ଭାରତୀୟ ବଂଶୋଦ୍ଦଭବ ନିଶା ଦେଶାଇ ହୋଇପାରନ୍ତି ଡିଏଫସିର ଡେପୁଟି ସିଇଓ

ୱାଶିଂଟନ,୨୧ ।୩: ମୂଳ ଭାରତୀୟ ବଂଶୋଦ୍ଦଭବ ନିଶା ଦେଶାଇ ବିଶ୍ୱାଳ ଆମେରିକାର ଅନ୍ତରାଷ୍ଟ୍ରୀୟ ବାଣିଜ୍ୟ ନିଗମ(ୟୁଏସ ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେଶନ)ର ଡେପୁଟି ସିଇଓ ହୋଇପାରନ୍ତି ।…

କରୋନା ସମୟରେ ଦେଶରେ ଗରିବ ବୃଦ୍ଧି ଦାବି ମିଛ, ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ରଖିଲେ ତଥ୍ୟ

ନୂଆଦିଲ୍ଲୀ,୨୧ ।୩: କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ପ୍ରଫେସର ତଥା ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ଅରବିନ୍ଦ ପନଗରିଆ କହିଛନ୍ତି କୋଭିଡ-୧୯ ମହାମାରୀ ସମୟରେ ଦେଶରେ ଗରିବ ଓ ଅସମାନତା…

ସ୍କୁଲ ପରିସରରେ ଗୁଳିକାଣ୍ଡ, ଜଣେ ଛାତ ମୃତ, ଜଣେ ଆହତ

ଟେକ୍ସାସ,୨୧ ।୩: ଆମେରିକା ଟେକ୍ସାସର ଉପନଗରୀୟ ଅଞ୍ଚଳ ଅର୍ଲିଂଗଟନରେ ଜଣେ ଛାତ୍ର ଏକ ହାଇସ୍କୁଲ ପରିସରରେ ଗୁଳିକାଣ୍ଡ କରିଛନ୍ତି । ଏହି ସମୟରେ ଗୁଳି ବାଜିବାରୁ ସେଠାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ପଞ୍ଜାବ ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଚଣ୍ଡିଗଡ଼,୨୧ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ପଞ୍ଜାବ ସରକାର ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ସରକାର ତତ୍କାଳିନ ଡିଜିପି ସିଦ୍ଧାର୍ଥ ଚଟ୍ଟୋପାଧ୍ୟାୟ, ଫିରୋଜପୁରର…

ଏହି ଦେଶର ଲୋକେ ସବୁଠାରୁ ଖୁସି

ଓ୍ବାଶିଂଟନ, ୨୦ା୩: ବିଶ୍ୱର ସବୁଠାରୁ ଖସି ଦେଶର ତାଲିକା ପ୍ରକାଶ ପାଇଛି। ଏଥିରେ ଫିନ୍‌ଲାଣ୍ଡ ପୁଣି ଶୀର୍ଷରେ ରହିଛି। ଫିନ୍‌ଲାଣ୍ଡ ଗତ ୬ବର୍ଷରୁ ଲଗାତର ଏହି ତାଲିକାର…

ରେଳଷ୍ଟେଶନ୍‌ରେ ଅଶ୍ଳୀଳ ଭିଡିଓ ପ୍ରସାରଣ

ପାଟନା, ୨୦। ୩: ବିହାର ପାଟନା ରେଳଷ୍ଟେଶନ୍‌ ଡିସ୍‌ପ୍ଲେ ସ୍କ୍ରିନ୍‌ରେ ୩ ମିନିଟ୍‌ର ଅଶ୍ଳୀଳ ଭିଡିଓ ପ୍ରସାରଣ ହେବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରବିବାର…

ପ୍ରଶ୍ନପତ୍ର ତ୍ରୁଟିକୁ ନେଇ ଭାଜପାର ବିକ୍ଷୋଭ

ବାରିପଦା ଅଫିସ,୨୦ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ତ୍ରୁଟି ପ୍ରତିବାଦରେ ବାରିପଦା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଯୁବମୋର୍ଚ୍ଚା ତରଫରୁ…

ମୋଦିଙ୍କ ସହ ଗୁପ୍‌ଚୁପ୍‌ ଖାଇଲେ ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୩: ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ବତ୍ତର୍ମାନ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁୁତ କରିବ। ଏହି…

ଅପହରଣ, ବଳାତ୍କାର ଅଭିଯୋଗ: ୩ ଗିରଫ

ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା ପୋଲିସ…

ଟ୍ରେନ୍‌ରେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା ମାମଲା: ୬ଷ୍ଠ ସାକ୍ଷୀଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦ା୩-ଏକ ଚଳନ୍ତା ଟ୍ରେନ୍‌ରେ ଜଣେ ଯାତ୍ରୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ମାମଲାର ବିଚାରଣା ଏଡିଜେ (ଏଲ୍‌ଆର୍‌) କୋର୍ଟରେ ଚାଲିଛି। ଏଥିରେ ୮ଜଣ ସାକ୍ଷୀ ରହିଥିବା…