ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା

ଫୁଲବାଣୀ ଅଫିସ,୨୧ା୧: ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା। ରୋଷେଇ ଘରେ ପରୀକ୍ଷାଗାର । ଆଡମିଶନ ହେବାକୁ ନାହିଁ ବେଡ । ନାହାନ୍ତି ଆବଶ୍ୟକ ଡାକ୍ତର। ଏଭଳି ଚାଲିଛି…

ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫

କାର୍ଡେବା,୨୧ ।୧: ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶନିବାର ଭୋର ୩ଟା ୩୯ରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର…

୨୯ ଫୁଟ୍‌ ମୋବାଇଲ ଟାଓ୍ବାର ଚୋରି

ପାଟନା,୨୧।୧: ବିହାରର ପାଟନାରେ ଏକ ଡକାୟତ ଗ୍ୟାଙ୍ଗ୍‌ ନିଜକୁ ଟେଲିକମ୍‌ କମ୍ପାନୀର କର୍ମଚାରୀ ପରିଚୟ ଦେଇ ୨୯ ଫୁଟ୍‌ ଉଚ୍ଚତାର ଏକ ମୋବାଇଲ ଟାଓ୍ବାରକୁ ଚୋରିକରି ନେଇଯାଇଛି।…

ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ ଉତ୍ସବ…

ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି…

ଏଲ୍‌ଏସିରେ ଯୁଦ୍ଧ ପ୍ରସ୍ତୁତି ଦେଖିଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୧ା୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ପୂର୍ବ ଲଦାଖ ସଂଲଗ୍ନ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି)ରେ ନିଜ ସୈନ୍ୟଙ୍କ ଯୁଦ୍ଧ ପ୍ରସ୍ତୁତି ସମୀକ୍ଷା…

ସରିଲା ମକରମେଳା

ଗୋପବନ୍ଧୁ ନଗର/ବୈଶିଙ୍ଗା,୨୧ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ଖଡିକାପଦା ଆଖଣ୍ଡଳମଣି ପୀଠରେ ଅନୁଷ୍ଠିତ ମକର ମେଳା ଉଦ୍‌ଯାପିତ ହୋଇଯାଇଛି। ପୂଜକ…

ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ…

ଯୋଗ୍ୟ ହିତାଧିକାରୀ ଉଭାନ

ଖଇରା, ୨୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ତାଲିକା ପ୍ରକାଶ ପାଇଛି । ହେଲେ ବହୁ ଯୋଗ୍ୟ ବ୍ୟକ୍ତି…

ଓଡ଼ିଶା କଳା, ହସ୍ତଶିଳ୍ପର ଚମତ୍କାର ରାଜ୍ୟ: ମୁଖ୍ୟମନ୍ତ୍ରୀ

ଯାଜପୁର ଅଫିସ/ଯାଜପୁର ରୋଡ୍‌,୨୧ା୧: ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଶୁକ୍ରବାର ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ…