ନୟାଗଡ଼ ଅଫିସ,୨୪।୧:ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟ ଭଡ଼ାଘରେ ଖଣ୍ଡପଡ଼ା ରୋଡ୍ରେ ଚାଲୁଥିବାବେଳେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ସ୍ଥାନାନ୍ତର କରାଯାଉନାହିଁ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଶ୍ରମ କାର୍ଯ୍ୟାଳୟ ସ୍ଥାନାନ୍ତର ନେଇ…
ନୂଆଦିଲ୍ଲୀ,୨୪ ।୧: ବିବିସି ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରିକୁ ୟୁଟ୍ୟୁବ ଓ ଟୁଇଟରରେ ବ୍ଲକ କରି ଦିଆଯାଇଛି । ଏହାପରେ ବି ହାଇଦ୍ରାବାଦ…
ଓ୍ବାଶିମ୍: ମହାରାଷ୍ଟ୍ର ଓ୍ବାଶିମ୍ ଜିଲାର ଏକ ଛୋଟିଆ ଗାଁ ଗଣେଶପୁର। ସେଠାରେ ପାଖାପାଖି ୨୦୦ ଲୋକ ବାସ କରନ୍ତି। ଗାଁରେ ଏକ ଜିଲା ପରିଷଦ ପ୍ରାଇମେରୀ ସ୍କୁଲ…
ମହାକାଳପଡ଼ା, ୨୪ା୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚାଷୀମାନେ ଅଧିକ ଖର୍ଚ୍ଚାନ୍ତ ହୋଇ ଖରିଫ ଋତୁରେ ଧାନ ଚାଷ କରିଛନ୍ତି। ତେବେ ଚାଷୀମାନେ ମଣ୍ଡିରେ ୨୦୪୦…
କେନ୍ଦ୍ରାପଡ଼ା ଅଫିସ,୨୪ା୧:ଅମିତ ରାୟ(୩୦)। ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତଙ୍କ ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗଁାରେ ରୁହନ୍ତି। ଢାକାର…
ନାଉଗଁା,୨୪ା୧(ସ୍ବ.ପ୍ର):ନାଉଗଁା ବ୍ଲକ ଅନ୍ତର୍ଗତ କାନୁନ୍ଗୋ ସାହିର ଜନୈକ ବ୍ୟକ୍ତି ଗ୍ରାମ ଜଳ ପରିମଳ ବିଭାଗର କିଛି ତଥ୍ୟ ଜାଣିବା ପାଇଁ ସୂଚନା ଅଧିକାର ଆଇନ ବଳରେ ଆବେଦନ…
କଳିଙ୍ଗନଗର,୨୪ା୧(ଡି.ଏନ୍.ଏ.):ଯାଜପୁର ଜିଲା ଦାନଗଦୀ ତହସିଲ ଅଞ୍ଚଳରେ ସରକାରୀ ଜମି ଜବରଦାଖଲକାରୀଙ୍କ କବ୍ଜାରେ ରହିଛି। କେବଳ ତହସିଲ କାର୍ଯ୍ୟାଳୟ ନିକଟରେ ଥିବା ତ୍ରିଜଙ୍ଗା ମୌଜାରେ ମୂଲ୍ୟବାନ ସରକାରୀ ଜମିରୁ…
ନୂଆଦିଲ୍ଲୀ,୨୪।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ପ୍ଲାଷ୍ଟିକ ପାଇପ ଓ ଫିଟିଙ୍ଗ ବ୍ରାଣ୍ଡ୍ ହିନ୍ଦଓୟାରର ସହଯୋଗୀ ସଂସ୍ଥା ଟ୍ରୁଫ୍ଲୋ’ର ବ୍ୟବସାୟିକ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି।…
ପଟ୍ଟାମୁଣ୍ଡାଇ,୨୪ା୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ, ରାଜନଗର, ଆଳି, ଭଦ୍ରକ, ଚାନ୍ଦବାଲି ଓ ରାଜକନିକା ଅଞ୍ଚଳରୁ କଟକକୁ ଯାଉଥିବା ବସ୍ ଯାତ୍ରୀମାନେ ବର୍ଷ ବର୍ଷ ଧରି ଠକାମିର ଶିକାର ହେବାକୁ…
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନକୁ ନେଇ ଭାଜପା ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି। ମଙ୍ଗଳବାର ଅଭିଯୋଗ ଦାଖଲର ଶେଷଦିନ ଧାର୍ଯ୍ୟ କରାଯାଇଛି ା ଅଯୋଗ୍ୟଙ୍କୁ କାଟି…