ଅହମ୍ମଦାବାଦ ଟେଷ୍ଟ ଡ୍ର’ ହେଲେ ଡବ୍ଲୁଟିସି ଫାଇନାଲ୍‌କୁ ଯିବ କି ଭାରତ? ଜାଣନ୍ତୁ କ’ଣ ରହିଛି ସମୀକରଣ

ଅହମ୍ମଦାବାଦ,୧୩।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅହମ୍ମଦାବାଦ ଟେଷ୍ଟ ଡ୍ର’ ଆଡ଼କୁ ଗତି କରୁଛି। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୮୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ…

କରୋନା ଭୂତାଣୁ ଲିକ୍‌ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବ ଆମେରିକା: ବାଇଡେନଙ୍କ ମଞ୍ଜୁରୀକୁ ଅପେକ୍ଷା…

ଓ୍ବାଶିଂଟନ,୧୩।୩ : କରୋନା ମହାମାରୀର ଉତ୍ପତ୍ତି ସହ ଜଡିତ ସମସ୍ତ ସୂଚନା ପ୍ରସ୍ତୁତ କରିବାକୁ ଆମେରିକା ସଂସଦ ସର୍ବସମ୍ମତି କ୍ରମେ ଏକ ବିଲ ଅନୁମୋଦନ କରିଛି। ଏହାର…

ବିଦ୍ୟାଳୟ ଯିବାକୁ ଜୀବନ ବାଜି

ଢେଙ୍କାନାଳ ଅଫିସ,୧୩।୩: ସ୍କୁଲ ବେଳ ହେଲେ ବହିବସ୍ତାନି ଧରି ଘରୁ ବାହାରନ୍ତି ପିଲାଏ। ହେଲେ ସେମାନେ ଯେ ସୁରକ୍ଷିତ ଭାବେ ପୁଣି ଘରକୁ ବାହୁଡ଼ିବେ, ସେ ଗ୍ୟାରେଣ୍ଟି…

ବାଇଡେନଙ୍କ ଗସ୍ତରେ ୧୬ ଲକ୍ଷ ଡଲାର ଖର୍ଚ୍ଚ କରିଛି ୟୁକ୍ରେନ…

କିଭ୍‌,୧୩।୩ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ କିଭ ଗସ୍ତ ୟୁକ୍ରେନକୁ ପୁଣି ଗରିବ କରି ଦେଇଛି। ବାଇଡେନଙ୍କ ସୁରକ୍ଷା ଏବଂ ଖାଦ୍ୟ ପାନୀୟ ପାଇଁ ୟୁକ୍ରେନକୁ…

ଗଙ୍ଗାବାଡ଼ରେ ସରକାରୀ ଯୋଜନା ସାତସପନ

ପାରଳାଖେମୁଣ୍ଡି,୧୩।୩ (ଡି.ଏନ୍‌.ଏ): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚାୟତ ଅନ୍ତର୍ଗତ ଗଙ୍ଗାବାଡ ଗ୍ରାମ ଏବେ ବି ଅପହଞ୍ଚ ହୋଇପଡିଛି। ରାସ୍ତାଘାଟ ନ ଥିବାରୁ ନିଜ ନିଜ…

ବିଶ୍ୱନାଥ ଦାସଙ୍କ ନାଁରେ ହେଉ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌

ବ୍ରହ୍ମପୁର ଅଫିସ,୧୩ା୩: ଶତାଧିକ ବର୍ଷ ତଳେ ବ୍ରିଟିଶ୍‌ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ (ବିମାନ ପଡ଼ିଆ) ଗଞ୍ଜାମ ଜିଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଉତ୍ତରପ୍ରଦେଶର ପ୍ରାକ୍ତନ ରାଜ୍ୟପାଳ…

ବ୍ରହ୍ମପୁର ପୋଲିସ ଜିଲାରେ ରହିଛି ୧୦ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସହର ଓ ଏହା ପାଖ ଦେଇ ଯାଇଥିବା ୧୬ନମ୍ବର ଜାତୀୟ ରାଜପଥ ଓ ୫୯ ନମ୍ବର ରାଜ୍ୟ ରାଜପଥ ଏବେ ଦୁର୍ଘଟଣା ପ୍ରବଣ…

ଗୋରୁ ଖାଉଛନ୍ତି ମୋ ଛତୁଆ

ଭୋଗରାଇ, ୧୩ା୩(ଡି.ଏନ.ଏ.): ରାଜ୍ୟ ସରକାର ଶିଶୁ, ପ୍ରସୂତି ଓ ଗର୍ଭବତୀଙ୍କ ସୁସ୍ବାସ୍ଥ୍ୟ ପାଇଁ ପୁଷ୍ଟିଯୁକ୍ତ ଖାଦ୍ୟ ଛତୁଆ, ଲଡ଼ୁ ଓ ସୁଜି ଆଦି ସୁଷମ ଖାଦ୍ୟସାମଗ୍ରୀ ବିନା…

୪ ଗ୍ରାମକୁ ରାଜସ୍ବ ମାନ୍ୟତା

ଠାକୁରମୁଣ୍ଡା,୧୩।୩ (ଡି.ଏନ.ଏ.): ମୟୂରଭଞ୍ଜ ଜିଲାରେ ପ୍ରଥମ ଥର ପାଇଁ ୪ଟି ଜଙ୍ଗଲ ଗାଁ ରାଜସ୍ବ ଗ୍ରାମ ଘୋଷଣା ପାଇଁ ବିଭାଗୀୟ ସ୍ବୀକୃତି ପାଇଛି। ଠାକୁରମୁଣ୍ଡା ବ୍ଲକ୍‌ର ଭଳିଆଡ଼ାଳ…

ଶତକୀୟ ଇନିଂସ ସମୟରେ ଅସୁସ୍ଥ ଥିଲେ କୋହଲି: ଅନୁଷ୍କା କଲେ ଖୁଲାସା

ଅହମ୍ମଦାବାଦ,୧୩।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ୭୫ତମ ଶତକ ହାସଲ କରିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ…