର୍ଥ ଫେରସ୍ତର ତଦାରଖ କରିବା ଲାଗି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ସର୍ବୋଚ୍ଚ…