୩ ମାସରେ ୧୨୮୯ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା ଅଫିସ,୧୫।୩: ଶିମିଳିପାଳ ଅଭୟାରଣ୍ୟରେ ମାସ ମାସ ଧରି ନିଅଁା ଜଳିବା ଦ୍ୱାରା ଜିଲାବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ମଙ୍ଗଳବାର ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ…

ଗୁଡ୍‌ସ ସେଡ୍‌ ସ୍ଥାନାନ୍ତର ହେବ

ଯାଜପୁର ଅଫିସ,୧୫ା୩ : ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନର ଦ୍ୱିତୀୟ ପରାମର୍ଶଦାତା କମିଟି ବୈଠକରେ କେତେକ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ଏଥିରେ ସହର ମଝିରେ ଥିବା ଅତି ପ୍ରଦୂଷଣ…

୩୧ ସୁଦ୍ଧା ଆବାସ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି

ରସୁଲପୁର,୧୫ା୩(ଡି.ଏନ.ଏ.): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦ୍ୱନ୍ଦ୍ୱ ଦୂର ହୋଇପାରୁ ନାହିଁ। ଏହାରି ଭିତରେ ମାର୍ଚ୍ଚ ୩୧ ସୁଦ୍ଧା ଉକ୍ତ ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଜମାଖାତାକୁ…

ରାଶନ ଚାଉଳ ବଣ୍ଟନରେ ଅନିୟମିତତା

ପାଟଣା,୧୫୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ି କାପୁଡ଼ି ଗ୍ରାମରେ ରାଶନ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କୀତ ଭିଡିଓ ସୋସିଆଲ…

୪ ବିଖଣ୍ଡିତ ବୌଦ୍ଧମୂର୍ତ୍ତିର ସନ୍ଧାନ ମିଳିଲା

ଯାଜପୁର ଅଫିସ/ଚଣ୍ଡିଖୋଲ (ଡି.ଏନ.ଏ.),୧୫ା୩: ଐତିହାସିକମାନଙ୍କ ମତରେ ପରାଭାଡ଼ି ବୌଦ୍ଧସ୍ତୂପ ପ୍ରାୟ ୧୫୦୦ ବର୍ଷ ତଳର ଇତିହାସ। ମଙ୍ଗଳବାର ଏହି ଖନନ କାର୍ଯ୍ୟ ୨୮ ଦିନରେ ପହଞ୍ଚିଛି। ଆହୁରି…

ସମସ୍ତ ସୂଚନା ପାଇବାକୁ ହକ୍‌ଦାର ଉପଭୋକ୍ତା

ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପ୍ରତିବର୍ଷ ମାର୍ଚ୍ଚ ୧୫ ରେ ବିଶ୍ୱସ୍ତରରେ ପାଳନ କରାଯାଇଥାଏ। ଜଣେ ଗ୍ରାହକଙ୍କ ପାଖରେ ଥିବା ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବାକୁ…

ରାମଚଣ୍ଡୀ ବିଦ୍ୟାନିକେତନ: ଶ୍ରାଦ୍ଧବାର୍ଷିକ ଉତ୍ସବକୁ ନେଇ ବିବାଦ

ଡେରାବିଶ,୧୫ା୩ (ସ୍ବ.ପ୍ର.): ଡେରାବିଶ ବ୍ଲ୍ଳକ ଅଧୀନ ଛୋଟି ଗଁାସ୍ଥିତ ରାମଚଣ୍ଡୀ ବିଦ୍ୟାନିକେତନରେ ବୁଧବାର ପବିତ୍ର କୁମାର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଓ ଛାତ୍ରୀଛାତ୍ରଙ୍କୁ ମେଧାବୃତି କାର୍ଯ୍ୟକ୍ରମ ପାଇଁ…

କେନ୍ଦ୍ର ପିଏମ୍‌ଏଓ୍ବାଇ ଅନିୟମିତତାର ତଦନ୍ତ କରାଇଛି କି

ନୂଆଦିଲ୍ଲୀ,୧୫ା୩: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ କୌଣସି ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅବଗତ କି। ଏହା ଉପରେ କେନ୍ଦ୍ର କୌଣସି ପ୍ରକାର ତଦନ୍ତ…

ଭୋଟର ବିକଳ୍ପ ଖୋଜିଲେଣି

କେନ୍ଦ୍ରାପଡ଼ା ଅଫିସ, ୧୫ା୩: ସାଧାରଣ ନିର୍ବାଚନକୁ ଆହୁରି ବର୍ଷେ ସମୟ ଅଛି। ଏହା ପୂର୍ବରୁ କେନ୍ଦ୍ରାପଡ଼ା ଜିଲା ରାଜନୀତି ଚଳଚଞ୍ଚଳ ହୋଇଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ…

ଜଗନ୍ନାଥଙ୍କ ଜମିରେ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ

ପୁରୀ ଅଫିସ, ୧୫ା୩: ମରୀଚିକୋଟ ଛକସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାକୁ ଆସିଥିଲା। ବିଶେଷକରି ଏହି ମାର୍କେଟ କମ୍ପ୍ଲେକ୍ସ ପଛପଟେ ଏକ…