ସୂଚନା ଅଧିକାର ଆଇନରେ ତଥ୍ୟ ମିଳୁନି

ରସୁଲପୁର,୨୧ା୧(ଡି.ଏନ.ଏ.): ରସୁଲପୁର ତହସିଲ କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫କୁ ଉଲ୍ଲଂଘନ କରାଯାଉଛି। ଏହି ଆଇନକୁ ତହସିଲଦାର ନିରଞ୍ଜନ ସାହୁ ଠିକ ଭାବରେ ଅନୁପାଳନ କରୁନାହାନ୍ତି। ସୂଚନା ଅଧିକାର…

ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ଅନିୟମିତତା

ରାଜନଗର,୨୧ା୧(ଡି.ଏନ.ଏ.): ଗାଁ ଗହଳିରେ ମୁଣ୍ଡ ଗୁଞ୍ଜିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ ା ଏଥିପାଇଁ ଗତ ସାଢେ ୩ ବର୍ଷ ହେବ ଲୋକେ ସରକାରଙ୍କ…

କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ବା…

୧୦ ବର୍ଷ ଧରି ଗୋପନରେ ସହାୟତା

ଓ୍ବାଶିଂଟନ,୨୧।୧: ଆମେରିକାର ଆଲବାମାସ୍ଥିତ ଛୋଟ ସହର ଗେରାଲ୍ଡାଇନ୍‌ରେ ଜଣେ କୃଷକ ବର୍ଷ ବର୍ଷ ଧରି ଗୋପନରେ ଲୋକଙ୍କ ବିଲ୍‌ ପଇଠ କରିଚାଲିଥିଲେ। ଅସହାୟ ଲୋକଙ୍କୁ ଔଷଧ କିଣିବା…

‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’

ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା…

ଇଜିପ୍ଟ ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ୬ ଚୁକ୍ତି ସ୍ବାକ୍ଷର ହେବ

ନୂଆଦିଲ୍ଲୀ,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଇଜିପ୍ଟ ରାଷ୍ଟ୍ରପତି ଅବ୍‌ଦେଲ ଫତ୍ତାହ ଏଲ୍‌-ସିସି ଯୋଗଦେବେ। ସେ ଜାନୁୟାରୀ ୨୪ରେ ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଭାରତର ସାଧାରଣତନ୍ତ୍ର…

ବସ୍‌ଷ୍ଟାଣ୍ଡରେ ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କ ପୋଷ୍ଟର ମାରିଲା ଏନ୍‌ଆଇଏ

କୋରାପୁଟ,୨୧ା୧(ସ୍ବ.ପ୍ର.) କୋଲକାତାସ୍ଥିତ ଏନ୍‌ଆଇଏ ପକ୍ଷରୁ ଶୁକ୍ରବାର ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କୁ ଧରାଇଦେବା ପାଇଁ କୋରାପୁଟ ବସଷ୍ଟାଣ୍ଡରେ ପୋଷ୍ଟରମାନ ମରାଯାଇଛି। ସେମାନେ ହେଲେ ଗଜରଲା ରବି, ଖିଲୋ…

ୱାଗନର ପିଏମସିକୁ ଅପରାଧିକ ସଙ୍ଗଠନ ଘୋଷଣା କଲା ଆମେରିକା, ଆସନ୍ତା ସପ୍ତାହରେ ଘୋଷଣା ହେବ ପ୍ରତିବନ୍ଧକ

ୱାଶିଂଟନ,୨୧ ।୧: ହ୍ୱାଇଟ ହାଉସର ପ୍ରବକ୍ତା ଜନ କିର୍ବି କହିଛନ୍ତି, ଆମେରିକା ଶୁକ୍ରବାର ‘ୱେଗନର’ ପିଏମସିକୁ ପାରମ୍ପରିକ ଅପରାଧିକ ସଙ୍ଗଠନ ଘୋଷଣା କରିଛି । ହ୍ୱାଇଟ ହାଉସ…

କାର୍‌ ବନେଟ୍‌ରେ ୧ କି.ମି. ଘୋଷାଡ଼ିଲେ ମହିଳା

ନୂଆଦିଲ୍ଲୀ,୨୧।୧: ଦୁର୍ଘଟଣା ପରେ ଯାତ୍ରୀଙ୍କୁ ଗାଡ଼ିରେ ଘୋଷାଡ଼ିନେବା ଘଟଣା ଗତ କିଛିଦିନ ହେଲା ବାରମ୍ବାର ଘଟିଚାଲିଛି। ବେଙ୍ଗାଲୁରୁରେ ଶୁକ୍ରବାର ଜଣେ ମହିଳା ତାଙ୍କ କାର୍‌ ବନେଟରେ ଜଣେ…

ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି…