୨୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୨୬।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ସହରରେ ଆଜକୁ ୨୭ଦିନ ହେଲା ପାଇପ ଯୋଗେ ଆସୁଥିବା ପାଣି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଫଳରେ ସହରର ବିଭିନ୍ନ ପଡାର ହଜାର…

ପାଟଣାରେ ପତାକା ଉତ୍ତୋଳନ କଲେ ବିଧାୟକ

ପାଟଣା,୨୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣାରେ ବ୍ଲକସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ଗୁରୁବାର ମୁଖ୍ୟାଳୟ ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ…

ରାୟଗଡ଼ା ବିଜେଡିରେ ଗୋଷ୍ଠୀ କନ୍ଦଳ

ରାୟଗଡ଼ା,୨୬।୧(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ବିଜେଡି ଏବେ ଦୁଇ ଗୋଷ୍ଠୀରେ ପରିଣତ ହୋଇଛି। ଦଳର ଦୁଇ ଟାଣୁଆ ନେତାଙ୍କ ମଧ୍ୟରେ ବିବାଦ ଏଭଳି ପରିସ୍ଥିତି ସୃଷ୍ଟି କରିଥିବା ଆଲୋଚନା…

ମାତ୍ର ୩ ମିନିଟ୍‌ର ଆଇଟମ୍‌ ଗୀତ ପାଇଁ ଉର୍ବଶୀ ନେଲେ ଏତିକି ଟଙ୍କା

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା କେବଳ ବ୍ୟକ୍ତିଗତ ଜୀବନକୁ ନେଇ ନୁହେଁ, ତାଙ୍କ ଗ୍ଲାମର ଏବଂ ଷ୍ଟାଇଲ ପାଇଁ ପ୍ରଶଂସକଙ୍କ ମଧ୍ୟରେ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି। କିନ୍ତୁ…

ରାତି ୧୨ରେ ଉଠିବ ମହାଦୀପ

ଶରଣକୁଳ,୨୬ା୧(ଡି.ଏନ.ଏ.): ପ୍ରସିଦ୍ଧ ଶୈବକ୍ଷେତ୍ର ଶରଣକୁଳ ଲଡୁବାବାଙ୍କ ଜାଗର ଯାତ୍ରା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼…

ନବରଙ୍ଗପୁରରେ ୭୪ତମ ସାଧାରଣତନ୍ତ୍ର ଦିବସ

ନବରଙ୍ଗପୁର ଅଫିସ,୨୬ା୧(ବି.ପ୍ର.): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥଭାବେ ଯୋଗ ଦେଇ…

ପ୍ରତି ବିଦ୍ୟାଳୟରେ ରହିବ ‘ହାଉସ୍‌ ସିଷ୍ଟମ୍‌’

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟରେ ଆରମ୍ଭ ହେବ ‘ହାଉସ୍‌ ସିଷ୍ଟମ୍‌’। ସ୍କୁଲ୍‌ରେ ଛାତ୍ରୀଛାତ୍ରଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ହାଉସ୍‌ ଗଠନ କରାଯିବ ଏବଂ ପ୍ରତ୍ୟେକ…

ଢେଙ୍କାନାଳରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ଢେଙ୍କାନାଳ ଅଫିସ,୨୬ା୧: ଢେଙ୍କାନାଳ ସଦର ମହକୁମାରେ ୭୪ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି। ସ୍ଥାନୀୟ ଷ୍ଟାଡିୟମଠାରେ ସକାଳେ ସାଢ଼େ ୮ ଟାରେ ପରେଡ ଅନୁଷ୍ଠିତ…

ପରେଡ ବେଳେ ଅସୁସ୍ଥ ହୋଇପଡ଼ିଲେ ଛାତ୍ରୀ

ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ଦଶପଲ୍ଲାର ଗାନ୍ଧି ମଇଦାନରେ ବ୍ଲକସ୍ତରୀୟ ପରେଡ ଅନୁଷ୍ଠିତ ହେଉଥିଲା। ପରେଡ ସମୟରେ ଜଣେ ଛାତ୍ରୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ଅସୁସ୍ଥ…

‘ପଠାନ୍‌’କୁ ବିରୋଧ, ଚିରିଲେ ପୋଷ୍ଟର

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ବଲିଉଡ ଚଳଚ୍ଚିତ୍ର ‘ପଠାନ୍‌’ ବୁଧବାର ମୁକ୍ତିଲାଭ କରିଛି। ଅନେକ ସ୍ଥାନରେ ଏହାକୁ ବିରୋଧ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କଳିଙ୍ଗ ସେନା…