ମାଙ୍ଗାନିଜ ଚୋରା ଚାଲାଣରୁ ଢାବା ମାଲିକଙ୍କୁ ହତ୍ୟା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଣାଇଁ,୧୩ା୩(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅଧୀନ ମାଲଦାରେ ଗତ ଫେବୃୟାରୀ ୨୬ ତାରିଖରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଢାବା ମାଲିକ ରମେଶ ଚତମ୍ବାଙ୍କ ମୃତ୍ୟୁ ଘଟିଥିବା…

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ, ୨୪ ଘଣ୍ଟାରେ ୪୪୪ ମାମଲା…

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ଚାଳଛପର ତଳେ ପାଠପଢ଼ା

ଖପ୍ରାଖୋଲ, ୧୩ା୩(ଡି.ଏନ.ଏ.):ସରକାର ଶିକ୍ଷାର ବିକାଶ ପାଇଁ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ସ୍କୁଲପ୍ରତି ଆକୃଷ୍ଟ କରିବା ପାଇଁ ସୋନ୍ଦର୍ଯ୍ୟକରଣ କରାଯାଇ ଶିକ୍ଷଣୀୟ ପରିବେଶ ସୃଷ୍ଟି କରାଯାଉଛି। ହେଲେ…

ଜବରଦଖଲ ଉଚ୍ଛେଦରେ ପାତରଅନ୍ତର ଅଭିଯୋଗ:ପ୍ରଶାସନ ନିର୍ଦ୍ଦେଶକୁ ଫୁ

ବାଉଁଶୁଣୀ,୧୩ା୩(ଡି.ଏନ.ଏ.):ବୌଦ୍ଧ ଜିଲା ବାଉଁଶୁଣୀ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କ୍ଷେତ୍ରରେ ପାତରଅନ୍ତର କରାଯିବା ନେଇ ଅଭିଯୋଗ ହେଉଛି। ଗରିବ ଲୋକେ ପ୍ରଶାସନର ନିର୍ଦ୍ଦେଶକୁ ମାନୁଥିବା ବେଳେ ବଡବଡିଆ ଓ…

ଘୋଷଣାରେ ସୀମିତ ନ ରହୁ ପୁନରୁଦ୍ଧାର

ଦେଓଗାଁ,୧୩ା୩(ଡି.ଏନ.ଏ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଅନ୍ତର୍ଗତ ସାଗରପାଲିସ୍ଥିତ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ ଚାଲୁ ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଚଳିତ…

ଅଭାବୀ ବିକ୍ରିର ଶିକାର ସୂର୍ଯ୍ୟମୁଖୀ ଚାଷୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅର୍ଥକାରୀ ଫସଲ ପାଲଟିଛି ସୂର୍ଯ୍ୟମୁଖୀ ଫୁଲ। ଏହାକୁ ଦେଶରେ ଲାଭକାରୀ ଫସଲ ଭାବେ ଗଣାଯାଏ। କୁହାଯାଏ, ଯିଏ ସୂର୍ଯ୍ୟମୁଖୀ ଫୁଲ ଚାଷ…

ପ୍ରୀତିମାନ ସହ ବାଇକ୍‌ରେ ଆସି ଡେଇଁଥିଲେ ଚିନ୍ମୟୀ

ସମ୍ବଲପୁର,୧୩ା୩(ବ୍ୟୁରୋ):ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ପାଣିରେ ବୁଡି ମୃତ୍ୟୁ ଘଟିଥିବା ନେଇ ପୋଲିସ ବାରମ୍ବାର କହୁଛି। ଏପରି କି ବ୍ୟବଚ୍ଛେଦ ରିପୋର୍ଟ, ଡାଏଟମ୍‌ ରିପୋର୍ଟକୁ…

ପର୍ଯ୍ୟଟକଙ୍କ ପାଇଁ ଜବାହର ଉଦ୍ୟାନରେ ହେବ ବୋଟିଂ

ସମ୍ବଲପୁର,୧୩ା୩(ବ୍ୟୁରୋ):ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନସ୍ଥଳୀର ବିକାଶ କରୁଛନ୍ତି। ସମ୍ବଲପୁର ଜିଲାରେ ମଧ୍ୟ ଅଧିକାଂଶ ପର୍ଯ୍ୟଟନ ସ୍ଥଳର ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉଛି। ଜିଲାର…

ବିସ୍ଥାପନର ୬୨ବର୍ଷ ପରେ ମଧ୍ୟ ଘର ପାଇଁ ସଂଘର୍ଷ

ସୁନାବେଡା/ସେମିଳିଗୁଡା,୧୩ା୩ (ସ୍ବ.ପ୍ର.):୧୯୬୧ରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଉଦ୍ୟମରେ ସୁନାବେଡାରେ ମିଗ୍‌ ବିମାନ କାରଖାନା ନିର୍ମାଣ ହୋଇଥିଲା। ସରକାରୀ ନିୟମ ଅନୁଯାୟୀ ଏଠାକାର ଅଧିବାସୀଙ୍କୁ ସେତେବେବେଳ…

ବିଭିନ୍ନ ଅପରାଧରେ ଜଡ଼ିତ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୨ ବନ୍ଧୁକ ସହ ୭ ଅଭିଯୁକ୍ତ ଅଟକ

ଟିଟିଲାଗଡ଼,୧୩।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି l ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ ଥିବା ଏକ ବଡ଼ ଗ୍ୟାଙ୍ଗ୍‌କୁ ଟିଟିଲାଗଡ଼…