ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର ରୀତିନୀତି…

ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲା: ନିର୍ଦ୍ଦେଶିକାଙ୍କ ଜାମିନ ଆବେଦନ ଖାରଜ

କଟକ ୧୩।୩: ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ…

ଦେଶ ପାଇଁ ଆସିଛୁ, କିଛି ଏଭଳି କହି ପ୍ରତିକ୍ରିୟା ରଖିଲେ ଅଭିନେତା

ମୁମ୍ବାଇ: ୯୫ ତମ ଓସ୍କାର ସମାରୋହରେ ଦକ୍ଷିଣ ସିନେମାର ବ୍ଲକବଷ୍ଟର ଫିଲ୍ମ ‘ଆର୍‌ଆର୍‌ଆର୍‌’ର ନାଟୁ ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍‌ରେ ଓସ୍କାର ପୁରସ୍କାର ଲାଭ କରିଛି।…

ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ ଶ୍ରୀନିବାସ…

ଆଓ୍ବାର୍ଡ ସମାରୋହରେ ରାଗରୁଷା ଭୁଲି ଦୁହେଁ ଦୁହିଁଙ୍କୁ ଆଲିଙ୍ଗନ କଲେ ରାମଚରଣ-ଏନ୍‌ଟିଆର

ମୁମ୍ବାଇ: ୯୫ ତମ ଓସ୍କାର ଆଓ୍ବାର୍ଡରେ ଭାରତ ୨ଟି ପୁରସ୍କାର ହାତେଇଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍‌ରେ ଓସ୍କାର ପୁରସ୍କାର…

ଭାରତକୁ କେବେ ମିଳିଥିଲା ପ୍ରଥମ ଓସ୍କାର ଆଓ୍ବାର୍ଡ ?

ମୁମ୍ବାଇ: ୯୫ ତମ ଓସ୍କାର ଆଓ୍ବାର୍ଡ ସୋମବାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତକୁ ଦୁଇଟି ପୁରସ୍କାର ମିଳିଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ…

ଲୁଟେରାଙ୍କୁ ନିସ୍ତୁକ ମାଡ଼, ପୋଲିସ ଜିମା ଦେଲେ ଲୋକେ

ନିଶ୍ଚିନ୍ତକୋଇଲି,୧୩।୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ସୋମବାର ଜଣେ ଲୁଟେରାଙ୍କୁ ଲୋକମାନେ କାବୁ କରି ନିର୍ଦ୍ଧୁମ ଛେଚି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ,…

ସିଲ୍‌ ହେଲା ନ୍ୟାଶନାଲ ହାଇଓ୍ବେ ଟୋଲ ପ୍ଲାଜା

ରାୟପୁର,୧୩।୩: ଛତିଶଗଡ଼ର ବସ୍ତର ଜିଲାର ଜାତୀୟ ରାଜପଥ-୩୦ର ବଡଇଗୁଡା ସ୍ଥିତ ଟୋଲ ପ୍ଲାଜା ନିକଟରେ ସୋମବାର କେତେକ ସ୍ଥୀନୀୟ ଲୋକ ତୀବ୍ର ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ ତୀବ୍ର…

୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪…

ରେଳ ପ୍ଲାଟଫର୍ମରେ ଭାରତର ପ୍ରଥମ ଟ୍ରାନ୍ସ ଚା’ ଷ୍ଟଲ, ଫଟୋ ଶେୟାର କଲେ ବିଭାଗୀୟ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ଆସାମର ଗୁଆହାଟି ରେଳ ଷ୍ଟେଶନ ପ୍ଲାଟଫର୍ମରେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ଏକ ଚା’ ଷ୍ଟଲ ଖୋଲିଛନ୍ତି। ତେବେ ପ୍ଲାଟଫର୍ମରେ ଏହା ଦେଶର ପ୍ରଥମ ଟ୍ରାନ୍ସ ଚା’ ଷ୍ଟଲ…