୩ ଗ୍ରାମବାସୀଙ୍କ ଗଣଧାରଣା

ଝୁମ୍ପୁରା,୨୮ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ୩ ଗ୍ରାମର ବାସିନ୍ଦା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚତ୍ତ ପ୍ରତିବାଦରେ ଗଣଧାରଣା ଦେଇଛନ୍ତି। ଏନେଇ ଝୁମ୍ପୁରା ବିଡିଓଙ୍କୁ ଦାବିପତ୍ର…

ବେଆଇନ କୋଇଲା ବୋଝେଇ ଟ୍ରକ୍‌ ଜବତ: ଜଣେ ଗିରଫ

ପାରାଦୀପ,୨୮।୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତରୁ ଏକ ଟ୍ରକ (ଓଡି-୨୭ଜେ-୩୭୪୭)ରେ ୩୧ ଟନ କୋକିଂ କୋଇଲା ବିନା କାଗଜପତ୍ରରେ ଯାଉଥିବା ବେଳେ ଶୁକ୍ରବାର ଲକଥାନା ପୋଲିସ ଜବତ କରିଛି।…

ଭାରତ-ଇଜିପ୍ଟ ସାଂସ୍କୃତିକ ସହଯୋଗ ଏମ୍‌ଓୟୁ

ନୂଆଦିଲ୍ଲୀ,୨୮।୧(ପି.ଟି.): ଭାରତ ଓ ଇଜିପ୍ଟ ମଧ୍ୟରେ ସାଂସ୍କୃତିକ ସହଯୋଗ ଲାଗି ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର ହୋଇଛି। ଏହି ଏମ୍‌ଓୟୁ ଅନୁଯାୟୀ ସଙ୍ଗୀତ, ନୃତ୍ୟ, ଥିଏଟର, ଲାଇବ୍ରେରି, ଗବେଷଣା…

ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଲାଗି ରହିଛି ବିବାଦ, ଦିଲ୍ଲୀ-କୋଲକାତା ପରେ ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟରେ ହେବ ସ୍କ୍ରିନିଂ

ନୂଆଦିଲ୍ଲୀ,୨୮ ।୧: ବିବିସି ଡକ୍ୟୁମେଣ୍ଟାରୀ ସ୍କ୍ରିନିଂକୁ ନେଇ ବିବାଦ ଜାରି ରହିଛି । ଦିଲ୍ଲୀ ଓ କୋଲକାତାରେ ସ୍କ୍ରିନିଂର ଜିଦ ପରେ ଶନିବାର ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟ…

ପାର୍ଲାମେଣ୍ଟ ବଜେଟ ଅଧିବେଶନରେ ଚାଇନା ଉପରେ ଆଲୋଚନା ହେଉ: କଂଗ୍ରେସ

ନୂଆଦିଲ୍ଲୀ,୨୮।୧(ପି.ଟି.): ଡିଜିପି-ଆଇଜିପି ବାର୍ଷିକ ସମ୍ମିଳନୀରେ ଉପସ୍ଥାପନ କରାଯାଇଥିବା ରିସର୍ଚ୍ଚ ପେପରକୁ ନେଇ କଂଗ୍ରେସ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଚାଇନା ପ୍ରତି ସରକାରଙ୍କ ଦୁର୍ବଳ ମନୋଭାବକୁ…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି।…

ଆଦାନୀଙ୍କ କ୍ଷତି ୨.୮୩ ଲକ୍ଷ କୋଟି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୧: ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକାର ଆକ୍ଟିଭିଷ୍ଟ ଇନ୍‌ଭେଷ୍ଟର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ରିପୋର୍ଟ ପ୍ରଘଟ ପରେ କମ୍ପାନୀ ମୁଖ୍ୟ ଗୌତମ ଆଦାନୀ ବିଶ୍ୱର ଧନୀ ତାଲିକାରେ…

ନିବେଶକ ହରାଇଲେ ୧୦.୭୩ ଲକ୍ଷ କୋଟି

ମୁମ୍ବାଇ,୨୮।୧: ଆଦାନୀ ଗ୍ରୁପ୍‌ ଅଧୀନ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟରେ ହ୍ରାସ ଯୋଗୁ ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏଥିଯୋଗୁ ପୁଞ୍ଜିବଜାର ଲଗାତର ଦ୍ୱିତୀୟ ଦିନ ଧରି…

ବଳାତ୍କାର ପରେ ମହିଳାଙ୍କୁ ପଥର ଛେଚି ହତ୍ୟା

ଯୋଡ଼ା,୨୮ା୧(ଡି.ଏନ.ଏ) : କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳାଙ୍କୁ ବଳାତ୍କାର ପରେ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ…

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ…