ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର ଏକ…

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି…

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ ଟିକେଟ…

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା କଷ୍ଟକର…

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ ଧରି…

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬…

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ ନେଇ…

ଶନିଙ୍କ ଗୋଚର ପରେ ଖୋଲିବ ୩ ରାଶିର ଭାଗ୍ୟ, ମିଳିପାରେ ଚାକିରି

ଆଜି ମଙ୍ଗଳବାର, ମାଘ ମାସର ଶୁକ୍ଳ ପକ୍ଷର ଦ୍ୱିତୀୟ ଦିନ। ଦ୍ୱିତୀୟ ତିଥି  ସକାଳ ୨ଟା୪୩ ପର୍ଯ୍ୟନ୍ତ ରହିବ। ସିଦ୍ଧି ଯୋଗ ରାତି ୮ଟା୦୧ ପର୍ଯ୍ୟନ୍ତ ପ୍ରଚଳିତ…

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ…

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌ ଅଫିସ…